Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜଧାନୀ ଭୁବନେଶ୍ବରରେ ନକଲି ଖାଇବା ତେଲ କାରଖାନା ଠାବ : ତିନି ଗିରଫ
ଆଜିର ଖବର

ରାଜଧାନୀ ଭୁବନେଶ୍ବରରେ ନକଲି ଖାଇବା ତେଲ କାରଖାନା ଠାବ : ତିନି ଗିରଫ

September 3, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

 

ରାଜଧାନୀ ଭୁବନେଶ୍ବରରେ ନକଲି ଖାଇବା ତେଲ କାରଖାନା ଠାବ ହୋଇଛି । ପୋଲିସ ଲକ୍ଷ୍ମୀସାଗର ଅଂଚଳରେ ଚଢାଉ କରି ୩ଜଣ ବ୍ୟବସାୟୀଙ୍କୁ ଗିରଫ କରିବା ସହ ବିଭିନ୍ନ କମ୍ପାନୀର ଲୋଗୋ ଥିବା ନକଲି ଓ ଅପମିଶ୍ରିତ ଖାଇବା ତେଲ ଜବତ କରିଛି । ସୂଚନାନୁସାରେ, ଦୀର୍ଘଦିନ ଧରି ଭୁବନେଶ୍ୱର ଲକ୍ଷ୍ମୀ ସାଗର ଅଂଚଳରେ  ଥିବା ଏକ ଘରେ ଚାଲିଥିଲା ଏକ ବେଆଇନ ନକଲି ଖାଇବା ତେଲ କାରଖାନା । କୈା ଗୁପ୍ତ ସୂତ୍ରରୁ ଖବର ପାଇଁ ଆଜି ପୋଲିସ ସେଠାରେ ଚଢାଉ କରିଥିଲା । ସେଠାରୁ ବିଭିନ୍ନ କମ୍ପାନୀର ଲୋଗୋ ଥିବା ବିପୁଳ ପରିମାଣର ନକଲି ଓ ଅପମିଶ୍ରିତ ଖାଇବା ତେଲ ଓ ଘିଅ ଜବତ କରାଯାଇଛି । ଏହା ସହ ସେଠାରୁ ବିଭିନ୍ନ ନାମୀଦାମୀ ବ୍ରାଣ୍ଡର ଲୋଗୋ ନକଲ ଥିବା ଖାଲି ବତଲ ଜବତ ହୋଇଛି । କିଛି ଦିନ ତଳେ କଟକ ସଦର ବମ୍ପକୁଦ ଅଂଚଳରୁ ମଧ୍ୟ ଏକ ନକଲି ଖାଇବା ତେଲ କାରଖାନା ଜବତ ହୋଇଥିଲା ।

Share. Facebook Twitter LinkedIn Email WhatsApp Copy Link

Related Posts

୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବେ ଗୋବିନ୍ଦା!: ଜାଣନ୍ତୁ କିଏ ସେ ଅଭିନେତ୍ରୀ?

August 21, 2026

ଭିଜିଲାନ୍ସ ଜାଲରେ ତହସିଲଦାର, ୫ ଲକ୍ଷ ଟଙ୍କା ସହ ଧରାପଡ଼ିଲେ

August 21, 2026

ଭୟଙ୍କର ସଡ଼କ ଦୁର୍ଘଟଣା, ମହିଳାଙ୍କ ସମେତ ୨ ଶିଶୁ ମୃତ

August 21, 2026

ବଲାଙ୍ଗୀରରେ ଲୋମଟାଙ୍ଗୁରା ହତ୍ୟାକାଣ୍ଡ

August 21, 2026
Latest News

୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବେ ଗୋବିନ୍ଦା!: ଜାଣନ୍ତୁ କିଏ ସେ ଅଭିନେତ୍ରୀ?

August 21, 2026

‘ଇଥାନଲ ଯୋଗୁଁ ମହଙ୍ଗା ହେଲା ଚିନି’: ମୋଦି ସରକାରଙ୍କୁ ଟାର୍ଗେଟ କଲା କଂଗ୍ରେସ

August 21, 2026

ଭିଜିଲାନ୍ସ ଜାଲରେ ତହସିଲଦାର, ୫ ଲକ୍ଷ ଟଙ୍କା ସହ ଧରାପଡ଼ିଲେ

August 21, 2026

ଭୟଙ୍କର ସଡ଼କ ଦୁର୍ଘଟଣା, ମହିଳାଙ୍କ ସମେତ ୨ ଶିଶୁ ମୃତ

August 21, 2026

ବଲାଙ୍ଗୀରରେ ଲୋମଟାଙ୍ଗୁରା ହତ୍ୟାକାଣ୍ଡ

August 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.