Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅନନ୍ତନାଗରେ ଏନ୍‌କାଉଣ୍ଟର : ୩ ଆତଙ୍କବାଦୀ ନିହତ
ଆଜିର ଖବର

ଅନନ୍ତନାଗରେ ଏନ୍‌କାଉଣ୍ଟର : ୩ ଆତଙ୍କବାଦୀ ନିହତ

October 16, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ବୁଧବାର ସକାଳୁ ସୁରକ୍ଷା ବଳ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ସଙ୍ଘର୍ଷ ଘଟିଥିଲା। ଏହି ସଙ୍ଘର୍ଷରେ ୩ ଜଣ ଆତଙ୍କବାଦୀ ପ୍ରାଣ ହରାଇଛନ୍ତି। ଗତକାଲି ସନ୍ଧ୍ୟାରେ ପୁଲଓ୍ବାମାରେ ସୁରକ୍ଷା କର୍ମୀଙ୍କ ଉପରକୁ ଗ୍ରେନେଡ୍‌ ମାଡ କରାଯାଇଥିଲା। ଏହି ଘଟଣା ପଛରେ ଇଣ୍ଡିଆନ ମୁଜାହିଦ୍ଦିନର ହାତ ରହିଥିବା ସନ୍ଦେହ କରାଯାଇଥିଲା। ବୁଧବାର ସକାଳୁ ଉଭୟ ପକ୍ଷଙ୍କ ମଧ୍ୟରେ ଗୁଳିଚାଳନା ହେବା ସହିତ ତିନି ଆତଙ୍କବାଦୀ ପ୍ରାଣ ହରାଇଛନ୍ତି। ମୃତ ଆତଙ୍କବାଦୀଙ୍କର ପରିଚୟ ମିଳିନଥିବା ବେଳେ ଉଭୟ ପକ୍ଷଙ୍କ ମଧ୍ୟରେ ଗୁଳିଚାଳନା ଜାରି ରହିଛି।

Share. Facebook Twitter LinkedIn Email WhatsApp Copy Link

Related Posts

ଅକ୍ଟୋବର ୨ ରୁ ସ୍ଵତନ୍ତ୍ର ଅଭିଯାନ “ଆମ ସଂକଳ୍ପ – ନିଶା ନୁହେଁ ଜୀବନ” ଓ “ନିଶା ମୁକ୍ତ ଭୁବନେଶ୍ୱର”

September 24, 2025

୭୧ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି

September 24, 2025

ଆଜି ସେପ୍ଟେମ୍ବର ୨୪ ତାରିଖ ବୁଧବାରରେ ପାଞ୍ଚୋଟି ରାଶି ପାଇଁ ରହିଛି ଶୁଭ ଖବର

September 24, 2025

କାଲୋଲ ପୌରପାଳିକାରେ ୧୪୪ କୋଟି ମୂଲ୍ୟର ଭିତ୍ତିପ୍ରସ୍ତର ସ୍ଥାପନ ଓ ଉଦଘାଟନ କଲେ କେନ୍ଦ୍ର ଗୃହମନ୍ତ୍ରୀ

September 23, 2025
Latest News

ଅକ୍ଟୋବର ୨ ରୁ ସ୍ଵତନ୍ତ୍ର ଅଭିଯାନ “ଆମ ସଂକଳ୍ପ – ନିଶା ନୁହେଁ ଜୀବନ” ଓ “ନିଶା ମୁକ୍ତ ଭୁବନେଶ୍ୱର”

September 24, 2025

୭୧ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି

September 24, 2025

ଆଜି ସେପ୍ଟେମ୍ବର ୨୪ ତାରିଖ ବୁଧବାରରେ ପାଞ୍ଚୋଟି ରାଶି ପାଇଁ ରହିଛି ଶୁଭ ଖବର

September 24, 2025

କାଲୋଲ ପୌରପାଳିକାରେ ୧୪୪ କୋଟି ମୂଲ୍ୟର ଭିତ୍ତିପ୍ରସ୍ତର ସ୍ଥାପନ ଓ ଉଦଘାଟନ କଲେ କେନ୍ଦ୍ର ଗୃହମନ୍ତ୍ରୀ

September 23, 2025

ଶ୍ରୀମୟୀ ମିଶ୍ର ବିଜେଡିରୁ ନିଲମ୍ବନ ପରେ ଦେଲେ କଡା ଜବାବ, କହିଲେ…

September 23, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.