Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୁନ୍ଦରଗଡରେ ବ୍ୟାପୁଛି ଡେଙ୍ଗୁ, ୨୦୦ଟି ରକ୍ତ ନମୁନାରୁ ୩୦ଟି ପଜିଟିଭ୍‌
ଆଜିର ଖବର

ସୁନ୍ଦରଗଡରେ ବ୍ୟାପୁଛି ଡେଙ୍ଗୁ, ୨୦୦ଟି ରକ୍ତ ନମୁନାରୁ ୩୦ଟି ପଜିଟିଭ୍‌

September 15, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
ସୁନ୍ଦରଗଡ ଜିଲ୍ଲାରେ ଡେଙ୍ଗୁ ରୋଗ ବ୍ୟାପିବାରେ ଲାଗିଛି। ଜିଲ୍ଲାର ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି। ଗତକାଲି ସୁଦ୍ଧା ଜିଲ୍ଲାରେ ହୋଇଥିବା ୨୦୦ଟି ରକ୍ତ ନମୁନାର ପରୀକ୍ଷାରେ ୩୦ଟି ପଜିଟିଭ୍‌ ବାହାରିଛି। ଜିଲ୍ଲାର ଖତକୁରାବାହାଲରେ ସର୍ବାଧିକ ୨୮ ଜଣ ଡେଙ୍ଗୁ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ସୁନ୍ଦରଗଡ ସହରରେ ଜଣେ, ବୀରମିତ୍ରପୁରରେ ଜଣେ ଡେଙ୍ଗୁ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଆକ୍ରାନ୍ତଙ୍କ ମଧ୍ୟରୁ ଜଣଙ୍କୁ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଅନ୍ୟପଟେ ୨୨ ଜଣଙ୍କ ଚିକିତ୍ସା ଜିଲ୍ଲା ଚିକିତ୍ସାଳୟରେ ଜାରି ରହିଥିବା ବେଳେ ୭ ଜଣ ଚିକିତ୍ସିତ ହୋଇ ଘରକୁ ଫେରିଥିବା ସୁନ୍ଦରଗଡ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ସୂଚନା ଦେଇଛନ୍ତି।
Share. Facebook Twitter LinkedIn Email WhatsApp Copy Link

Related Posts

ଷ୍ଟାର୍ଟଅପ୍ ଇଣ୍ଡିଆ ଫଣ୍ଡ ଅଫ୍ ଫଣ୍ଡସ୍‌ 2.0 କୁ କ୍ୟାବିନେଟ ଅନୁମୋଦନ

February 14, 2026

‘ସେବା ତୀର୍ଥ’ ଏବଂ ‘କର୍ତ୍ତବ୍ୟ ଭବନ’କୁ ପ୍ରଶାସନିକ କାର୍ଯ୍ୟାଳୟ ସ୍ଥାନାନ୍ତର ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରି

February 14, 2026

ଜିଓ ସମେତ ୧୦ଟି ଦେଶର ୧୫ଟି ପ୍ରମୁଖ ଟେକ୍ କମ୍ପାନୀ ଗଠନ କଲେ “ଟ୍ରଷ୍ଟେଡ୍ ଟେକ୍ ଆଲାଏନ୍ସ”

February 14, 2026

ଅଭିଷେକ ଶର୍ମା ଖେଳିବେ କି?: IND vs PAK ମ୍ୟାଚ୍ ପୂର୍ବରୁ ସୂର୍ଯ୍ୟକୁମାର ଯାଦବ ଦେଲେ ସ୍ପଷ୍ଟ ଉତ୍ତର

February 14, 2026
Latest News

ଷ୍ଟାର୍ଟଅପ୍ ଇଣ୍ଡିଆ ଫଣ୍ଡ ଅଫ୍ ଫଣ୍ଡସ୍‌ 2.0 କୁ କ୍ୟାବିନେଟ ଅନୁମୋଦନ

February 14, 2026

‘ସେବା ତୀର୍ଥ’ ଏବଂ ‘କର୍ତ୍ତବ୍ୟ ଭବନ’କୁ ପ୍ରଶାସନିକ କାର୍ଯ୍ୟାଳୟ ସ୍ଥାନାନ୍ତର ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରି

February 14, 2026

ଜିଓ ସମେତ ୧୦ଟି ଦେଶର ୧୫ଟି ପ୍ରମୁଖ ଟେକ୍ କମ୍ପାନୀ ଗଠନ କଲେ “ଟ୍ରଷ୍ଟେଡ୍ ଟେକ୍ ଆଲାଏନ୍ସ”

February 14, 2026

ଅଭିଷେକ ଶର୍ମା ଖେଳିବେ କି?: IND vs PAK ମ୍ୟାଚ୍ ପୂର୍ବରୁ ସୂର୍ଯ୍ୟକୁମାର ଯାଦବ ଦେଲେ ସ୍ପଷ୍ଟ ଉତ୍ତର

February 14, 2026

ପ୍ରସିଦ୍ଧ ଶୈବପୀଠ ଶ୍ରୀଦକ୍ଷେଶ୍ଵରଦେବ ମନ୍ଦିରରେ ଜାଗର ଯାତ୍ରା: ଜାଣନ୍ତୁ କେବେ ଉଠିବ ମହାଦୀପ?

February 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.