Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଇସ୍ରୋର ବୈଜ୍ଞାନିକଙ୍କ ପାଇଁ ଭାରତ ଗର୍ବିତ : କେଜ୍ରିଓ୍ବାଲ
ଆଜିର ଖବର

ଇସ୍ରୋର ବୈଜ୍ଞାନିକଙ୍କ ପାଇଁ ଭାରତ ଗର୍ବିତ : କେଜ୍ରିଓ୍ବାଲ

September 7, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଇସ୍ରୋର ବୈଜ୍ଞାନିକଙ୍କୁ ପ୍ରଶଂସା କରିଛନ୍ତି ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ । ଭାରତର ଚନ୍ଦ୍ରଯାନ ମିଶନ ଆଂଶିକ ଭାବରେ ବିଫଳ ହୋଇଥିଲେ ମଧ୍ୟ ସମ୍ପୂର୍ଣ୍ଣ ଭାରତ ଇସ୍ରୋର ବୈଜ୍ଞାନିକଙ୍କ ପାଇଁ ଗର୍ବିତ । ଆମର ବୈଜ୍ଞାନିକ ମାନେ ବହୁତ ବଢିଆ କାମ କରି ଇତିହାସ ବକ୍ଷରେ ନିଜର ନାମ ଲିପିବଦ୍ଧ କରିଛନ୍ତି । ଆଜି ଆମେ ଚନ୍ଦ୍ରର କବାଟ ବାଡେଇଛୁ ଏବଂ ଆସନ୍ତା କାଲି ଚନ୍ଦ୍ରରେ ପହଞ୍ଚିବୁ ବୋଲି ଟ୍ବିଟ୍‌ କରିଛନ୍ତି କେଜ୍ରିଓ୍ବାଲ । ଉଲ୍ଲେଖଯୋଗ୍ୟ ଯେ, ଚନ୍ଦ୍ର ପୃଷ୍ଠରେ ଅବତରଣର ମାତ୍ର 2.1 କିମି ପୂର୍ବରୁ ଲ୍ୟାଣ୍ଡର ବିକ୍ରମ ଓ ରୋଭର ପ୍ରଜ୍ଞାନ ସହିତ ଇସ୍ରୋର ଯୋଗାଯୋଗ ବିଛିନ୍ନ ହୋଇଥିଲା ।

Share. Facebook Twitter LinkedIn Email WhatsApp Copy Link

Related Posts

ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ହ୍ରାସ ପାଇଲା ଗ୍ୟାସ ଚାହିଦ: ଜାଣନ୍ତୁ କାରଣ

April 19, 2026

ପ୍ରଯୁକ୍ତିବିଦ୍ୟା ହସ୍ତାନ୍ତର ଏବଂ ଭାରତରେ ଉତ୍ପାଦନ…: ୧୦୦ଟି ଲଢ଼ୁଆ ବିମାନ ପାଇଁ ରୁଷର ବଡ଼ ପ୍ରସ୍ତାବ

April 19, 2026

ବିଜେପି ରାଜ୍ୟ ପଦାଧିକାରୀ ବୈଠକ ଆରମ୍ଭ

April 19, 2026

ତହସିଲଦାରଙ୍କୁ ହତ୍ୟା ଉଦ୍ୟମ : ୭ ଗିରଫ

April 19, 2026
Latest News

ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ହ୍ରାସ ପାଇଲା ଗ୍ୟାସ ଚାହିଦ: ଜାଣନ୍ତୁ କାରଣ

April 19, 2026

ପ୍ରଯୁକ୍ତିବିଦ୍ୟା ହସ୍ତାନ୍ତର ଏବଂ ଭାରତରେ ଉତ୍ପାଦନ…: ୧୦୦ଟି ଲଢ଼ୁଆ ବିମାନ ପାଇଁ ରୁଷର ବଡ଼ ପ୍ରସ୍ତାବ

April 19, 2026

“ହର୍ମୁଜ୍ ବନ୍ଦ ଅଛି, ତୁରନ୍ତ ଫେରିଯାଅ,”: ଭାରତୀୟ ଜାହାଜକୁ ମଝି ରାସ୍ତାରୁ ଫେରାଇ ଦେଲେ ଇରାନୀ ସେନା

April 19, 2026

ବିଜେପି ରାଜ୍ୟ ପଦାଧିକାରୀ ବୈଠକ ଆରମ୍ଭ

April 19, 2026

ତହସିଲଦାରଙ୍କୁ ହତ୍ୟା ଉଦ୍ୟମ : ୭ ଗିରଫ

April 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.