Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜେପିରୁ ଇସ୍ତଫା ଦେଲେ ଦାମୋଦର ରାଉତ
ଆଜିର ଖବର

ବିଜେପିରୁ ଇସ୍ତଫା ଦେଲେ ଦାମୋଦର ରାଉତ

October 16, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ବିଜେପିରୁ ଇସ୍ତଫା ପ୍ରଦାନ କରିଛନ୍ତି ବରିଷ୍ଠ ନେତା ଦାମୋଦର ରାଉତ। ବିଜେପିର ଦଳୀୟ ନେତାଙ୍କ କାର୍ଯ୍ୟକଳାପରେ ଅସନ୍ତୋଷ ରହିଥିବା ରାଉତ ଆଜି ନିଜର ଇସ୍ତଫା ପତ୍ର ରାଜ୍ୟ ସଭାପତି ବସନ୍ତ ପଣ୍ଡାଙ୍କ ନିକଟକୁ ପଠାଇଛନ୍ତି। ବିଭିନ୍ନ ସମୟରେ ବିଜେପିର କାର୍ଯ୍ୟଧାରାକୁ ନେଇ ଦାମ ଖୋଲାଖୋଲି ଅସନ୍ତୋଷ ବ୍ୟକ୍ତ କରିଥିଲେ। ବିଜେପିରେ ତାଙ୍କୁ କୋଣ ଠେସା କରି ରଖାଯାଉଥିବା ନେଇ ସେ ସଦାସର୍ବଦା ଗଣମାଧ୍ୟମରେ ବିଜେପି ନେତାଙ୍କ ବିରୋଧରେ ମତ ଦେଉଥିଲେ। ଉଲ୍ଲେଖଯୋଗ୍ୟ ଯେ, ବିଜେଡିରୁ ବହିଷ୍କୃତ ହେବା ପରେ ଚଳିତ ସାଧାରଣ ନିର୍ବାଚନ ପୂର୍ବରୁ ବିଜେପିରେ ଯୋଗ ଦେଇଥିଲେ ଶ୍ରୀ ରାଉତ।

Share. Facebook Twitter LinkedIn Email WhatsApp Copy Link

Related Posts

ଆଫଗାନ ଘର ଉପରେ ବୋମା ମାଡ଼ କଲା ପାକିସ୍ତାନୀ ସେନା: ୧୧ ଶିଶୁ ସମେତ ୧୩ ମୃତ

June 10, 2026

ମହଙ୍ଗା ପଡିଲା ରୁଷ ସହିତ ବନ୍ଧୁତା!: ଭାରତୀୟ ଏବଂ ଚୀନ୍ ଉପରେ କଠୋର ପ୍ରତିବନ୍ଧକ ଲଗାଇଲା ଇୟୁ

June 10, 2026

୧୫ ଆଇପିଏସଙ୍କୁ ଜିଲ୍ଲା ନିରୀକ୍ଷଣ ଦାୟିତ୍ଵ

June 10, 2026

୨୩ ବର୍ଷ ପୁରୁଣା ନିୟମ ହଟିଲା: ସରକାରୀ ଚାକିରି ପ୍ରାର୍ଥୀଙ୍କୁ ବଡ଼ ରାହତ ଦେଲେ ମୋହନ ଯାଦବ

June 10, 2026
Latest News

ପ୍ରଧାନମନ୍ତ୍ରୀ ମୋଦୀ ଶାସନ କ୍ଷମତାରେ ରହିବାର ଏକ ରେକର୍ଡ କରିଥିବାରୁ ରାଜ୍ୟ ବିଜେପିର ବିଭିନ୍ନ କାର୍ଯ୍ୟକ୍ରମ

June 10, 2026

ଆଫଗାନ ଘର ଉପରେ ବୋମା ମାଡ଼ କଲା ପାକିସ୍ତାନୀ ସେନା: ୧୧ ଶିଶୁ ସମେତ ୧୩ ମୃତ

June 10, 2026

Kalinga Literary Festival: ସଫଳତାର ସହ ଶେଷ ହେଲା କାଠମାଣ୍ଡୁ କଳିଙ୍ଗ ସାହିତ୍ୟ ଉତ୍ସବ

June 10, 2026

ମହଙ୍ଗା ପଡିଲା ରୁଷ ସହିତ ବନ୍ଧୁତା!: ଭାରତୀୟ ଏବଂ ଚୀନ୍ ଉପରେ କଠୋର ପ୍ରତିବନ୍ଧକ ଲଗାଇଲା ଇୟୁ

June 10, 2026

ମମତା ବାନାର୍ଜୀଙ୍କୁ ଆଉ ଏକ ବଡ଼ ଝଟକା: ରାଜ୍ୟସଭାରୁ ଇସ୍ତଫା ଦେଲେ ସୁସ୍ମିତା ଦେବ

June 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.