Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜୟା ଦଶମୀ ଅବସରରେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
ଆଜିର ଖବର

ବିଜୟା ଦଶମୀ ଅବସରରେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

October 8, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ପବିତ୍ର ବିଜୟା ଦଶମୀ ଅବସରରେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଟ୍ୱିଟ୍ କରି ଶୁଭେଚ୍ଛା ଜଣାଇଛନ୍ତି । ବିଜୟା ଦଶମୀରେ ଟ୍ୱିଟ୍ କରି ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଏହି ପର୍ବ ମାଧ୍ୟମରେ ସତ୍‌ମାର୍ଗରେ ଚାଲିବାକୁ ପ୍ରେରଣା ମିଳିଥାଏ, ସମସ୍ତଙ୍କ ପାଇଁ ଏହି ପର୍ବ ଖୁସି ଓ ସମୃଦ୍ଧି ନେଇ ଆସୁ ବୋଲି ରାଷ୍ଟ୍ରପତି କହିଛନ୍ତି । ସେହିପରି ବିଜୟା ଦଶମୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଅସତ୍ୟ ଉପରେ ସତ୍ୟର ବିଜୟ ପର୍ବ ଅଟେ ବୋଲି ମୋଦି ଟ୍ବିଟ୍‌ କରିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ହିନ୍ଦୁ ସଂଗଠନର ଦାବି: ତାଜମହଲରେ ପ୍ରଥମ ଥର ପାଇଁ ଉତ୍ତୋଳନ କଲେ ଜାତୀୟ ପତାକା

January 26, 2026

ଗଣତନ୍ତ୍ର ଦିବସରେ ଫିକା ପଡ଼ିଲା ସୁନାର ଚମକ: ଜାଣନ୍ତୁ ଆଜିର ତାଜା ମୂଲ୍ୟ

January 26, 2026

ବିରାଟ କୋହଲିଙ୍କୁ ପଛରେ ପକାଇଲେ ସୂର୍ଯ୍ୟକୁମାର ଯାଦବ: ଅଧିନାୟକ ଭାବରେ ରଚିଲେ ଇତିହାସ

January 26, 2026

ବସ୍ ଚକା ତଳେ ପଡି ମହିଳାଙ୍କ ପ୍ରାଣହାନୀ

January 26, 2026
Latest News

ଡିଏଭି ପୋଖରୀପୁଟରେ ୭୭ତମ ସାଧାରଣତନ୍ତ୍ର ଦିବସ ପାଳିତ

January 26, 2026

ଭାରତ ବିଷୟରେ EU ମୁଖ୍ୟଙ୍କ ବଡ଼ ବୟାନ: ଟ୍ରମ୍ପ ସମେତ ସମଗ୍ର ବିଶ୍ୱକୁ ଦେଲେ ବାର୍ତ୍ତା

January 26, 2026

ହିନ୍ଦୁ ସଂଗଠନର ଦାବି: ତାଜମହଲରେ ପ୍ରଥମ ଥର ପାଇଁ ଉତ୍ତୋଳନ କଲେ ଜାତୀୟ ପତାକା

January 26, 2026

ସାଧାରଣତନ୍ତ୍ର ଦିବସ ୨୦୨୬: କଟକରେ ପତାକା ଉତ୍ତୋଳନ କରି ଅଭିଭାଷଣ ରଖିଲେ ମୁଖ୍ୟମନ୍ତ୍ରୀ 

January 26, 2026

ଗଣତନ୍ତ୍ର ଦିବସରେ ଫିକା ପଡ଼ିଲା ସୁନାର ଚମକ: ଜାଣନ୍ତୁ ଆଜିର ତାଜା ମୂଲ୍ୟ

January 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.