Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏ ଏ କ୍ୟୁରେସୀଙ୍କୁ ତ୍ରିପୁରା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ପାଇଁ କଲେଜିୟମ୍‌ର ସୁପାରିଶ
ଆଜିର ଖବର

ଏ ଏ କ୍ୟୁରେସୀଙ୍କୁ ତ୍ରିପୁରା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ପାଇଁ କଲେଜିୟମ୍‌ର ସୁପାରିଶ

September 21, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଗୁଜୁରାଟ ହାଇକୋର୍ଟର ମୁଖ୍ୟ ବିଚାରପତି ଏ ଏ କ୍ୟୁରେଶୀଙ୍କୁ ତ୍ରିପୁରା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବରେ ନିଯୁକ୍ତ କରିବା ପାଇଁ କଲେଜିୟମ୍‌ ପ୍ରସ୍ତାବ ଦେଇଛନ୍ତି । ମଧ୍ୟପ୍ରଦେଶ ସରକାରଙ୍କ ପକ୍ଷରୁ କଲେଜିୟମ୍‌ଙ୍କୁ ଦୁଇ ଥର ଚିଠି ପଠାଯିବା ପରେ କଲେଜିୟମ୍‌ ଏହି ନିଷ୍ପତ୍ତି ନେଇଛନ୍ତି । କଲେଜିୟମ୍‌ର ମୁଖ୍ୟ ତଥା ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି ରଞ୍ଜନ ଗୋଗୋଇ ଏହି ନିଷ୍ପତ୍ତି ନେଇଛନ୍ତି । ପୂର୍ବରୁ ସେପ୍ଟେମ୍ବର 5 ତାରିଖରେ ଗୁଜୁରାଟ ହାଇକୋର୍ଟ ବରିଷ୍ଠ ବିଚାରପତି ଏ ଏ କ୍ୟୁରେଶୀଙ୍କୁ ମଧ୍ୟପ୍ରଦେଶ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବରେ ଘୋଷଣା କରିଥିଲେ । ଅଗଷ୍ଟ 23 ଏବଂ 27 ତାରିଖରେ ଦୁଇଟି ଚିଠି ପଠାଯିବା ପରେ ଏହାର ବିଚାର କରି କଲେଜିୟମ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି । ସେହିପରି ମାଡ୍ରାସ ହାଇକୋର୍ଟ ବିଚାରପତି ଭି କେ ତାହିଲାରମଣୀଙ୍କ ବଦଳି ନିଷ୍ପତ୍ତି ଉପରେ ନିଜର ମତ ରଖିଛନ୍ତି କଲେଜିୟମ୍‌ । ସମସ୍ତ ବିଚାରପତିଙ୍କ ବଦଳି ନିଷ୍ପତ୍ତି ବୈଧ କାରଣ ଅନୁ୍ସାରେ ନିଆଯାଇଥାଏ ଏବଂ ଆବଶ୍ୟକ ପଡିଲେ ଏହା ପ୍ରକାଶ କରାଯିବ ବୋଲି କଲେଜିୟମ୍‌ଙ୍କ ପକ୍ଷରୁ କୁହାଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

କେବଳ ୬ ଖେଳାଳି ନିଶ୍ଚିତ!: ୨୦୨୭ ବିଶ୍ୱକପ ପାଇଁ ଟିମ୍ ଇଣ୍ଡିଆରେ ମିଳିବ ସୁଯୋଗ

July 31, 2026

‘ଖେଲୋ ଇଣ୍ଡିଆ’: ଜାତୀୟ କ୍ରୀଡ଼ା ମହାସଂଘଗୁଡ଼ିକ ପାଇଁ ବର୍ଦ୍ଧିତ ସହାୟତାକୁ କ୍ୟାବିନେଟ୍ ମଞ୍ଜୁରୀ

July 31, 2026

ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ଅଶାଳୀନ ମନ୍ତବ୍ୟ ମାମଲା: କ୍ଷମା ମାଗିଲେ ନାବାଳିକା

July 31, 2026

୨୦୨୬ରେ ଟିମ୍ ଇଣ୍ଡିଆ ଆଉ କେତେ ଟେଷ୍ଟ ଖେଳିବ?: WTC ଫାଇନାଲ୍ ପାଇଁ କେତେ ବିଜୟ ଆବଶ୍ୟକ?

July 31, 2026
Latest News

କେବଳ ୬ ଖେଳାଳି ନିଶ୍ଚିତ!: ୨୦୨୭ ବିଶ୍ୱକପ ପାଇଁ ଟିମ୍ ଇଣ୍ଡିଆରେ ମିଳିବ ସୁଯୋଗ

July 31, 2026

‘ଖେଲୋ ଇଣ୍ଡିଆ’: ଜାତୀୟ କ୍ରୀଡ଼ା ମହାସଂଘଗୁଡ଼ିକ ପାଇଁ ବର୍ଦ୍ଧିତ ସହାୟତାକୁ କ୍ୟାବିନେଟ୍ ମଞ୍ଜୁରୀ

July 31, 2026

ରାଜସ୍ବ ମନ୍ତ୍ରୀଙ୍କ ବନ୍ୟା ସମୀକ୍ଷା: ଚାଷୀଙ୍କୁ ମିଳିବ କୃଷି ଓ ରାଜସ୍ୱ ବିଭାଗର ମିଳିତ ପ୍ୟାକେଜ୍

July 31, 2026

୮୪,୦୮୪ କୋଟିର ବ୍ୟୟ ଅଟକଳ ସହ ‘ସମୁଦ୍ର ମନ୍ଥନ’ କୁ କ୍ୟାବିନେଟ ମଞ୍ଜୁରି

July 31, 2026

ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ଅଶାଳୀନ ମନ୍ତବ୍ୟ ମାମଲା: କ୍ଷମା ମାଗିଲେ ନାବାଳିକା

July 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.