ବ୍ରହ୍ମପୁର ବିଶ୍ବବିଦ୍ୟାଳୟରେ ଦୁଇ ଛାତ୍ରଗୋଷ୍ଠୀଙ୍କ ମଧ୍ୟରେ ଗଣ୍ଡଗୋଳ । ମାରଣାସ୍ତ୍ରରେ ଜଣେ ଛାତ୍ରଙ୍କୁ ଆକ୍ରମଣ ହୋଇଛି । ଗୁରୁତର ଛାତ୍ରଙ୍କୁ ଏମ୍କେସିଜି ସ୍ଥାନାନ୍ତର କରାଯାଇଛି । ପୂର୍ବରୁ ଦୁଇ ଛାତ୍ରଗୋଷ୍ଠୀଙ୍କ ଭିତରେ ଛକାପଞ୍ଝା ଚାଲିଥିଲା । ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ଦୁଇ ଛାତ୍ରଙ୍କୁ ଅଟକ ରଖିଛି ।