Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ବରର 4 ସ୍ଥାନରେ ଆଜି ରାବଣ ପୋଡି : ଟ୍ରାଫିକ୍‌ ବ୍ୟବସ୍ଥାର ଅନୁଧ୍ୟାନ କରିବେ କମିଶନର
ଆଜିର ଖବର

ଭୁବନେଶ୍ବରର 4 ସ୍ଥାନରେ ଆଜି ରାବଣ ପୋଡି : ଟ୍ରାଫିକ୍‌ ବ୍ୟବସ୍ଥାର ଅନୁଧ୍ୟାନ କରିବେ କମିଶନର

October 8, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଆଜି ଭୁବନେଶ୍ବରର 4ଟି ସ୍ଥାନରେ ରାବଣ ପୋଡି ଅନୁଷ୍ଠିତ ହେବ । ବରମୁଣ୍ଡା, ନୟାପଲ୍ଲୀ, ଝାରପଡା ଏବଂ ରସୁଲଗଡରେ ରାବଣ ପୋଡି ଅନୁଷ୍ଠିତ ହେବ । ଝାରପଡା ଏବଂ ବରମୁଣ୍ଡାର ରାବଣ ପୋଡି ପାଇଁ ଆତସବାଜିର ଅନୁମତି ମିଳିଥିବା ବେଳେ ନୟାପଲ୍ଲୀ ଏବଂ ରସୁଲଗଡକୁ ଅନୁମତି ପ୍ରଦାନ କରାଯାଇନାହିଁ । ସେହିପରି ରାବଣ ପୋଡି ଅନୁଷ୍ଠିତ ହେଉଥିବା ସ୍ଥାନରେ ଟ୍ରାଫିକ୍‌ ସମସ୍ୟା ଦେଖା ଦେବାର ସମ୍ଭାବନା ରହିଥିବାରୁ ଟ୍ରାଫିକ କମିସନର ଏବଂ ଡିସିପି ଟ୍ରାଫିକ୍‌ ଦାୟିତ୍ବ ସମ୍ଭାଳିବେ । କମିସନର ବରମୁଣ୍ଡାରେ ଏବଂ ଡିସିପି ରସୁଲଗଡରେ ଟ୍ରାଫିକ୍‌ ବ୍ୟବସ୍ଥା ପରିଚାଳନା କରିବେ ।

Share. Facebook Twitter LinkedIn Email WhatsApp Copy Link

Related Posts

ଅଷ୍ଟ୍ରେଲିଆ ଗସ୍ତରେ ବଡ଼ ଘୋଷଣା କରିବେ ପ୍ରଧାନମନ୍ତ୍ରୀ ମୋଦି!: କ୍ରିକେଟ ପ୍ରଶଂସକଙ୍କୁ ମିଳିବ ଉପହାର

June 10, 2026

ଆଫଗାନ ଘର ଉପରେ ବୋମା ମାଡ଼ କଲା ପାକିସ୍ତାନୀ ସେନା: ୧୧ ଶିଶୁ ସମେତ ୧୩ ମୃତ

June 10, 2026

ମହଙ୍ଗା ପଡିଲା ରୁଷ ସହିତ ବନ୍ଧୁତା!: ଭାରତୀୟ ଏବଂ ଚୀନ୍ ଉପରେ କଠୋର ପ୍ରତିବନ୍ଧକ ଲଗାଇଲା ଇୟୁ

June 10, 2026

୧୫ ଆଇପିଏସଙ୍କୁ ଜିଲ୍ଲା ନିରୀକ୍ଷଣ ଦାୟିତ୍ଵ

June 10, 2026
Latest News

ଅଷ୍ଟ୍ରେଲିଆ ଗସ୍ତରେ ବଡ଼ ଘୋଷଣା କରିବେ ପ୍ରଧାନମନ୍ତ୍ରୀ ମୋଦି!: କ୍ରିକେଟ ପ୍ରଶଂସକଙ୍କୁ ମିଳିବ ଉପହାର

June 10, 2026

ପ୍ରଧାନମନ୍ତ୍ରୀ ମୋଦୀ ଶାସନ କ୍ଷମତାରେ ରହିବାର ଏକ ରେକର୍ଡ କରିଥିବାରୁ ରାଜ୍ୟ ବିଜେପିର ବିଭିନ୍ନ କାର୍ଯ୍ୟକ୍ରମ

June 10, 2026

ଆଫଗାନ ଘର ଉପରେ ବୋମା ମାଡ଼ କଲା ପାକିସ୍ତାନୀ ସେନା: ୧୧ ଶିଶୁ ସମେତ ୧୩ ମୃତ

June 10, 2026

Kalinga Literary Festival: ସଫଳତାର ସହ ଶେଷ ହେଲା କାଠମାଣ୍ଡୁ କଳିଙ୍ଗ ସାହିତ୍ୟ ଉତ୍ସବ

June 10, 2026

ମହଙ୍ଗା ପଡିଲା ରୁଷ ସହିତ ବନ୍ଧୁତା!: ଭାରତୀୟ ଏବଂ ଚୀନ୍ ଉପରେ କଠୋର ପ୍ରତିବନ୍ଧକ ଲଗାଇଲା ଇୟୁ

June 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.