Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜାନୁଆରୀ ୨୦୨୭ରୁ ବିଭିନ୍ନ ଟ୍ରେନ୍‌ର ନମ୍ବର ଓ ସୁପରଫାଷ୍ଟରୁ ମେଲ୍/ଏକ୍ସପ୍ରେସ୍ ଶ୍ରେଣୀରେ ପରିବର୍ତ୍ତନ
ଆଜିର ଖବର

ଜାନୁଆରୀ ୨୦୨୭ରୁ ବିଭିନ୍ନ ଟ୍ରେନ୍‌ର ନମ୍ବର ଓ ସୁପରଫାଷ୍ଟରୁ ମେଲ୍/ଏକ୍ସପ୍ରେସ୍ ଶ୍ରେଣୀରେ ପରିବର୍ତ୍ତନ

November 5, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଟ୍ରେନ
ଜାନୁଆରୀ ୨୦୨୭ରୁ ବିଭିନ୍ନ ଟ୍ରେନ୍‌ର ନମ୍ବର ଓ ସୁପରଫାଷ୍ଟରୁ ମେଲ୍/ଏକ୍ସପ୍ରେସ୍ ଶ୍ରେଣୀରେ ପରିବର୍ତ୍ତନ

ଭୁବନେଶ୍ୱର: ଜାନୁଆରୀ ୨୦୨୭ରୁ ବିଭିନ୍ନ ଟ୍ରେନ୍‌ର ନମ୍ବର ଓ ଶ୍ରେଣୀରେ ପରିବର୍ତ୍ତନ କରାଯିବ। ସୁପରଫାଷ୍ଟ ଶ୍ରେଣୀରୁ ମେଲ୍/ଏକ୍ସପ୍ରେସ୍ ଶ୍ରେଣୀକୁ ପରିବର୍ତ୍ତନ ଅନୁଯାୟୀ ଏହି ନୂତନ ନମ୍ବରଗୁଡ଼ିକ ନିର୍ଦ୍ଦିଷ୍ଟ ତାରିଖରୁ କାର୍ଯ୍ୟକାରୀ ହେବ।

· ଟ୍ରେନ୍ ନମ୍ବର ୨୨୮୬୧ ହାୱଡ଼ା–କଣ୍ଟାବାଞ୍ଜି ଇସ୍ପାତ ଏକ୍ସପ୍ରେସ୍‌ର ନୂତନ ନମ୍ବର ୧୮୦୭୩ ସହ ଚଳାଚଳ କରିବ ଏବଂ ଟ୍ରେନ୍ ନମ୍ବର ୨୨୮୬୨ କଣ୍ଟାବାଞ୍ଜି–ହାୱଡ଼ା ଇସ୍ପାତ ଏକ୍ସପ୍ରେସ୍‌ର ନୂତନ ନମ୍ବର ୧୮୦୭୪ ହେବ। ଏହି ପରିବର୍ତ୍ତନ ଜାନୁଆରୀ ୧, ୨୦୨୭ରୁ ଲାଗୁ ହେବ।

· ସେହିପରି, ଟ୍ରେନ୍ ନମ୍ବର ୧୨୮୭୧ ହାୱଡ଼ା–ଜୁନାଗଡ଼ ରୋଡ୍ ଇସ୍ପାତ ଏକ୍ସପ୍ରେସ୍‌ର ନୂତନ ନମ୍ବର ୧୮୦୭୧ ହେବ ଏବଂ ଏହା ଜାନୁଆରୀ ୨, ୨୦୨୭ରୁ କାର୍ଯ୍ୟକାରୀ ହେବ। ଅନ୍ୟପକ୍ଷରେ, ଟ୍ରେନ୍ ନମ୍ବର ୧୨୮୭୨ ଜୁନାଗଡ଼ ରୋଡ୍–ହାୱଡ଼ା ଇସ୍ପାତ ଏକ୍ସପ୍ରେସ୍‌ର ନୂତନ ନମ୍ବର ୧୮୦୭୨ ହେବ ଏବଂ ଏହା ଜାନୁଆରୀ ୩, ୨୦୨୭ରୁ ଲାଗୁ ହେବ।

· ଟ୍ରେନ୍ ନମ୍ବର ୨୨୬୪୩ ଏର୍ଣ୍ଣାକୁଲମ୍–ପାଟନା ଏକ୍ସପ୍ରେସ୍‌ର ନୂତନ ନମ୍ବର ୧୬୩୫୯ ହେବ ଏବଂ ଏହା ଜାନୁଆରୀ ୪, ୨୦୨୭ରୁ କାର୍ଯ୍ୟକାରୀ ହେବ। ସେହିପରି, ଟ୍ରେନ୍ ନମ୍ବର ୨୨୬୪୪ ପାଟନା–ଏର୍ଣ୍ଣାକୁଲମ୍ ଏକ୍ସପ୍ରେସ୍‌ର ନୂତନ ନମ୍ବର ୧୬୩୬୦ ହେବ ଏବଂ ଏହା ଜାନୁଆରୀ ୧, ୨୦୨୭ରୁ ଲାଗୁ ହେବ।

· ଏହା ବ୍ୟତୀତ, ଟ୍ରେନ୍ ନମ୍ବର ୧୨୮୯୩ ଭୁବନେଶ୍ୱର–ପୁରୁଣାକଟକ ସୁପରଫାଷ୍ଟ ଏକ୍ସପ୍ରେସ୍‌ର ନୂତନ ନମ୍ବର ୧୮୪୧୧ ଏବଂ ଟ୍ରେନ୍ ନମ୍ବର ୧୨୮୯୪ ପୁରୁଣାକଟକ–ଭୁବନେଶ୍ୱର ସୁପରଫାଷ୍ଟ ଏକ୍ସପ୍ରେସ୍‌ର ନୂତନ ନମ୍ବର ୧୮୪୧୨ ହେବ। ଏହି ପରିବର୍ତ୍ତନ ଜାନୁଆରୀ ୬, ୨୦୨୭ରୁ କାର୍ଯ୍ୟକାରୀ ହେବ।

· ଟ୍ରେନ୍ ନମ୍ବର ୨୨୮୮୩ ପୁରୀ–ଯଶବନ୍ତପୁର ସୁପରଫାଷ୍ଟ ଏକ୍ସପ୍ରେସ୍‌ର ନୂତନ ନମ୍ବର ୧୮୪୨୯ ହେବ ଏବଂ ଏହା ଜାନୁଆରୀ ୮, ୨୦୨୭ରୁ ଲାଗୁ ହେବ। ସେହିପରି, ଟ୍ରେନ୍ ନମ୍ବର ୨୨୮୮୪ ଯଶବନ୍ତପୁର–ପୁରୀ ସୁପରଫାଷ୍ଟ ଏକ୍ସପ୍ରେସ୍‌ର ନୂତନ ନମ୍ବର ୧୮୪୩୦ ହେବ ଏବଂ ଏହା ଜାନୁଆରୀ ୯, ୨୦୨୭ରୁ କାର୍ଯ୍ୟକାରୀ ହେବ।

· ଟ୍ରେନ୍ ନମ୍ବର ୨୦୮୦୭ ବିଶାଖାପାଟଣା–ଅମୃତସର ହୀରାକୁଦ ଏକ୍ସପ୍ରେସ୍‌ର ନୂତନ ନମ୍ବର ୧୮୫୧୩ ହେବ ଏବଂ ଏହା ଜାନୁଆରୀ ୫, ୨୦୨୭ରୁ ଲାଗୁ ହେବ। ଅନ୍ୟପକ୍ଷରେ, ଟ୍ରେନ୍ ନମ୍ବର ୨୦୮୦୮ ଅମୃତସର–ବିଶାଖାପାଟଣା ହୀରାକୁଦ ଏକ୍ସପ୍ରେସ୍‌ର ନୂତନ ନମ୍ବର ୧୮୫୧୪ ହେବ ଏବଂ ଏହା ଜାନୁଆରୀ ୯, ୨୦୨୭ରୁ କାର୍ଯ୍ୟକାରୀ ହେବ।

ଯାତ୍ରୀମାନଙ୍କୁ ପରିବର୍ତ୍ତିତ ଟ୍ରେନ୍ ନମ୍ବର ସମ୍ପର୍କରେ ଅବଗତ ହୋଇ ନିଜର ଯାତ୍ରା ଯୋଜନା କରିବାକୁ ପରାମର୍ଶ ।

ଟ୍ରେନ୍‌ ମେଲ୍/ଏକ୍ସପ୍ରେସ୍ ସୁପରଫାଷ୍ଟ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜଧାନୀରେ ପୁଣି ଫୁଟିଲା ଗୁଳି! ମାଉସୀ ମା’ ଛକରେ ଗୋଷ୍ଠୀ ସଂଘର୍ଷ, ଜଣେ ମୃତ

November 5, 2026

ସୋନମ ୱାଙ୍ଗଚୁକ୍‌ଙ୍କ ସ୍କୁଲକୁ ବନ୍ଦ କରିବାକୁ ନୋଟିସ୍‌! ଜମି ବିବାଦରୁ ଶିକ୍ଷାନୁଷ୍ଠାନ ଯାଏଁ ବଢ଼ିଲା ଅଡୁଆ

November 5, 2026

ଆଇଏନ୍‌ଏସ୍ ବ୍ରହ୍ମପୁତ୍ର ବୁଡ଼ିବା ଘଟଣା: ୨ ନୌସେନା ଅଧିକାରୀଙ୍କ ବିରୋଧରେ କୋର୍ଟ-ମାର୍ଶାଲ

November 5, 2026

ଖାଉଟିଙ୍କୁ ମହଙ୍ଗା ମାଡ଼: କିଲୋ ପିଛା ୪ ଟଙ୍କା ଚିନି ଦର ବୃଦ୍ଧି

November 5, 2026
Latest News

ରାଜଧାନୀରେ ପୁଣି ଫୁଟିଲା ଗୁଳି! ମାଉସୀ ମା’ ଛକରେ ଗୋଷ୍ଠୀ ସଂଘର୍ଷ, ଜଣେ ମୃତ

November 5, 2026

ସୋନମ ୱାଙ୍ଗଚୁକ୍‌ଙ୍କ ସ୍କୁଲକୁ ବନ୍ଦ କରିବାକୁ ନୋଟିସ୍‌! ଜମି ବିବାଦରୁ ଶିକ୍ଷାନୁଷ୍ଠାନ ଯାଏଁ ବଢ଼ିଲା ଅଡୁଆ

November 5, 2026

ଆଇଏନ୍‌ଏସ୍ ବ୍ରହ୍ମପୁତ୍ର ବୁଡ଼ିବା ଘଟଣା: ୨ ନୌସେନା ଅଧିକାରୀଙ୍କ ବିରୋଧରେ କୋର୍ଟ-ମାର୍ଶାଲ

November 5, 2026

ଖାଉଟିଙ୍କୁ ମହଙ୍ଗା ମାଡ଼: କିଲୋ ପିଛା ୪ ଟଙ୍କା ଚିନି ଦର ବୃଦ୍ଧି

November 5, 2026

୩୨ ବର୍ଷର ଲଢ଼େଇରେ କର୍ମଚାରୀଙ୍କ ବଡ଼ ବିଜୟ, ୧୯୯୪ରୁ ମିଳିବ ଚାକିରିର ମାନ୍ୟତା; ମୃତ କର୍ମଚାରୀଙ୍କ ଉତ୍ତରାଧିକାରୀ ବି ପାଇବେ ବକେୟା ଟଙ୍କା

November 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.