Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭିଡ ହିଂସା ପାଶ୍ଚାତ୍ୟ ସଂସ୍କୃତିର ଅଂଶବିଶେଷ : ମୋହନ ଭାଗବତ
ଆଜିର ଖବର

ଭିଡ ହିଂସା ପାଶ୍ଚାତ୍ୟ ସଂସ୍କୃତିର ଅଂଶବିଶେଷ : ମୋହନ ଭାଗବତ

October 8, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭିଡ ହିଂସା ପାଶ୍ଚାତ୍ୟ ସଂସ୍କୃତିର ଅଂଶବିଶେଷ ଏବଂ ଭାରତକୁ ଅଯଥାରେ ବଦନାମ କରାଯାଉଛି ବୋଲି ଆରଏସ୍‌ଏସ୍‌ ମୁଖ୍ୟ ମୋହନ ଭାଗବତ କହିଛନ୍ତି । ମହାରାଷ୍ଟ୍ରରେ ରାଷ୍ଟ୍ରୀୟ ସ୍ବଂୟସେବକ ସଂଘ ପକ୍ଷରୁ ଅନୁଷ୍ଠିତ ଦଶହରା କାର୍ଯ୍ୟକ୍ରମରେ ଭାଗବତ ଏହି ମତ ଦେଇଛନ୍ତି । କିଛି ସାମାଜିକ ହିଂସାକୁ ଭିଡ ହିଂସାର ରୂପ ଦିଆଯାଇ ଭାରତକୁ ବଦନାମ କରିବାର ଚେଷ୍ଟା କରାଯାଉଛି ବୋଲି ଭାଗବତ ମତ ଦେଇଥିଲେ । ଏପରି କରାଯାଇ ଦେଶର ହିନ୍ଦୁ ସମ୍ପ୍ରଦାୟକୁ ବଦନାମ କରାଯାଉଛି ଏବଂ ଅନ୍ୟାନ୍ୟ ଧର୍ମର ଲୋକଙ୍କୁ ଭୟଭୀତ କରାଯାଉଛି ବୋଲି ଭାଗବତ ମତ ଦେଇଛନ୍ତି । ସେହିପରି ଜମ୍ମୁ କାଶ୍ମୀରରୁ ଧାରା 370 ଉଚ୍ଛେଦ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଗୃହମନ୍ତ୍ରୀ ଅମିତ ଶାହଙ୍କୁ ପ୍ରଶଂସା କରିଥିଲେ ମୋହନ ଭାଗବତ ।

Share. Facebook Twitter LinkedIn Email WhatsApp Copy Link

Related Posts

ଶ୍ରୀମୟୀ ମିଶ୍ର ବିଜେଡିରୁ ନିଲମ୍ବନ ପରେ ଦେଲେ କଡା ଜବାବ, କହିଲେ…

September 23, 2025

ଗୋଆରେ ଆୟୁଷ ମନ୍ତ୍ରଣାଳୟ ଦ୍ୱାରା ଦଶମ ଜାତୀୟ ଆୟୁର୍ବେଦ ଦିବସ ପାଳନ

September 23, 2025

ଖୋର୍ଦ୍ଧା: ବିଭିନ୍ନ ସ୍ୱାସ୍ଥ୍ୟ ଅଗ୍ରଣୀ ଯୋଜନା ସମୀକ୍ଷା ସହ ପିସିପିଏନଡିଟି ଆକ୍ଟ ପରାମର୍ଶ ମଣ୍ଡଳୀ ବୈଠକ

September 23, 2025

ଆବଶ୍ୟକୀୟ ଭିତ୍ତିଭୂମି ନ ଯୋଗାଇ ୟୁ.ଏ.ଏସ୍‌. ଲାଗୁ କରାଯିବାକୁ ଓଷ୍ଟାର ବିରୋଧ

September 23, 2025
Latest News

ଶ୍ରୀମୟୀ ମିଶ୍ର ବିଜେଡିରୁ ନିଲମ୍ବନ ପରେ ଦେଲେ କଡା ଜବାବ, କହିଲେ…

September 23, 2025

ଗୋଆରେ ଆୟୁଷ ମନ୍ତ୍ରଣାଳୟ ଦ୍ୱାରା ଦଶମ ଜାତୀୟ ଆୟୁର୍ବେଦ ଦିବସ ପାଳନ

September 23, 2025

ଖୋର୍ଦ୍ଧା: ବିଭିନ୍ନ ସ୍ୱାସ୍ଥ୍ୟ ଅଗ୍ରଣୀ ଯୋଜନା ସମୀକ୍ଷା ସହ ପିସିପିଏନଡିଟି ଆକ୍ଟ ପରାମର୍ଶ ମଣ୍ଡଳୀ ବୈଠକ

September 23, 2025

ଆବଶ୍ୟକୀୟ ଭିତ୍ତିଭୂମି ନ ଯୋଗାଇ ୟୁ.ଏ.ଏସ୍‌. ଲାଗୁ କରାଯିବାକୁ ଓଷ୍ଟାର ବିରୋଧ

September 23, 2025

ବିଜେଡ଼ି ର ବଡ଼ କାର୍ଯ୍ୟାନୁଷ୍ଠାନ: ଶ୍ରୀମୟୀ ମିଶ୍ରଙ୍କ ସମେତ ଦୁଇ ନେତା ଦଳରୁ ନିଲମ୍ବିତ

September 23, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.