Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ତୃତୀୟ ଟି 20 : ସିରିଜ୍‌ ବିଜୟ ଲକ୍ଷ୍ୟରେ ଭାରତ
ଆଜିର ଖବର

ଆଜି ତୃତୀୟ ଟି 20 : ସିରିଜ୍‌ ବିଜୟ ଲକ୍ଷ୍ୟରେ ଭାରତ

September 22, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଟି20 ସିରିଜ୍‌ର ତୃତୀୟ ମ୍ୟାଚ୍‌ ଆଜି ଖେଳାଯିବ । ବେଙ୍ଗାଲୁରୁରେ ଅନୁଷ୍ଠିତ ହେବାକୁ ଥିବା ଏହି ମ୍ୟାଚ୍‌ ସହିତ ସିରିଜ୍‌ ବିଜୟ ଲକ୍ଷ୍ୟରେ ରହିଛି ବିରାଟ କୋହଲିଙ୍କ ଭାରତୀୟ ଦଳ । ଭାରତୀୟ ସମୟ ରାତି 7 ଟାରୁ ବେଙ୍ଗାଲୁରୁ ସ୍ଥିତ ଏମ ଚିନ୍ନାସ୍ୱାମୀ ଷ୍ଟାଡିୟମରେ ଖେଳାଯିବ । ଶୃଙ୍ଖଳାକୁ 2-0ରେ ଜିତିବା ପାଇଁ ଭାରତ ଚେଷ୍ଟା କରିବ ଅପର ପକ୍ଷରେ ଦକ୍ଷିଣ ଆଫ୍ରିକା ଏହି ମ୍ୟାଚ୍‌ ଜିତି ସିରିଜ୍‌କୁ ବରାବରରେ ଶେଷ କରିବାକୁ ଚାହିଁବ । ଶୃଙ୍ଖଳାର ପ୍ରଥମ ମୁକାବିଲା ବର୍ଷା ଯୋଗୁଁ ଧୋଇ ଯାଇଥିବା ବେଳେ ଦ୍ବିତୀୟ ମୁକାବିଲାରେ ଭାରତ ମୋହାଲିରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ବିଜୟ ହାସଲ କରିଥିଲା । ପନ୍ତ ବାରମ୍ବାର ବିଫଳ ହେଉଥିବାରୁ ଦଳ ଅନ୍ୟ ବିକଳ୍ପ ଆଡକୁ ଯିବାର ସମ୍ଭାବନା ରହିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ପ୍ରଧାନମନ୍ତ୍ରୀଙ୍କ ଆନ୍ଧ୍ରପ୍ରଦେଶ ଏବଂ କର୍ଣ୍ଣାଟକ ଗସ୍ତ

August 1, 2026

“ବାଣିଜ୍ୟିକ ଜାହାଜକୁ ଟାର୍ଗେଟ କରନ୍ତୁ ନାହିଁ,”: ଇରାନର ବୈଦେଶିକ ମନ୍ତ୍ରୀଙ୍କୁ କହିଲେ ଜୟଶଙ୍କର

August 1, 2026

ରାଷ୍ଟ୍ରପତି ଭବନରେ ନିଜର ଅଭିନବ ଉତ୍ପାଦ ପ୍ରଦର୍ଶନ କଲେ ଓଡ଼ିଶାର ୩ ଷ୍ଟାର୍ଟଅପ୍

August 1, 2026

ଡାକ ବିଭାଗ ପକ୍ଷରୁ ‘ଢାଇ ଅକ୍ଷର’ ପତ୍ର ଲିଖନ ଅଭିଯାନ: ବିଜେତାଙ୍କୁ ୫୦ ହଜାର ପର୍ଯ୍ୟନ୍ତ ପୁରସ୍କାର

August 1, 2026
Latest News

ଆଜି ପ୍ରଧାନମନ୍ତ୍ରୀଙ୍କ ଆନ୍ଧ୍ରପ୍ରଦେଶ ଏବଂ କର୍ଣ୍ଣାଟକ ଗସ୍ତ

August 1, 2026

ବ୍ରିଟେନର ନୂତନ ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ମୋଦୀ: ଜାଣନ୍ତୁ କ’ଣ ହେଲା ଆଲୋଚନା?

August 1, 2026

“ବାଣିଜ୍ୟିକ ଜାହାଜକୁ ଟାର୍ଗେଟ କରନ୍ତୁ ନାହିଁ,”: ଇରାନର ବୈଦେଶିକ ମନ୍ତ୍ରୀଙ୍କୁ କହିଲେ ଜୟଶଙ୍କର

August 1, 2026

ରାଷ୍ଟ୍ରପତି ଭବନରେ ନିଜର ଅଭିନବ ଉତ୍ପାଦ ପ୍ରଦର୍ଶନ କଲେ ଓଡ଼ିଶାର ୩ ଷ୍ଟାର୍ଟଅପ୍

August 1, 2026

ଡାକ ବିଭାଗ ପକ୍ଷରୁ ‘ଢାଇ ଅକ୍ଷର’ ପତ୍ର ଲିଖନ ଅଭିଯାନ: ବିଜେତାଙ୍କୁ ୫୦ ହଜାର ପର୍ଯ୍ୟନ୍ତ ପୁରସ୍କାର

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.