Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବନ୍ୟା କ୍ଷୟକ୍ଷତି ଓ ପୁନରୁଦ୍ଧାର ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଆଲୋଚନା କଲେ ଗଞ୍ଜାମର ମନ୍ତ୍ରୀ ଓ ବିଧାୟକ
ଆଜିର ଖବର

ବନ୍ୟା କ୍ଷୟକ୍ଷତି ଓ ପୁନରୁଦ୍ଧାର ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଆଲୋଚନା କଲେ ଗଞ୍ଜାମର ମନ୍ତ୍ରୀ ଓ ବିଧାୟକ

November 5, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Ministers and MLAs from Ganjam met the Chief Minister to discuss flood-related damage and restoration efforts.

ଭୁବନେଶ୍ୱର: ବାତ୍ୟା ଅର୍ଣ୍ଣବ ଓ ତା ପରବର୍ତ୍ତୀ ବନ୍ୟା ପରିସ୍ଥିତି ଯୋଗୁଁ ଗଞ୍ଜାମ ଜିଲ୍ଲା ବ୍ୟାପକ କ୍ଷୟକ୍ଷତିର ସମ୍ମୁଖୀନ ହୋଇଛି। ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏ ସମ୍ପର୍କରେ ରାଜସ୍ୱ ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ, ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଓ ଗଞ୍ଜାମ ଜିଲ୍ଲାର ଅନ୍ୟ ବିଧାୟକ ମାନଙ୍କ ସହିତ ଆଲୋଚନା କରିଛନ୍ତି।

ଏହି ଆଲୋଚନାରେ ବିଧାୟକ ମାନେ ଜିଲ୍ଲାର କ୍ଷୟକ୍ଷତି ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ ସହିତ ବିସ୍ତୃତ ଆଲୋଚନା କରିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଗଞ୍ଜାମ ଜିଲ୍ଲାର ପରିସ୍ଥିତି ସମ୍ପର୍କରେ ରାଜ୍ୟ ସରକାର ସମ୍ପୂର୍ଣ୍ଣ ଅବଗତ ଅଛନ୍ତି ଏବଂ ଗଞ୍ଜାମ ଜିଲ୍ଲାର ଜନସାଧାରଣଙ୍କୁ କୌଣସି ସମସ୍ୟାର ସମ୍ମୁଖୀନ ହେବାକୁ ଦିଆଯିବ ନାହିଁ । ବନ୍ୟା ପରିସ୍ଥିତିର ଅନୁଧ୍ୟାନ କରିବାକୁ ଆସିଥିବା କେନ୍ଦ୍ରୀୟ ଟିମ୍‌ ସହିତ ମଧ୍ୟ ସାରା ରାଜ୍ୟର ପରିସ୍ଥିତି ସହିତ ଗଞ୍ଜାମ ଜିଲ୍ଲାର କ୍ଷୟକ୍ଷତି ସମ୍ପର୍କରେ ବିସ୍ତୃତ ଆଲୋଚନା ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଗଞ୍ଜାମ ଜିଲ୍ଲାର କ୍ଷତିଗ୍ରସ୍ତ ଜନସାଧାରଣଙ୍କୁ ସମ୍ପୂର୍ଣ୍ଣ ରିଲିଫ୍ ଯୋଗାଇଦେବା ସହିତ ବିଭିନ୍ନ ଭିତ୍ତିଭୂମିର ପୁନରୁଦ୍ଧାର ପାଇଁ ତୁରନ୍ତ ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ରାଜସ୍ୱ ମନ୍ତ୍ରୀଙ୍କୁ ପରାମର୍ଶ ଦେଇଥିଲେ ।

ଗଞ୍ଜାମ ବନ୍ୟା କ୍ଷୟକ୍ଷତି ମନ୍ତ୍ରୀ ଓ ବିଧାୟକ ମୁଖ୍ୟମନ୍ତ୍ରୀ
Share. Facebook Twitter LinkedIn Email WhatsApp Copy Link

Related Posts

ଅନ୍ତର୍ଜାତୀୟ ଫୁଟବଲରୁ ସନ୍ୟାସ ନେଲେ କ୍ରିଷ୍ଟିଆନୋ ରୋନାଲ୍ଡୋ

November 5, 2026

ବନ୍ୟା କ୍ଷୟକ୍ଷତି ଆକଳନ: ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ରୀୟ ଟିମ୍

November 5, 2026

ଶୀତଦିନେ ବଢିଯାଏ ହୃଦଘାତର ବିପଦ: ଜାଣନ୍ତୁ ଏହି ସମୟରେ ହୃଦୟକୁ କିପରି ରଖିବେ ସୁସ୍ଥ

November 5, 2026

ମୁଖ୍ୟମନ୍ତ୍ରୀ ଓ ଆଇନ ମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲା ବାଣପୁର ଓକିଲ ସଂଘ

November 5, 2026
Latest News

ବନ୍ୟା କ୍ଷୟକ୍ଷତି ଓ ପୁନରୁଦ୍ଧାର ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଆଲୋଚନା କଲେ ଗଞ୍ଜାମର ମନ୍ତ୍ରୀ ଓ ବିଧାୟକ

November 5, 2026

ଅନ୍ତର୍ଜାତୀୟ ଫୁଟବଲରୁ ସନ୍ୟାସ ନେଲେ କ୍ରିଷ୍ଟିଆନୋ ରୋନାଲ୍ଡୋ

November 5, 2026

ବନ୍ୟା କ୍ଷୟକ୍ଷତି ଆକଳନ: ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ରୀୟ ଟିମ୍

November 5, 2026

ଶୀତଦିନେ ବଢିଯାଏ ହୃଦଘାତର ବିପଦ: ଜାଣନ୍ତୁ ଏହି ସମୟରେ ହୃଦୟକୁ କିପରି ରଖିବେ ସୁସ୍ଥ

November 5, 2026

ମୁଖ୍ୟମନ୍ତ୍ରୀ ଓ ଆଇନ ମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲା ବାଣପୁର ଓକିଲ ସଂଘ

November 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.