Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୁନ୍ଦରଗଡରେ ବ୍ୟାପୁଛି ଡେଙ୍ଗୁ : 50ରୁ ଅଧିକ ଆକ୍ରାନ୍ତ
ଆଜିର ଖବର

ସୁନ୍ଦରଗଡରେ ବ୍ୟାପୁଛି ଡେଙ୍ଗୁ : 50ରୁ ଅଧିକ ଆକ୍ରାନ୍ତ

September 18, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୁନ୍ଦରଗଡ଼ ଜିଲ୍ଲାରେ ଧିରେ ଧିରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଜିଲ୍ଲାରେ ଏବେ 50ରୁ ଅଧିକ ଲୋକ ଡେଙ୍ଗୁରେ ଆକ୍ରାନ୍ତୂ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ 38 ଜଣ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ପାଞ୍ଚ ଜଣଙ୍କୁ କଟକ ଏସ୍‌ସିବି ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି । ସୁନ୍ଦରଗଡ଼ କୁତ୍ରାର ଖତକୁରବାହାଲ ଗାଁରେ ସର୍ବାଧିକ 42 ଜଣ ଡେଙ୍ଗୁରେ ଆକ୍ରାନ୍ତ ହୋଇଛନ୍ତି । ପୂର୍ବରୁ 42 ଜଣ ରୋଗୀ ଚିହ୍ନଟ ହୋଇଥିବାବେଳେ ଗତକାଲି ଆଉ 9 ଜଣଙ୍କର ରକ୍ତ ନମୂନା ପଜିଟିଭ୍‌ ଆସିଛି । ଡେଙ୍ଗୁ ରୋକିବାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି । ସଚେତନତା କାର୍ଯ୍ୟକ୍ରମ ସହିତ ମଶା ମାରିବା ନିମନ୍ତେ ଧୂଆଁ ପ୍ରୟୋଗ କରାଯାଉଛି ।

Share. Facebook Twitter LinkedIn Email WhatsApp Copy Link

Related Posts

କଟକରେ ସକାଳୁଆ ସ୍କୁଲ

April 19, 2026

ସାଇବର ଠକେଇ ବନ୍ଦ କରିବ : ‘ଅଭୟ’

April 19, 2026

ଗାଡ଼ି ସାଇଡ୍ ମାରିବାକୁ ନେଇ ତୁମୁଳକାଣ୍ଡ

April 19, 2026

ଯୁବକର ଉନ୍ମତ୍ତକାଣ୍ଡ: ଶାବଳ ମାଡ଼ରେ ଜଣେ ମୃତ

April 19, 2026
Latest News

କଟକରେ ସକାଳୁଆ ସ୍କୁଲ

April 19, 2026

ସାଇବର ଠକେଇ ବନ୍ଦ କରିବ : ‘ଅଭୟ’

April 19, 2026

ଗାଡ଼ି ସାଇଡ୍ ମାରିବାକୁ ନେଇ ତୁମୁଳକାଣ୍ଡ

April 19, 2026

ଯୁବକର ଉନ୍ମତ୍ତକାଣ୍ଡ: ଶାବଳ ମାଡ଼ରେ ଜଣେ ମୃତ

April 19, 2026

ଜଳଭଣ୍ଡାରରେ ବୁଡ଼ି ୨ ନାବାଳାକଙ୍କର ମୃତ୍ୟୁ

April 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.