Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନିରାଶା ଓ ପିଲାଳିଆମିରୁ ଇତୀଶ ଏଭଳି ମତ ଦେଇଛନ୍ତି : ନିରଞ୍ଜନ
ଆଜିର ଖବର

ନିରାଶା ଓ ପିଲାଳିଆମିରୁ ଇତୀଶ ଏଭଳି ମତ ଦେଇଛନ୍ତି : ନିରଞ୍ଜନ

September 13, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଛାତ୍ର କଂଗ୍ରେସ ସଭାପତି ଇତୀଶ ପ୍ରଧାନଙ୍କ ବିଷୋଦ୍‌ଗାର ଉପରେ ମୁହଁ ଖୋଲିଛନ୍ତି ଓଡିଶା କଂଗ୍ରେସ ମୁଖ୍ୟ ନିରଞ୍ଜନ ପଟ୍ଟନାୟକ । ନିରଞ୍ଜନ କହିଛନ୍ତି ନିରାଶ ହୋଇ ଇତୀଶ ଏଭଳି ମନ୍ତବ୍ୟ ଦେଇଛନ୍ତି । ତାଙ୍କ ମନ୍ତବ୍ୟରୁ ପିଲାଳିଆମୀ ସ୍ପଷ୍ଟ ବାରି ହୋଇପଡୁଛି । କେବଳ ଓଡିଶାରେ ନୁହେଁ ଦେଶର ବିଭିନ୍ନ ପ୍ରାନ୍ତରେ କଂଗ୍ରେସ ଖରାପ ପ୍ରଦର୍ଶନ କରିଛି । ନିଜେ ଇତୀଶ ମଧ୍ୟ ନିର୍ବାଚନ ମଇଦାନକୁ ଓହ୍ଲାଇଥିଲେ ମାତ୍ର ପରାଜିତ ହୋଇଥିଲେ ତେଣୁ ଏଭଳି ମନ୍ତବ୍ୟ ତାଙ୍କୁ ଆଦୌ ଶୋଭା ଦେଉନାହିଁ । ଇତୀଶଙ୍କୁ ମିଳିଥିବା ଭୋଟର ପରିମାଣ ମଧ୍ୟ ସନ୍ତୋଷ ଜନକ ନୁହେଁ ଏହାର ଦୋଷ ସେ କାହାକୁ ଦେବେ ବୋଲି ପ୍ରଶ୍ନ କରିଛନ୍ତି ନିରଞ୍ଜନ । ଉଲ୍ଲେଖ ଯୋଗ୍ୟ ଯେ, ନିରଞ୍ଜନ ଦଳକୁ ବିକ୍ରି କରିଛନ୍ତି ଏବଂ ରାଜ୍ୟରେ କଂଗ୍ରେସର ବିପର୍ଯ୍ୟୟ ପାଇଁ ନିରଞ୍ଜନ ଦାୟୀ ବୋଲି ଗତକାଲି ଛାତ୍ର କଂଗ୍ରେସ ସଭାପତି ଇତୀଶ ପ୍ରଧାନ ଅଭିଯୋଗ କରିଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

କେବଳ ୬ ଖେଳାଳି ନିଶ୍ଚିତ!: ୨୦୨୭ ବିଶ୍ୱକପ ପାଇଁ ଟିମ୍ ଇଣ୍ଡିଆରେ ମିଳିବ ସୁଯୋଗ

July 31, 2026

‘ଖେଲୋ ଇଣ୍ଡିଆ’: ଜାତୀୟ କ୍ରୀଡ଼ା ମହାସଂଘଗୁଡ଼ିକ ପାଇଁ ବର୍ଦ୍ଧିତ ସହାୟତାକୁ କ୍ୟାବିନେଟ୍ ମଞ୍ଜୁରୀ

July 31, 2026

ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ଅଶାଳୀନ ମନ୍ତବ୍ୟ ମାମଲା: କ୍ଷମା ମାଗିଲେ ନାବାଳିକା

July 31, 2026

୨୦୨୬ରେ ଟିମ୍ ଇଣ୍ଡିଆ ଆଉ କେତେ ଟେଷ୍ଟ ଖେଳିବ?: WTC ଫାଇନାଲ୍ ପାଇଁ କେତେ ବିଜୟ ଆବଶ୍ୟକ?

July 31, 2026
Latest News

କେବଳ ୬ ଖେଳାଳି ନିଶ୍ଚିତ!: ୨୦୨୭ ବିଶ୍ୱକପ ପାଇଁ ଟିମ୍ ଇଣ୍ଡିଆରେ ମିଳିବ ସୁଯୋଗ

July 31, 2026

‘ଖେଲୋ ଇଣ୍ଡିଆ’: ଜାତୀୟ କ୍ରୀଡ଼ା ମହାସଂଘଗୁଡ଼ିକ ପାଇଁ ବର୍ଦ୍ଧିତ ସହାୟତାକୁ କ୍ୟାବିନେଟ୍ ମଞ୍ଜୁରୀ

July 31, 2026

ରାଜସ୍ବ ମନ୍ତ୍ରୀଙ୍କ ବନ୍ୟା ସମୀକ୍ଷା: ଚାଷୀଙ୍କୁ ମିଳିବ କୃଷି ଓ ରାଜସ୍ୱ ବିଭାଗର ମିଳିତ ପ୍ୟାକେଜ୍

July 31, 2026

୮୪,୦୮୪ କୋଟିର ବ୍ୟୟ ଅଟକଳ ସହ ‘ସମୁଦ୍ର ମନ୍ଥନ’ କୁ କ୍ୟାବିନେଟ ମଞ୍ଜୁରି

July 31, 2026

ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ଅଶାଳୀନ ମନ୍ତବ୍ୟ ମାମଲା: କ୍ଷମା ମାଗିଲେ ନାବାଳିକା

July 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.