Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମାଙ୍ଗାନିଜ୍‌ ଚୋରି ଅଭିଯୋଗ : 8 ଗିରଫ
ଆଜିର ଖବର

ମାଙ୍ଗାନିଜ୍‌ ଚୋରି ଅଭିଯୋଗ : 8 ଗିରଫ

October 9, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

କେନ୍ଦୁଝର ରୁଗୁଡ଼ି ଥାନା କାଟା ସାହି ନିକଟ ଜଙ୍ଗଲରୁ ମାଙ୍ଗାନିଜ୍‌ ଚୋରି କରିବା ଅଭିଯୋଗରେ ପୁଲିସ୍‌ 8 ଜଣଙ୍କୁ ଗିରଫ କରିଛି । ସେମାନଙ୍କଠାରୁ ପୁଲିସ୍‌ 2 ଟି ଟ୍ରକ୍‌, ଗୋଟିଏ ବୋଲେରୋ, ଗୋଟିଏ ମୋଟର ସାଇକେଲ୍‌ ଏବଂ 8ଟି ମୋବାଇଲ୍‌ ସହ ଏକ ଲକ୍ଷ ଟଙ୍କା ଜବତ କରିଛି । ଆଜି ସକାଳେ ମାଙ୍ଗାନିଜ୍ ଚାଲାଣ ବେଳେ ପୁଲିସ୍‌ ଚଢ଼ାଉ କରିବା ସହ ଦୁଇଟି ଟ୍ରକ୍‌କୁ ଅଟକାଇଥିଲା । ଦୁଇଟି ଯାକ ଟ୍ରକ୍‌ ନମ୍ବର ପଶ୍ଚିମବଙ୍ଗର ଓ ବୋଲେରୋର ନମ୍ବର ଝାଡଖଣ୍ଡର ହୋଇଥିବାରୁ ଖଣି ଲୁଟେରାଙ୍କ ଲିଙ୍କ୍‌ ରାଜ୍ୟ ବାହାରେ ଥିବାର ଅନୁମାନ କରାଯାଉଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ ସରକାରଙ୍କ ବଡ଼ ନିଷ୍ପତ୍ତି: ବୃଦ୍ଧି କଲେ ଏଲପିଜି ସିଲିଣ୍ଡର ପାଇଁ ବୁକିଂ ଅବଧି  

March 9, 2026

ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ କାର୍ଯ୍ୟ ହେତୁ କିଛି ଟ୍ରେନ୍ ଅସ୍ଥାୟୀ ଭାବେ ବାତିଲ

March 9, 2026

ସ୍ଥାୟିତ୍ୱ ଓ ନୂତନ ଉଦ୍‌ଭାବନକୁ ନେଇ ଆଇବିସିଏସ୍ ପକ୍ଷରୁ ଦୁଇ ଦିନିଆ ଜାତୀୟ ସମ୍ମିଳନୀ

March 9, 2026

ଭାରତର ଐତିହାସିକ ଟି-୨୦ ବିଶ୍ୱକପ୍ ବିଜେତା ଦଳକୁ ନୀତା ଅମ୍ବାନୀଙ୍କ ଅଭିନନ୍ଦନ

March 9, 2026
Latest News

ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ ସରକାରଙ୍କ ବଡ଼ ନିଷ୍ପତ୍ତି: ବୃଦ୍ଧି କଲେ ଏଲପିଜି ସିଲିଣ୍ଡର ପାଇଁ ବୁକିଂ ଅବଧି  

March 9, 2026

ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ କାର୍ଯ୍ୟ ହେତୁ କିଛି ଟ୍ରେନ୍ ଅସ୍ଥାୟୀ ଭାବେ ବାତିଲ

March 9, 2026

ସ୍ଥାୟିତ୍ୱ ଓ ନୂତନ ଉଦ୍‌ଭାବନକୁ ନେଇ ଆଇବିସିଏସ୍ ପକ୍ଷରୁ ଦୁଇ ଦିନିଆ ଜାତୀୟ ସମ୍ମିଳନୀ

March 9, 2026

ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ଭାରତରେ ମୁଦ୍ରାସ୍ଫୀତି ବୃଦ୍ଧି କରିବ କି?: ନିର୍ମଳା ସୀତାରମଣ କହିଲେ…..

March 9, 2026

ଭାରତର ଐତିହାସିକ ଟି-୨୦ ବିଶ୍ୱକପ୍ ବିଜେତା ଦଳକୁ ନୀତା ଅମ୍ବାନୀଙ୍କ ଅଭିନନ୍ଦନ

March 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.