Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଧାରା 370 ଉଚ୍ଛେଦ ସପକ୍ଷରେ ଘରକୁ ଘରକୁ ବୁଲି ପ୍ରଚାର କଲେ ବିଜେପି ଉପସଭାପତି ବୈଜୟନ୍ତ ପଣ୍ଡା
ଆଜିର ଖବର

ଧାରା 370 ଉଚ୍ଛେଦ ସପକ୍ଷରେ ଘରକୁ ଘରକୁ ବୁଲି ପ୍ରଚାର କଲେ ବିଜେପି ଉପସଭାପତି ବୈଜୟନ୍ତ ପଣ୍ଡା

September 15, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
Bijayant Jay Panda, National Vice President and Spokesperson of BJP, interacted on abrogation of Article 370 with Dr. PN Govindarajulu, Child Specialist, a renowned doctor

ସମୀକ୍ଷା ବ୍ୟୁରୋ

ଜମ୍ମୁ-କାଶ୍ମୀରରୁ ଧାରା 370 ଉଚ୍ଛେଦକୁ ବିଭିନ୍ନ ମହଲରେ ଭିନ୍ନ ଭିନ୍ନ ମତ ପ୍ରକାଶ ପାଉଛି। ତେବେ କେନ୍ଦ୍ର ସରକାର ଏହା ଧାରକୁ ଉଠାଇ ଠିକ କରିଛନ୍ତି ବୋଲି ବିଜେପି ତରଫରୁ ଚାଲିଛି ଏକ ପ୍ରଚାର ଅଭିଯାନ। ବିଭିନ୍ନ ନେତାମାନେ ଦେଶର ପ୍ରମୁଖ ବ୍ୟକ୍ତିଙ୍କୁ ଭେଟି ସେମାନଙ୍କୁ ଏହି ଉଚ୍ଛେଦ ସଂପର୍କରେ ଅବଗତ କରାଇବା ସହ ପ୍ରଚାର ପୁସ୍ତିକା ମଧ୍ୟ ପ୍ରଦାନ କରୁଛନ୍ତି। ସେହି ଅଭିଯାନରେ ସାମିଲ ହୋଇଛନ୍ତି ବିଜେପି ରାଷ୍ଟ୍ରୀୟ ଉପସଭାପତି ତଥା ମୁଖପାତ୍ର ବୈଜୟନ୍ତ ପଣ୍ଡା। ସେ ଆଜି ଭୁବନେଶ୍ବରରେ ପ୍ରତିଷ୍ଠିତ ଶିଶୁ ବିଶେଷଜ୍ଞ ଡାକ୍ତର ପି.ଏନ.ଗୋବିନ୍ଦରାଜୁଲୁଙ୍କୁ ସାକ୍ଷାତ କରି ଏହି ଧାରା ଉଚ୍ଛେଦ ସଂପର୍କରେ ଅବଗତ କରାଇଛନ୍ତି। ଡାକ୍ତର ଗୋବିନ୍ଦରାଜୁଲୁ ବିଶ୍ବ ସ୍ବାସ୍ଥ୍ୟ ସଂଗଠନ ଏବଂ ୟୁନିସେଫ ପାଇଁ ମ୍ୟାଲେରିଆ ପ୍ରତିକାର ଏବଂ ଚିକିତ୍ସା ଉପରେ କାର୍ଯ୍ୟ କରିଛନ୍ତି। ସେ ମଧ୍ୟ ଅଖିଳ ଭାରତ ଭାସଭି ପେନୁଗୋଣ୍ଡା ମନ୍ଦିର ଟ୍ରଷ୍ଟର ସଭାପତି ଅଛନ୍ତି। ତାଙ୍କୁ ଜୟ ପଣ୍ଡା ଭେଟି ଏ ସଂପର୍କରେ ଅବଗତ କରାଇବା ସହ ପ୍ରଚାର ପୁସ୍ତିକା ମଧ୍ୟ ପ୍ରଦାନ କରିଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ସ୍ୱତନ୍ତ୍ର ସଘନ ସଂଶୋଧନର ୧୧ତମ ଦିନ: ଓଡ଼ିଶାରେ ୮୭.୬୬% ଫର୍ମ ବଣ୍ଟନ ଶେଷ

June 10, 2026

ଭାରତରେ କେଉଁଠାରେ ଏବଂ କିପରି ଲାଇଭ୍ ଦେଖିବେ FIFA ବିଶ୍ୱକପ୍?: ଜାଣନ୍ତୁ ସମ୍ପୂର୍ଣ୍ଣ ବିବରଣୀ 

June 10, 2026

କଣ୍ଟେନର ଧକ୍କାରେ ୨ ମୃତ

June 10, 2026

ଦିଘାସ୍ଥିତ ଜଗନ୍ନାଥ ମନ୍ଦିର ପ୍ରସଙ୍ଗରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ପୁରୀ ସାଂସଦ

June 10, 2026
Latest News

ମୁଦ୍ରା ଦୁର୍ବଳ, ଅର୍ଥନୀତି ମଜବୁତ: ଜାପାନର ଚମତ୍କାର କାହାଣୀ

June 10, 2026

ସ୍ୱତନ୍ତ୍ର ସଘନ ସଂଶୋଧନର ୧୧ତମ ଦିନ: ଓଡ଼ିଶାରେ ୮୭.୬୬% ଫର୍ମ ବଣ୍ଟନ ଶେଷ

June 10, 2026

ଭାରତରେ କେଉଁଠାରେ ଏବଂ କିପରି ଲାଇଭ୍ ଦେଖିବେ FIFA ବିଶ୍ୱକପ୍?: ଜାଣନ୍ତୁ ସମ୍ପୂର୍ଣ୍ଣ ବିବରଣୀ 

June 10, 2026

ଆଜି ଦିଲ୍ଲୀରେ ଏନଡିଏ ବୈଠକ: ଯୋଗଦେବେ ମେଣ୍ଟ ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ

June 10, 2026

କଣ୍ଟେନର ଧକ୍କାରେ ୨ ମୃତ

June 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.