Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ଏସିଏଫ୍ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ବିଦ୍ୟାଭାରତୀଙ୍କ ଜାମିନ ଆବେଦନ ଉପରେ ରାୟ ସଂରକ୍ଷିତ
ରାଜ୍ୟ ଖବର

ଏସିଏଫ୍ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ବିଦ୍ୟାଭାରତୀଙ୍କ ଜାମିନ ଆବେଦନ ଉପରେ ରାୟ ସଂରକ୍ଷିତ

November 18, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ACF Soumyaranjan death case: Verdict reserved on Vidyabharati Panda's bail plea

ପାରଳାଖେମୁଣ୍ଡି: ବହୁଚର୍ଚ୍ଚିତ ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଅଭିଯୁକ୍ତ ତଥା ତାଙ୍କ ପତ୍ନୀ ବିଦ୍ୟାଭାରତୀ ପଣ୍ଡାଙ୍କ ଜାମିନ ଆବେଦନ ଉପରେ ପାରଳାଖେମୁଣ୍ଡି ଅତିରିକ୍ତ ଜିଲ୍ଲା ଓ ଦୌରାଜଜ୍ (ଏଡିଜେ) କୋର୍ଟରେ ଶୁଣାଣି ଶେଷ ହୋଇଛି। ଉଭୟ ପକ୍ଷର ଯୁକ୍ତି ଶୁଣିବା ପରେ କୋର୍ଟ ରାୟକୁ ସଂରକ୍ଷିତ ରଖିଥିବାବେଳେ ଆଜି ଏହା ପ୍ରକାଶ ପାଇବାର ସମ୍ଭାବନା ରହିଛି। ପ୍ରକାଶ ଯେ, ହାଇକୋର୍ଟ ଅକ୍ଟୋବର ୩୧ରେ ତାଙ୍କର ଆଗୁଆ ଜାମିନ ଆବେଦନ ଖାରଜ କରିବା ପରେ ବିଦ୍ୟାଭାରତୀ ନଭେମ୍ବର ୨ ତାରିଖରେ ପାରଳାଖେମୁଣ୍ଡି ଏସ୍‌ଡିଜେଏମ୍ କୋର୍ଟରେ ଆତ୍ମସମର୍ପଣ କରିଥିଲେ। ସେଠାରେ ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ବିଚାର ବିଭାଗୀୟ ହାଜତ (ଜେଲ୍‌)କୁ ପଠାଇ ଦିଆଯାଇଥିଲା। ତେବେ ବିଦ୍ୟାଭାରତୀଙ୍କ ସହ ସହଅଭିଯୁକ୍ତ ଥିବା (ତତ୍କାଳୀନ ଡିଏଫ୍‌ଓ ସଂଗ୍ରାମ କେଶରୀ ବେହେରା ଏବଂ ରୋଷେୟା ମନ୍ମଥ କୁମ୍ଭ)ଙ୍କ ବିଚାର ପ୍ରକ୍ରିୟା ଅତିରିକ୍ତ ଜିଲ୍ଲା ଓ ଦୌରାଜଜ୍ କୋର୍ଟରେ ଚାଲିଥିବାରୁ ବିଦ୍ୟାଭାରତୀଙ୍କ ପକ୍ଷରୁ ଏହି କୋର୍ଟରେ ଜାମିନ ପାଇଁ ଆବେଦନ କରାଯାଇଥିଲା। ତେବେ ଆଜି କୋର୍ଟଙ୍କ ରାୟ ପରେ ବିଦ୍ୟାଭାରତୀ ଜେଲରେ ରହିବେ ନା ତାଙ୍କୁ ଜାମିନ ମିଳିବ, ତାହା ସ୍ପଷ୍ଟ ହେବ।

ଏସିଏଫ୍ ଜାମିନ ବିଦ୍ୟାଭାରତୀ
Share. Facebook Twitter LinkedIn Email WhatsApp Copy Link

Related Posts

ବାତ୍ୟା ‘ଅକଭାନ୍‌’ ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ: ଶୂନ୍ୟ ଜୀବନହାନିକୁ ମୁଖ୍ୟ ଲକ୍ଷ୍ୟ

November 18, 2026

ଓଏଫ୍‌ଡିସିର ନୂଆ ଅଧ୍ୟକ୍ଷ ଭାସ୍କର ଜ୍ୟୋତି ଶର୍ମା

November 18, 2026

ଆଜିଠୁ ବିଧାନସଭା ଶୀତ ଅଧିବେଶନ

November 18, 2026

ପଶ୍ଚିମ ଓଡ଼ିଶାକୁ ମିଳିବ ନୂଆ ପର୍ଯ୍ୟଟନ ପରିଚୟ, ହୀରାକୁଦ ପାଇଁ ସରକାରଙ୍କ ବଡ଼ ପ୍ଲାନ୍

November 18, 2026
Latest News

ବାତ୍ୟା ‘ଅକଭାନ୍‌’ ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ: ଶୂନ୍ୟ ଜୀବନହାନିକୁ ମୁଖ୍ୟ ଲକ୍ଷ୍ୟ

November 18, 2026

ଏସିଏଫ୍ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ବିଦ୍ୟାଭାରତୀଙ୍କ ଜାମିନ ଆବେଦନ ଉପରେ ରାୟ ସଂରକ୍ଷିତ

November 18, 2026

ଓଏଫ୍‌ଡିସିର ନୂଆ ଅଧ୍ୟକ୍ଷ ଭାସ୍କର ଜ୍ୟୋତି ଶର୍ମା

November 18, 2026

ଆଜିଠୁ ବିଧାନସଭା ଶୀତ ଅଧିବେଶନ

November 18, 2026

ପଶ୍ଚିମ ଓଡ଼ିଶାକୁ ମିଳିବ ନୂଆ ପର୍ଯ୍ୟଟନ ପରିଚୟ, ହୀରାକୁଦ ପାଇଁ ସରକାରଙ୍କ ବଡ଼ ପ୍ଲାନ୍

November 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.