Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସମଗ୍ର ବିଶ୍ବ ଏକକ ବ୍ୟବହାର ଯୋଗ୍ୟ ପ୍ଲାଷ୍ଟିକ୍‌ ବର୍ଜନ କରିବା ଉଚିତ୍‌ : ମୋଦି
ଆଜିର ଖବର

ସମଗ୍ର ବିଶ୍ବ ଏକକ ବ୍ୟବହାର ଯୋଗ୍ୟ ପ୍ଲାଷ୍ଟିକ୍‌ ବର୍ଜନ କରିବା ଉଚିତ୍‌ : ମୋଦି

September 9, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମଗ୍ର ବିଶ୍ବ ଏକକ ବ୍ୟବହାର ଯୋଗ୍ୟ ପ୍ଲାଷ୍ଟିକ୍‌ ବ୍ୟବହାରକୁ ବର୍ଜନ କରିବା ଉଚିତ୍‌ ବେଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ନୂଆଦିଲ୍ଲୀର ଗ୍ରେଟର ନୋଏଡାରେ ମିଳିତଚ ଜାତିସଂଘ ପକ୍ଷରୁ ଅନୁଷ୍ଠିତ ପରିବେଶ ପରିବର୍ତ୍ତନ ସମ୍ମିଳନୀରେ ମୋଦି ଏହି ମତ ଦେଇଛନ୍ତି । ମାନବତ୍ବର ବିକାଶ ପରିବେଶ ପରିବର୍ତ୍ତନର ଲଢେଇ ସହ ସିଧାସଳଖ ଭାବରେ ସମ୍ପୃକ୍ତ ତେଣୁ ପରିବେଶ ଉପରେ ନିଜର ଧ୍ୟାନ କେନ୍ଦ୍ରିତ କରିବା ପାଇଁ ମୋଦି ବିଶ୍ବ ସମୁଦାୟର ନେତୃତ୍ବଙ୍କୁ ନିବେଦନ କରିଥିଲେ । ଭାରତ ପକ୍ଷରୁ ଆସନ୍ତା ଗାନ୍ଧୀ ଜୟନ୍ତୀ ଠାରୁ 6ଟି ପ୍ଲାଷ୍ଟିକ୍‌ ପଦାର୍ଥ ଉପରେ ରୋକ୍‌ ଲଗାଯାଇଛି । ଭାରତ ପରି ଏକ ଜନବହୁଳ ରାଷ୍ଟ୍ର ଯଦି ଏହାକୁ ଲାଗୁ କରି ପାରୁଛି ତେବେ ସମଗ୍ର ବିଶ୍ବ ନେତୃତ୍ବ ଏହା ଉପରେ ଧ୍ୟାନ ଦେଲେ ଖୁବ୍‌ ଶୀଘ୍ର ପରସ୍ଥିତିରେ ଉନ୍ନତି ଆସିବ ବୋଲି ମୋଦି କହିଛନ୍ତି । ଉଲ୍ଲେଖଯୋଗ୍ୟ ଯେ, ଭାରତର ଏକକ ବ୍ୟବହାର କାରୀ ପ୍ଲାଷ୍ଟିକ ବର୍ଜନ ନିଷ୍ପତ୍ତି ପରେ ଭାରତରେ 14 ମିଲିୟନ୍‌ ପ୍ଲାଷ୍ଟିକ୍‌ କମ୍‌ ବ୍ୟବହାର ହେବ ଏବଂ ବିଶ୍ବରେ ସମୁଦାୟ ବ୍ୟବହୃତ ପ୍ଲାଷ୍ଟିକ୍‌ର ପରିମାଣରେ 5 ପ୍ରତିଶତ ହ୍ରାସ ପାଇବ ବୋଲି ଜଣାପଡିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ବତନ ରେଳମନ୍ତ୍ରୀ ଦିନେଶ ତ୍ରିବେଦୀ ବାଂଲାଦେଶରେ ଭାରତର ନୂତନ ହାଇକମିଶନର !

April 19, 2026

ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ହ୍ରାସ ପାଇଲା ଗ୍ୟାସ ଚାହିଦ: ଜାଣନ୍ତୁ କାରଣ

April 19, 2026

ପ୍ରଯୁକ୍ତିବିଦ୍ୟା ହସ୍ତାନ୍ତର ଏବଂ ଭାରତରେ ଉତ୍ପାଦନ…: ୧୦୦ଟି ଲଢ଼ୁଆ ବିମାନ ପାଇଁ ରୁଷର ବଡ଼ ପ୍ରସ୍ତାବ

April 19, 2026

ବିଜେପି ରାଜ୍ୟ ପଦାଧିକାରୀ ବୈଠକ ଆରମ୍ଭ

April 19, 2026
Latest News

ପୂର୍ବତନ ରେଳମନ୍ତ୍ରୀ ଦିନେଶ ତ୍ରିବେଦୀ ବାଂଲାଦେଶରେ ଭାରତର ନୂତନ ହାଇକମିଶନର !

April 19, 2026

ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ହ୍ରାସ ପାଇଲା ଗ୍ୟାସ ଚାହିଦ: ଜାଣନ୍ତୁ କାରଣ

April 19, 2026

ପ୍ରଯୁକ୍ତିବିଦ୍ୟା ହସ୍ତାନ୍ତର ଏବଂ ଭାରତରେ ଉତ୍ପାଦନ…: ୧୦୦ଟି ଲଢ଼ୁଆ ବିମାନ ପାଇଁ ରୁଷର ବଡ଼ ପ୍ରସ୍ତାବ

April 19, 2026

“ହର୍ମୁଜ୍ ବନ୍ଦ ଅଛି, ତୁରନ୍ତ ଫେରିଯାଅ,”: ଭାରତୀୟ ଜାହାଜକୁ ମଝି ରାସ୍ତାରୁ ଫେରାଇ ଦେଲେ ଇରାନୀ ସେନା

April 19, 2026

ବିଜେପି ରାଜ୍ୟ ପଦାଧିକାରୀ ବୈଠକ ଆରମ୍ଭ

April 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.