Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିକ୍ରମର କୌଣସି ଅଂଶ ଭାଙ୍ଗିନି : ଇସ୍ରୋ
ଆଜିର ଖବର

ବିକ୍ରମର କୌଣସି ଅଂଶ ଭାଙ୍ଗିନି : ଇସ୍ରୋ

September 9, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚନ୍ଦ୍ରପୃଷ୍ଠରେ ଅବତରଣ ପରେ ଭାଙ୍ଗିନି ଲ୍ୟାଣ୍ଡର ବିକ୍ରମ । ଇସ୍ରୋ ପକ୍ଷରୁ ଏନେଇ ଆଜି ସୂଚନା ଦିଆଯାଇଛି। ଗତ ୭ ତାରିଖ ରାତିରେ ବିକ୍ରମ୍ ଲାଣ୍ଡର ହାର୍ଡ ଲାଣ୍ଡିଂ କରିଥିଲା। ଚନ୍ଦ୍ରପୃଷ୍ଠରେ ପଡ଼ିବା ପରେ ଏଥିରେ କୌଣସି କ୍ଷୟକ୍ଷତି ହୋଇନି। ବିକ୍ରମ ସୁରକ୍ଷିତ ଭାବେ ରହିଛି। ଏହାର କୌଣସି ଅଂଶ ଭାଙ୍ଗିନି ବୋଲି ଇସ୍ରୋ ପକ୍ଷରୁ କୁହାଯାଇଛି। ତେବେ ଲ୍ୟାଣ୍ଡର ବିକ୍ରମ ସହ ଯୋଗଯୋଗ ପାଇଁ ଇସ୍ରୋ ନିରନ୍ତର ପ୍ରୟାସ ଜାରି ରଖିଛି। ତେବେ ବିକ୍ରମ ଚନ୍ଦ୍ରପୃଷ୍ଠରେ ଗୋଟିଏ ପଟେ ଢଳିକି ରହିଛି। ଏହାର ଆଣ୍ଟିନା ପୃଥ୍ୱୀ କିମ୍ବା ଅର୍ବିଟର୍ ପଟକୁ ରହିଥିଲେ ହିଁ ଅଧିକ ସୂଚନା ମିଳିପାରିବ। ଯଦି ଏପରି ହୁଏ ତେବେ ଲାଣ୍ଡର ବିକ୍ରମ ସହ ଯୋଗାଯୋଗ ହୋଇପାରିବ। ଗତ ୭ ତାରିଖ ରାତିରେ ଚନ୍ଦ୍ରପୃଷ୍ଠ ମାତ୍ର ୨ ଦଶମିକ ୧ କିଲୋମିଟର୍ ପୂର୍ବରୁ ବିକ୍ରମ ସହ ଇସ୍ରୋର ଯୋଗାଯୋଗ ବିଚ୍ଛିନ୍ନ ହୋଇଥିଲା । ସେବେଠୁ ଏହାସହ ଯୋଗାଯୋଗ ପାଇଁ ପ୍ରୟାସ ଜାରି ରହିଛି।

Share. Facebook Twitter LinkedIn Email WhatsApp Copy Link

Related Posts

ବାଘ ଛାଲ କାରବାରର ପର୍ଦ୍ଦାଫାସ୍ : ଜଣେ ଗିରଫ

June 21, 2026

ରାଜଧାନୀରେ ପୁଣି ବୁଲିଲା ଖଣ୍ଡା : ଦୋକାନରେ ପଶି ବାପ-ପୁଅଙ୍କୁ ହାଣିଲେ ଦୁର୍ବୃତ୍ତ

June 21, 2026

ଏପିଇଡିଏ ସହଯୋଗରେ ଓଡ଼ିଶାରୁ ଅଷ୍ଟ୍ରିଆକୁ ପ୍ରଥମ ଥର ଶୁଖିଲା ଅଣ୍ଡା ଗୁଣ୍ଡ ରପ୍ତାନି

June 21, 2026

‘ପଶ୍ଚିମବଙ୍ଗ ଦିବସ’ ସମାରୋହରେ ଯୋଗଦେଲେ ପ୍ରଧାନମନ୍ତ୍ରୀ

June 21, 2026
Latest News

ବାଘ ଛାଲ କାରବାରର ପର୍ଦ୍ଦାଫାସ୍ : ଜଣେ ଗିରଫ

June 21, 2026

ରାଜଧାନୀରେ ପୁଣି ବୁଲିଲା ଖଣ୍ଡା : ଦୋକାନରେ ପଶି ବାପ-ପୁଅଙ୍କୁ ହାଣିଲେ ଦୁର୍ବୃତ୍ତ

June 21, 2026

ଏପିଇଡିଏ ସହଯୋଗରେ ଓଡ଼ିଶାରୁ ଅଷ୍ଟ୍ରିଆକୁ ପ୍ରଥମ ଥର ଶୁଖିଲା ଅଣ୍ଡା ଗୁଣ୍ଡ ରପ୍ତାନି

June 21, 2026

NEET Re-Exam 2026: ଆଜି 22.79 ଲକ୍ଷ ଛାତ୍ରଛାତ୍ରୀ ଦେବେ ପରୀକ୍ଷା, ଜାଣନ୍ତୁ ସମସ୍ତ ବିବରଣୀ

June 21, 2026

‘ପଶ୍ଚିମବଙ୍ଗ ଦିବସ’ ସମାରୋହରେ ଯୋଗଦେଲେ ପ୍ରଧାନମନ୍ତ୍ରୀ

June 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.