Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଫିଲ୍ମ ଜଗତର 49 ଜଣଙ୍କ ବିରୋଧରେ ମାମଲା : ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଶଶୀ ଥରୁର୍‌
ଆଜିର ଖବର

ଫିଲ୍ମ ଜଗତର 49 ଜଣଙ୍କ ବିରୋଧରେ ମାମଲା : ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଶଶୀ ଥରୁର୍‌

October 8, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପତ୍ର ଲେଖିଛନ୍ତି କଂଗ୍ରେସ ନେତା ଶଶୀ ଥରୁର୍‌ । ଫିଲ୍ମ ଜଗତର 49 ଜଣ ବ୍ୟକ୍ତିଙ୍କ ବିରୋଧରେ ଦାୟର କରାଯାଇଥିବା ମାମଲାକୁ ନେଇ ଥରୁର୍‌ ଏହି ପତ୍ର ଲେଖିଛନ୍ତି । ଉକ୍ତ ଘଟଣାକୁ ନେଇ ଥରୁର୍‌ ଅସନ୍ତୋଷ ବ୍ୟକ୍ତ କରିବା ସହିତ ଏକ ଦୁଇ ପୃଷ୍ଠାର ଚିଠି ଲେଖିଛନ୍ତି । ଉଲ୍ଲେଖଯୋଗ୍ୟ ଯେ, ଉକ୍ତ 49 ଜଣ କଳାକାର ଦେଶରେ ବର୍ଦ୍ଧିତ ଭିଡ ହିଂସା ଏବଂ ଅସହିଷ୍ଣୁତାର ବିରୋଧ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପତ୍ର ଲେଖିଥିଲେ । ଏହାକୁ ନେଇ ବିହାରର ମୁଜାଫରପୁରରେ ସମସ୍ତଙ୍କ ବିରୋଧରେ ମାମଲା ରୁଜୁ କରାଯାଇଛି । ନିଜ ଚିଠିରେ ଥରୁର ସମ୍ବିଧାନର ଧାରା 19(କ)ର ଉଲ୍ଲେଖ କରି କହିଛନ୍ତି , ସମ୍ବିଧାନ ସମସ୍ତଙ୍କୁ ସ୍ବାଧୀନ ମତପ୍ରକାଶ କରିବାର ଅଧିକାର ପ୍ରଦାନ କରୁଛି । କଳାକାରଙ୍କ ବିରୋଧରେ ମାମଲା ରୁଜୁ କରାଯାଇ ତାଙ୍କର ଅଧିକାରକୁ କ୍ଷୁର୍ଣ୍ଣ କରାଯାଉଛି । ସମ୍ବିଧାନର ମର୍ଯ୍ୟାଦା ଅକ୍ଷୁର୍ଣ୍ଣ ରଖିବା ନିମନ୍ତେ ପ୍ରଧାନମନ୍ତ୍ରୀ ଏହା ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଉଚିତ୍‌ ବୋଲି ଥରୁର୍‌ ଉଲ୍ଲେଖ କରିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

କେବଳ ୬ ଖେଳାଳି ନିଶ୍ଚିତ!: ୨୦୨୭ ବିଶ୍ୱକପ ପାଇଁ ଟିମ୍ ଇଣ୍ଡିଆରେ ମିଳିବ ସୁଯୋଗ

July 31, 2026

‘ଖେଲୋ ଇଣ୍ଡିଆ’: ଜାତୀୟ କ୍ରୀଡ଼ା ମହାସଂଘଗୁଡ଼ିକ ପାଇଁ ବର୍ଦ୍ଧିତ ସହାୟତାକୁ କ୍ୟାବିନେଟ୍ ମଞ୍ଜୁରୀ

July 31, 2026

ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ଅଶାଳୀନ ମନ୍ତବ୍ୟ ମାମଲା: କ୍ଷମା ମାଗିଲେ ନାବାଳିକା

July 31, 2026

୨୦୨୬ରେ ଟିମ୍ ଇଣ୍ଡିଆ ଆଉ କେତେ ଟେଷ୍ଟ ଖେଳିବ?: WTC ଫାଇନାଲ୍ ପାଇଁ କେତେ ବିଜୟ ଆବଶ୍ୟକ?

July 31, 2026
Latest News

କେବଳ ୬ ଖେଳାଳି ନିଶ୍ଚିତ!: ୨୦୨୭ ବିଶ୍ୱକପ ପାଇଁ ଟିମ୍ ଇଣ୍ଡିଆରେ ମିଳିବ ସୁଯୋଗ

July 31, 2026

‘ଖେଲୋ ଇଣ୍ଡିଆ’: ଜାତୀୟ କ୍ରୀଡ଼ା ମହାସଂଘଗୁଡ଼ିକ ପାଇଁ ବର୍ଦ୍ଧିତ ସହାୟତାକୁ କ୍ୟାବିନେଟ୍ ମଞ୍ଜୁରୀ

July 31, 2026

ରାଜସ୍ବ ମନ୍ତ୍ରୀଙ୍କ ବନ୍ୟା ସମୀକ୍ଷା: ଚାଷୀଙ୍କୁ ମିଳିବ କୃଷି ଓ ରାଜସ୍ୱ ବିଭାଗର ମିଳିତ ପ୍ୟାକେଜ୍

July 31, 2026

୮୪,୦୮୪ କୋଟିର ବ୍ୟୟ ଅଟକଳ ସହ ‘ସମୁଦ୍ର ମନ୍ଥନ’ କୁ କ୍ୟାବିନେଟ ମଞ୍ଜୁରି

July 31, 2026

ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ଅଶାଳୀନ ମନ୍ତବ୍ୟ ମାମଲା: କ୍ଷମା ମାଗିଲେ ନାବାଳିକା

July 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.