Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପାଞ୍ଚ ରାଜ୍ୟ ପାଇଁ ନୂଆ ରାଜ୍ୟପାଳ ନିଯୁକ୍ତି : ରାଜସ୍ଥାନର ରାଜ୍ୟପାଳ ହେଲେ କଲରାଜ ମିଶ୍ର, ଆରିପ୍‌ ମହମ୍ମଦ ଖାନ୍‌ଙ୍କୁ କେରଳର ରାଜ୍ୟପାଳ ଦାୟିତ୍ବ
ଆଜିର ଖବର

ପାଞ୍ଚ ରାଜ୍ୟ ପାଇଁ ନୂଆ ରାଜ୍ୟପାଳ ନିଯୁକ୍ତି : ରାଜସ୍ଥାନର ରାଜ୍ୟପାଳ ହେଲେ କଲରାଜ ମିଶ୍ର, ଆରିପ୍‌ ମହମ୍ମଦ ଖାନ୍‌ଙ୍କୁ କେରଳର ରାଜ୍ୟପାଳ ଦାୟିତ୍ବ

September 1, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଆଜି ରାଷ୍ଟ୍ରପତି ରାମନାଥ ୫ଟି ରାଜ୍ୟର ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତିକୁ ମଞ୍ଜୁର କରିଛନ୍ତି । ରାଷ୍ଟ୍ରପତି ଭବନ ତରଫରୁ ଜାରି ହୋଇଥିବା ବିଜ୍ଞପ୍ତିରେ ଏହି ସମ୍ବନ୍ଧୀୟ ସୂଚନା ରହିଛି । ବର୍ତ୍ତମାନର ହିମାଚଳ ପ୍ରଦେଶର ରାଜ୍ୟପାଳ କଲରାଜ ମିଶ୍ରଙ୍କୁ ରାଜସ୍ଥାନର ରାଜ୍ୟପାଳ ଭାବେ ନିଯୁକ୍ତି ଦିଆଯାଇଥିବାବେଳେ ବରିଷ୍ଠ ବିଜେପି ନେତା ତଥା ଉତ୍ତରାଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଭଗତ ସିଂହ କୋଶିୟାରୀଙ୍କୁ ମହାରାଷ୍ଟ୍ରର ରାଜ୍ୟପାଳ ଦାୟିତ୍ବ ଦିଆଯାଇଛି । ସେହିପରି ବିଜେପିର ନେତା ବନ୍ଦାରୁ ଦତ୍ତାତ୍ରୟଙ୍କୁ ହିମାଚଳ ପ୍ରଦେଶର ରାଜ୍ୟପାଳ ରୂପେ ନିଯୁକ୍ତି ମିଳିଛି । ତାମିଲନାଡୁର ବିଜେପି ନେତା ଡ. ତାମିଲିସାଇ ସୁନ୍ଦରରାଜନଙ୍କୁ ତେଲେଙ୍ଗାନାର ରାଜ୍ୟପାଳ ଭାବେ ନିଯୁକ୍ତି ଦିଆଯାଇଛି । ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧି ସରକାରରେ ମନ୍ତ୍ରୀ ରହିଥିବା ଆରିଫ୍‌ ମହହମ୍ମଦ ଖାନ୍‌ଙ୍କୁ କେରଳର ରାଜ୍ୟପାଳ ଦାୟିତ୍ବ ଦିଆଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ପାଞ୍ଚୋଟି ରାଶିର ବ୍ୟକ୍ତିମାନଙ୍କ ପାଇଁ ରହିଛି ବଡ ଶୁଭ ଖବର: ଜାଣନ୍ତୁ ଶନିବାର ରାଶିଫଳ

February 14, 2026

୨୦୨୫ରେ ଓଡ଼ିଶାରେ ଦୁଇ ଲକ୍ଷରୁ ଅଧିକ ନୂତନ ଗ୍ରାହକ ଯୋଡିଛି ଜିଓ ଏୟାରଫାଇବର: ଟ୍ରାଇ ତଥ୍ୟ

February 13, 2026

ନିର୍ବାଚନ କମିଶନଙ୍କ କଠୋର ଆଭିମୁଖ୍ୟ: ବଙ୍ଗଳାରେ ଭୋଟର ତାଲିକାର ପୁଙ୍ଖାନୁପୁଙ୍ଖ ଯାଞ୍ଚ ନିର୍ଦ୍ଦେଶ

February 13, 2026

ରାଷ୍ଟ୍ରୀୟ ବାଲ୍ୟ ବିବାହ ମୁକ୍ତ ଭାରତ ଅଭିଯାନ ଅନ୍ତର୍ଗତ ଜିଲ୍ଲା ସ୍ତରୀୟ ସଚେତନତା କର୍ମଶାଳା

February 13, 2026
Latest News

ଆଜି ପାଞ୍ଚୋଟି ରାଶିର ବ୍ୟକ୍ତିମାନଙ୍କ ପାଇଁ ରହିଛି ବଡ ଶୁଭ ଖବର: ଜାଣନ୍ତୁ ଶନିବାର ରାଶିଫଳ

February 14, 2026

୨୦୨୫ରେ ଓଡ଼ିଶାରେ ଦୁଇ ଲକ୍ଷରୁ ଅଧିକ ନୂତନ ଗ୍ରାହକ ଯୋଡିଛି ଜିଓ ଏୟାରଫାଇବର: ଟ୍ରାଇ ତଥ୍ୟ

February 13, 2026

‘ସେବା ତୀର୍ଥ’କୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ

February 13, 2026

ନିର୍ବାଚନ କମିଶନଙ୍କ କଠୋର ଆଭିମୁଖ୍ୟ: ବଙ୍ଗଳାରେ ଭୋଟର ତାଲିକାର ପୁଙ୍ଖାନୁପୁଙ୍ଖ ଯାଞ୍ଚ ନିର୍ଦ୍ଦେଶ

February 13, 2026

ରାଷ୍ଟ୍ରୀୟ ବାଲ୍ୟ ବିବାହ ମୁକ୍ତ ଭାରତ ଅଭିଯାନ ଅନ୍ତର୍ଗତ ଜିଲ୍ଲା ସ୍ତରୀୟ ସଚେତନତା କର୍ମଶାଳା

February 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.