Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆକ୍ସନ ମୁଡରେ ନବୀନ ପଟ୍ଟନାୟକ, ସରକାରୀ ଚାକିରିରୁ ୬ ଅଧିକାରୀଙ୍କୁ ବିଦା କଲେ ନୀବନ
ଆଜିର ଖବର

ଆକ୍ସନ ମୁଡରେ ନବୀନ ପଟ୍ଟନାୟକ, ସରକାରୀ ଚାକିରିରୁ ୬ ଅଧିକାରୀଙ୍କୁ ବିଦା କଲେ ନୀବନ

August 31, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଦୁର୍ନୀତି ବିରୋଧରେ କଡ଼ା କାର୍ଯ୍ୟନୁଷ୍ଠାନ ଗ୍ରହଣ କରିଛନ୍ତି ନବୀନ ସରକାର । ୬ ଅଧିକାରୀଙ୍କୁ ବରଖାସ୍ତ କରାଯାଇଛି ।  ଭିଜିଲାନ୍ସ କୋର୍ଟରେ ଦୁର୍ନୀତି ସାବ୍ୟସ୍ତ ହେବା ପରେ ସରକାରୀ ଚାକିରିରୁ ବିଦା ହୋଇଛନ୍ତି ୬ ଅଧିକାରୀ । ସେହିପରି ୪ଜଣ ପୂର୍ବତନ ଅଧିକାରୀଙ୍କୁ ପେନସନ୍‌ ବନ୍ଦ କରିଛନ୍ତି ସରକାର । ଅଗଷ୍ଟ ମାସରେ ମୋଟ ୨୧ ଜଣ ଅଫିସର ବିଦା ହୋଇଥିବାବେଳେ ମୋଟ ୬ଜଣଙ୍କ ପେନ୍‌ସନ କରିଛନ୍ତି ସରକାର । ଦୁର୍ନୀତି ସାବ୍ୟସ୍ତ ହେବା ପରେ ଦୁର୍ନୀତିଗସ୍ତ ଅଫିସରଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ନବୀନ ସରକାର ।

Share. Facebook Twitter LinkedIn Email WhatsApp Copy Link

Related Posts

ରକ୍ଷାବନ୍ଧନରେ ୪ ହଜାର ଟଙ୍କା ପାଇବେ ଚାଷୀ?: ଜାଣନ୍ତୁ ସତ୍ୟତା

August 21, 2026

‘ରାହୁଲ ଗାନ୍ଧୀଙ୍କ ପକ୍ଷରୁ କୌଣସି ଅଭିଯୋଗ ନାହିଁ’: ଧାରଣା ମଧ୍ୟରେ ଦିଲ୍ଲୀ ପୋଲିସର ବଡ଼ ଦାବି

August 21, 2026

ଟିମ୍ ଇଣ୍ଡିଆର ବାଂଲାଦେଶ ଗସ୍ତ ସମ୍ପର୍କରେ ଆସିଲା ଅପଡେଟ: ସିରିଜ କେବେ ଖେଳାଯିବ?

August 21, 2026

୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବେ ଗୋବିନ୍ଦା!: ଜାଣନ୍ତୁ କିଏ ସେ ଅଭିନେତ୍ରୀ?

August 21, 2026
Latest News

ରକ୍ଷାବନ୍ଧନରେ ୪ ହଜାର ଟଙ୍କା ପାଇବେ ଚାଷୀ?: ଜାଣନ୍ତୁ ସତ୍ୟତା

August 21, 2026

‘ରାହୁଲ ଗାନ୍ଧୀଙ୍କ ପକ୍ଷରୁ କୌଣସି ଅଭିଯୋଗ ନାହିଁ’: ଧାରଣା ମଧ୍ୟରେ ଦିଲ୍ଲୀ ପୋଲିସର ବଡ଼ ଦାବି

August 21, 2026

ଟିମ୍ ଇଣ୍ଡିଆର ବାଂଲାଦେଶ ଗସ୍ତ ସମ୍ପର୍କରେ ଆସିଲା ଅପଡେଟ: ସିରିଜ କେବେ ଖେଳାଯିବ?

August 21, 2026

ଚିର ନିଦ୍ରାରେ ପ୍ରଖ୍ୟାତ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ, ସଂଗୀତ ଜଗତରେ ଶୋକର ଛାୟା

August 21, 2026

ପେଲେଟ୍ ଗନ୍ ମାମଲା: ପୋଲିସ ଷ୍ଟେସନ ବାହାରେ ଧାରଣାରେ ବସିଲେ ରାହୁଲ ଗାନ୍ଧୀ

August 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.