Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଯୌନ ଶୋଷଣ ମାମଲାରେ ସ୍ୱାମୀ ଚିନ୍ମୟାନନ୍ଦ ଗିରଫ କଲା ଏସ୍‌ଆଇଟି
ଆଜିର ଖବର

ଯୌନ ଶୋଷଣ ମାମଲାରେ ସ୍ୱାମୀ ଚିନ୍ମୟାନନ୍ଦ ଗିରଫ କଲା ଏସ୍‌ଆଇଟି

September 20, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଯୌନ ଶୋଷଣ ମାମଲାରେ ପୂର୍ବତନ କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ସ୍ୱାମୀ ଚିନ୍ମୟାନନ୍ଦ ସରସ୍ୱତୀଙ୍କୁ ଶେଷରେ ଗିରଫ କରାଯାଇଛି । ଏସ୍‌ଆଇଟି ଓ ଉତ୍ତର ପ୍ରଦେଶ ପୋଲିସ ତାଙ୍କୁ ଗିରଫ କରିଛି । ଏସ୍‌ଆଇଟି ଟିମ୍‌ ପ୍ରଥମେ ଚିନ୍ମୟାନନ୍ଦଙ୍କୁ ଟ୍ରମା ସେଣ୍ଟର୍‌ ନିଆଯାଇଥିଲା । ଏହା ପରେ ତାଙ୍କୁ ଗିରଫ କରାଯାଇଛି । ଆଜି ତାଙ୍କୁ କୋର୍ଟ ଚାଲାଣ କରାଯିବାର ରହିଛି । ସୁପ୍ରିମକୋର୍ଟଙ୍କ ଆଦେଶ ପରେ ଏସ୍‌ଆଇଟି ଏହି ମାମଲାର ତଦନ୍ତ ଭାର ନେଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ସମ୍ ହସ୍ପିଟାଲ୍ ବ୍ରହ୍ମପୁରରେ ସଫଳତାର ସହ ସମ୍ପନ୍ନ ହେଲା ଜଟିଳ ଟ୍ୟୁମର ଅସ୍ତ୍ରୋପଚାର

December 15, 2025

IPL Auction 2026: ୩୦.୫୦ କୋଟିରେ କ୍ୟାମେରନ୍ ଗ୍ରୀନ୍ ଙ୍କୁ କିଣିଲା KKR, ହେବେ ମହଙ୍ଗା ଖେଳାଳି!

December 15, 2025

ଜୋର୍ଡାନ, ଇଥିଓପିଆ ଏବଂ ଓମାନ ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ବିବୃତ୍ତି

December 15, 2025

ରାମ ମନ୍ଦିର ଆନ୍ଦୋଳନର ପ୍ରମୁଖ ବ୍ୟକ୍ତିତ୍ୱ ରାମ ବିଳାସ ବେଦାନ୍ତୀଙ୍କ ଦେହାନ୍ତ: ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ଶୋକ

December 15, 2025
Latest News

ସମ୍ ହସ୍ପିଟାଲ୍ ବ୍ରହ୍ମପୁରରେ ସଫଳତାର ସହ ସମ୍ପନ୍ନ ହେଲା ଜଟିଳ ଟ୍ୟୁମର ଅସ୍ତ୍ରୋପଚାର

December 15, 2025

IPL Auction 2026: ୩୦.୫୦ କୋଟିରେ କ୍ୟାମେରନ୍ ଗ୍ରୀନ୍ ଙ୍କୁ କିଣିଲା KKR, ହେବେ ମହଙ୍ଗା ଖେଳାଳି!

December 15, 2025

ଜୋର୍ଡାନ, ଇଥିଓପିଆ ଏବଂ ଓମାନ ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ବିବୃତ୍ତି

December 15, 2025

ରାମ ମନ୍ଦିର ଆନ୍ଦୋଳନର ପ୍ରମୁଖ ବ୍ୟକ୍ତିତ୍ୱ ରାମ ବିଳାସ ବେଦାନ୍ତୀଙ୍କ ଦେହାନ୍ତ: ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ଶୋକ

December 15, 2025

Visas From Bhubaneswar: ଭୁବନେଶ୍ବରରୁ ମିଳିବ ଭିସା, ସ୍ଥାପନ ହେବ ‘ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର’

December 15, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.