Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରେଡିଓ, ଟେଲିଭିଜନ କ୍ଷେତ୍ରରେ ଭାରତ ଓ ବିଦେଶୀ ପ୍ରସାରକଙ୍କ ମଧ୍ୟରେ ବୁଝାମଣାକୁ କ୍ୟାବିନେଟର ମଞ୍ଜୁରି
ଆଜିର ଖବର

ରେଡିଓ, ଟେଲିଭିଜନ କ୍ଷେତ୍ରରେ ଭାରତ ଓ ବିଦେଶୀ ପ୍ରସାରକଙ୍କ ମଧ୍ୟରେ ବୁଝାମଣାକୁ କ୍ୟାବିନେଟର ମଞ୍ଜୁରି

October 9, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
ରେଡିଓ, ଟେଲିଭିଜନ କ୍ଷେତ୍ରରେ ଭାରତ ଓ ବିଦେଶୀ ପ୍ରସାରକଙ୍କ ମଧ୍ୟରେ ବୁଝାମଣାକୁ କ୍ୟାବିନେଟର ମଞ୍ଜୁରି

ସମୀକ୍ଷା ବ୍ୟୁରୋ

ରେଡିଓ ଏବଂ ଟେଲିଭିଜନ କ୍ଷେତ୍ରରେ ଭାରତ ଓ ବିଦେଶୀ ପ୍ରସାରକଙ୍କ ମଧ୍ୟରେ ପୂର୍ବରୁ ହୋଇଥିବା ବୁଝାମଣାକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ମଞ୍ଜୁରି ପ୍ରଦାନକରିଛନ୍ତି । ବିଦେଶୀ ପ୍ରସାରକମାନଙ୍କ ସହିତ ବୁଝାମଣା ଫଳରେ ସାର୍ବଜନୀକ ପ୍ରସାରକମାନେ ନୂତନ ଦୃଷ୍ଟିକୋଣ ଓ ପ୍ରାଦ୍ୟୋଗିକୀ ସମ୍ବନ୍ଧରେ ଜ୍ଞାନ ଆହରଣ କରିପାରିବେ । ଏହା ଗଣମାଧ୍ୟମର ଉଦାରୀକରଣ ଏବଂ ଜଗତିକରଣରେ ମଧ୍ୟ ସହାୟକ ହେବ । ପ୍ରଯୁକ୍ତିବିଦ୍ୟା, ବିଶେଷଜ୍ଞତାର ଆଦାନ-ପ୍ରଦାନ ଓ କର୍ମଚାରୀଙ୍କ ପ୍ରଶିକ୍ଷଣ ଫଳରେ ସାର୍ବଜନୀକ ପ୍ରସାରକମାନଙ୍କୁ ପ୍ରସାରଣ କ୍ଷେତ୍ରରେ ନୂତନ ଆହ୍ୱାନର ମୁକାବିଲା କରିବାରେ ସହାୟତା ମିଳିବ । ପାରସ୍ପରିକ ସହଯୋଗରେ ପ୍ରସ୍ତୁତ କାର୍ଯ୍ୟକ୍ରମର ପ୍ରସାରଣ ଫଳରେ ଦୂରଦର୍ଶନ ଓ ଆକାଶବାଣୀର ଦର୍ଶକ/ଶ୍ରୋତାଙ୍କ ମଧ୍ୟରେ ସମତା ଓ ସମାବେଶନର ବାତାବରଣ ନିର୍ମିତ ହେବ ।

Share. Facebook Twitter LinkedIn Email WhatsApp Copy Link

Related Posts

“ବାଣିଜ୍ୟିକ ଜାହାଜକୁ ଟାର୍ଗେଟ କରନ୍ତୁ ନାହିଁ,”: ଇରାନର ବୈଦେଶିକ ମନ୍ତ୍ରୀଙ୍କୁ କହିଲେ ଜୟଶଙ୍କର

August 1, 2026

ରାଷ୍ଟ୍ରପତି ଭବନରେ ନିଜର ଅଭିନବ ଉତ୍ପାଦ ପ୍ରଦର୍ଶନ କଲେ ଓଡ଼ିଶାର ୩ ଷ୍ଟାର୍ଟଅପ୍

August 1, 2026

ଡାକ ବିଭାଗ ପକ୍ଷରୁ ‘ଢାଇ ଅକ୍ଷର’ ପତ୍ର ଲିଖନ ଅଭିଯାନ: ବିଜେତାଙ୍କୁ ୫୦ ହଜାର ପର୍ଯ୍ୟନ୍ତ ପୁରସ୍କାର

August 1, 2026

ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ବିକଶିତ ଭାରତ -ଜୀ ରାମ ଜୀ ଶୀର୍ଷକ କର୍ମଶାଳା

August 1, 2026
Latest News

“ବାଣିଜ୍ୟିକ ଜାହାଜକୁ ଟାର୍ଗେଟ କରନ୍ତୁ ନାହିଁ,”: ଇରାନର ବୈଦେଶିକ ମନ୍ତ୍ରୀଙ୍କୁ କହିଲେ ଜୟଶଙ୍କର

August 1, 2026

ରାଷ୍ଟ୍ରପତି ଭବନରେ ନିଜର ଅଭିନବ ଉତ୍ପାଦ ପ୍ରଦର୍ଶନ କଲେ ଓଡ଼ିଶାର ୩ ଷ୍ଟାର୍ଟଅପ୍

August 1, 2026

ଡାକ ବିଭାଗ ପକ୍ଷରୁ ‘ଢାଇ ଅକ୍ଷର’ ପତ୍ର ଲିଖନ ଅଭିଯାନ: ବିଜେତାଙ୍କୁ ୫୦ ହଜାର ପର୍ଯ୍ୟନ୍ତ ପୁରସ୍କାର

August 1, 2026

ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ବିକଶିତ ଭାରତ -ଜୀ ରାମ ଜୀ ଶୀର୍ଷକ କର୍ମଶାଳା

August 1, 2026

୨୦୩୦-୩୧ ପର୍ଯ୍ୟନ୍ତ ବଢ଼ିଲା ପିଏମ୍‌ କିଷାନ୍‌ ଯୋଜନାର ଅବଧି

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.