Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତାକାଲି ଠାରୁ 4 ଟଙ୍କା ବଢିବ ଓମ୍‌ଫେଡ୍‌ ଦର
ଆଜିର ଖବର

ଆସନ୍ତାକାଲି ଠାରୁ 4 ଟଙ୍କା ବଢିବ ଓମ୍‌ଫେଡ୍‌ ଦର

September 26, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
ଓମ୍ଫେଡ୍
ଓମ୍ଫେଡ୍ ର ସର୍ବକାଳୀନ ରେକର୍ଡ: ଗୋଟିଏ ଦିନରେ ୧ ଲକ୍ଷ ଲିଟର ଦହି ଓ ୧୨ ହଜାର ଲିଟର ଘିଅ ବିକ୍ରି

ଆସନ୍ତକାଲିଠାରୁ ଓମ୍‌ଫେଡ୍‌ କ୍ଷୀର ଦର ବଢ଼ାଇବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଓମଫେଡ କ୍ଷୀର ଲିଟର ପିଛା 4 ଟଙ୍କା ବଢ଼ିବ । ତେଣୁ ପ୍ରିମିୟମ ଓ ଗୋଲ୍ଡ ପ୍ରିମିୟମ ଲିଟର୍‌ ପ୍ରତି ଏଣିକି ଗ୍ରାହକଙ୍କୁ 44 ଟଙ୍କା ଦେବାକୁ ପଡ଼ିବ । ଏନେଇ ଆଜି ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ପୂର୍ବରୁ କୃଷି ମନ୍ତ୍ରୀ ଅରୁଣ ସାହୁ ସୂଚନା ଦେଇଥିଲେ । ରାଜ୍ୟର ଘରୋଇ ଦୁଗ୍ଧ କମ୍ପାନିଗୁଡ଼ିକ କ୍ଷୀର ଦର ବୃଦ୍ଧି କରିଥିବାରୁ ରାଜ୍ୟ ସରକାର ଓମଫେଡ କ୍ଷୀର ଦର ବଢ଼ାଇବାକୁ ନିଷ୍ପତ୍ତି ନେଇଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ନାମ ପଚାରି ଦୁଇ ହିନ୍ଦୁ ଶ୍ରମିକଙ୍କୁ କଲେ ହତ୍ୟା

August 1, 2026

CWGର ୮ମ ଦିନରେ ଭାରତକୁ ୨ ଟି ସ୍ୱର୍ଣ୍ଣ: ରୌପ୍ୟ ପଦକ ଜିତିଲେ ନୀରଜ ଚୋପ୍ରା

August 1, 2026

ରାଷ୍ଟ୍ରପତିଙ୍କ ଅନୁମୋଦନ: ଆଇନରେ ପରିଣତ ହେଲା ପରୀକ୍ଷା ସଂଶୋଧନ ବିଲ୍

August 1, 2026

ବଡ଼ ଆଶ୍ୱସ୍ତି ଦେଲେ କେନ୍ଦ୍ର ସରକାର: ଆଜିଠାରୁ ଏଲପିଜି ସିଲିଣ୍ଡରର ମୂଲ୍ୟ ୨୦୦ ଟଙ୍କା ହ୍ରାସ

August 1, 2026
Latest News

କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ନାମ ପଚାରି ଦୁଇ ହିନ୍ଦୁ ଶ୍ରମିକଙ୍କୁ କଲେ ହତ୍ୟା

August 1, 2026

CWGର ୮ମ ଦିନରେ ଭାରତକୁ ୨ ଟି ସ୍ୱର୍ଣ୍ଣ: ରୌପ୍ୟ ପଦକ ଜିତିଲେ ନୀରଜ ଚୋପ୍ରା

August 1, 2026

ରାଷ୍ଟ୍ରପତିଙ୍କ ଅନୁମୋଦନ: ଆଇନରେ ପରିଣତ ହେଲା ପରୀକ୍ଷା ସଂଶୋଧନ ବିଲ୍

August 1, 2026

ବଡ଼ ଆଶ୍ୱସ୍ତି ଦେଲେ କେନ୍ଦ୍ର ସରକାର: ଆଜିଠାରୁ ଏଲପିଜି ସିଲିଣ୍ଡରର ମୂଲ୍ୟ ୨୦୦ ଟଙ୍କା ହ୍ରାସ

August 1, 2026

‘ବିକଶିତ ଭାରତ ସଂକଳ୍ପ ଅଭିଯାନ ପାଇଁ ନିଶାମୁକ୍ତ ଯୁବବର୍ଗ’ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.