Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରବଳ ବର୍ଷିବ: ୭ ଜିଲ୍ଲାକୁ ଅରେଞ୍ଜ ଓ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଆଜିର ଖବର

ପ୍ରବଳ ବର୍ଷିବ: ୭ ଜିଲ୍ଲାକୁ ଅରେଞ୍ଜ ଓ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

September 25, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଧିରେ ଧିରେ ଘନିଭୂତ ହେଉଛି । ଏହା ପ୍ରଭାବରେ ସାରା ଓଡ଼ିଶାରେ ପ୍ରବଳ ବର୍ଷାର ହେବାର ପୂର୍ବାନୁମାନ କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏଥିପାଇଁ ୭ ଜିଲ୍ଲାକୁ ଅରେଞ୍ଜ  ଓ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂରେ ରଖାଯାଇଛି ।  କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼ ଓ ଗଜପତି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂରେ ରଖାଯାଇଛି । ସେହିପରି ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ନୟାଗଡ଼, କନ୍ଧମାଳ, ବୌଦ୍ଧ, ଢେଙ୍କାନାଳ ଓ କେନ୍ଦୁଝର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହି ସବୁ ଜିଲ୍ଲାମାନଙ୍କରେ ପ୍ରବଳ ବର୍ଷାର ହେବାର ସମ୍ଭାବନା ରହିଛି ।ଲଗାଣ ବର୍ଷାରେ ବେହାଲ ହୋଇପଡ଼ିଛି ଦୈତନଗରୀ କଟକ ଓ ଭୁବନେଶ୍ୱର । ରାସ୍ତା ଉପରେ ପାଣି ଚାଲୁଥିବାରୁ ବିଭିନ୍ନ ସ୍ଥାନାରେ ଯାତାୟତ ବାଧାପ୍ରାପ୍ତ ହୋଇଛି । ଗତ ଚବିଶ ଘଣ୍ଟା ମଧ୍ୟରେ ବାଲେଶ୍ୱରରେ ସର୍ବାଧିକ ୧୦୦ ମିମି ବର୍ଷା ରେକର୍ଡ କରାଯାଇଥିବାବେଳେ ଭୁବନେଶ୍ୱରରେ ୯୮ ମିମି ଓ ଗୋପାଳପୁରରେ ୭୪ ମିମି ବର୍ଷା ରେକର୍ଡ ହୋଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଆସନ୍ତା ୨୮ ତାରିଖରେ ହେବ OTET

June 9, 2026

ସ୍ୱାସ୍ଥ୍ୟ ସେବା ପାଇଁ ୭୫୫ ନୂଆ ପଦବୀ

June 9, 2026

ଗୃହରକ୍ଷୀମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଉପହାର: ବୃଦ୍ଧି କଲେ ଦୈନିକ ଭତ୍ତା

June 9, 2026

IPL 2027 ନିଲାମ ପୂର୍ବରୁ ଦଳ ବଦଳାଇବେ ଏହି 7 ଜଣ ଷ୍ଟାର ଖେଳାଳି!: ଦେଖନ୍ତୁ ତାଲିକା

June 9, 2026
Latest News

ଆସନ୍ତା ୨୮ ତାରିଖରେ ହେବ OTET

June 9, 2026

ସ୍ୱାସ୍ଥ୍ୟ ସେବା ପାଇଁ ୭୫୫ ନୂଆ ପଦବୀ

June 9, 2026

ଗୃହରକ୍ଷୀମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଉପହାର: ବୃଦ୍ଧି କଲେ ଦୈନିକ ଭତ୍ତା

June 9, 2026

IPL 2027 ନିଲାମ ପୂର୍ବରୁ ଦଳ ବଦଳାଇବେ ଏହି 7 ଜଣ ଷ୍ଟାର ଖେଳାଳି!: ଦେଖନ୍ତୁ ତାଲିକା

June 9, 2026

କୁଏତର ଅମୀରଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦୀ

June 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.