Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୁଖ୍ୟମନ୍ତ୍ରୀଙ୍କ ଜନ୍ଣଦିନରେ ଆୟୋଜିତ ‘ଜୀବନବିନ୍ଦୁ’ କାର୍ଯ୍ୟକ୍ରମରୁ ସଂଗ୍ରହୀତ ହେଲା ୧୨୩୨୫ ୟୁନିଟ୍‍ ରକ୍ତ
ଆଜିର ଖବର

ମୁଖ୍ୟମନ୍ତ୍ରୀଙ୍କ ଜନ୍ଣଦିନରେ ଆୟୋଜିତ ‘ଜୀବନବିନ୍ଦୁ’ କାର୍ଯ୍ୟକ୍ରମରୁ ସଂଗ୍ରହୀତ ହେଲା ୧୨୩୨୫ ୟୁନିଟ୍‍ ରକ୍ତ

October 17, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
BJD Organised a blood donation camp on the Neveen's birth day

ସମୀକ୍ଷା ବ୍ୟୁରୋ

ଭୁବନେଶ୍ୱର, ଦୀର୍ଘ ବର୍ଷ ଧରି ବିଜୁ ଜନତା ଦଳ ପକ୍ଷରୁ ରକ୍ତଦାନ କାର୍ଯ୍ୟକ୍ରମ ଜୀବନ ବିନ୍ଦୁ ଆୟୋଜନ କରାଯାଇଆସୁଛି। ରାଜଧାନୀ ଭୁବନେଶ୍ୱରରୁ ଆରମ୍ଭ କରି ଜିଲ୍ଲା ସଦର ମହକୁମା, ବ୍ଲକ, ପୌରାଞ୍ଚଳ ଏବଂ ପଞ୍ଚାୟତ ସ୍ତରରେ ଜୀବନ ବିନ୍ଦୁ କାର୍ଯ୍ୟକ୍ରମ ଆୟୋଜନ କରାଯାଇଆସୁଛି । ଏଥର ମଧ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୭୪ ବର୍ଷରେ ପଦାର୍ପଣ ସ୍ମାରକୀ ହିସାବରେ ଜୀବନ ବିନ୍ଦୁ’ କାର୍ଯ୍ୟକ୍ରମ ଭୁବନେଶ୍ୱର ସମେତ ରାଜ୍ୟର ୭୭ଟି ପ୍ରମୁଖ ସ୍ଥାନ ସ୍ୱେଚ୍ଛାକୃତ ରାକ୍ତଦାନ କାର୍ଯ୍ୟକ୍ରମ ଆୟୋଜିତ ହୋଇ ୧୨୩୨୫ ୟୁନିଟ୍ ରକ୍ତ ସଂଗ୍ରହ ହୋଇଛି । ଆଠଗଡ଼ରେ ଅନୁଷ୍ଠିତ ଶିବିରରେ ସର୍ବାଧିକ ୬୭୨ ୟୁନିଟ୍ ରକ୍ତ ସଂଗ୍ରହ ହୋଇଥିବା ବେଳେ, ଦ୍ୱିତୀୟ ସର୍ବାଧିକ ବ୍ରହ୍ମପୁରରେ ୬୧୬ ଓ ତୃତୀୟ ସର୍ବାଧିକ ରାଉରକେଲାରେ ୫୧୧ ୟୁନିଟ୍ ରକ୍ତ ସଂଗ୍ରହ ହୋଇଛି । ସେହିପରି କଟକ ଜିଲ୍ଲାରେ ସର୍ବାଧିକ ୧୫୩୪, ଦ୍ୱିତୀୟ ସର୍ବାଧିକ ମୟୂରଭଞ୍ଜ ଜିଲ୍ଲାରେ ୧୨୩୯ ୟୁନିଟ୍ ଓ ତୃତୀୟ ସର୍ବାଧିକ ଗଞ୍ଜାମ ଜିଲ୍ଲାରେ ୧୧୯୫ ୟୁନିଟ୍ ରକ୍ତ ସଂଗୃହୀତ ହୋଇଛି । ଭୁବନେଶ୍ୱରସ୍ଥିତ ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ‘ଜୀବନ ବିନ୍ଦୁ’ କାର୍ଯ୍ୟକ୍ରମରେ ୩୭୨ ଜଣ ରକ୍ତଦାତା ସ୍ୱେଚ୍ଛାରେ ରକ୍ତଦାନ କରିଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

ଆଫଗାନ ଘର ଉପରେ ବୋମା ମାଡ଼ କଲା ପାକିସ୍ତାନୀ ସେନା: ୧୧ ଶିଶୁ ସମେତ ୧୩ ମୃତ

June 10, 2026

ମହଙ୍ଗା ପଡିଲା ରୁଷ ସହିତ ବନ୍ଧୁତା!: ଭାରତୀୟ ଏବଂ ଚୀନ୍ ଉପରେ କଠୋର ପ୍ରତିବନ୍ଧକ ଲଗାଇଲା ଇୟୁ

June 10, 2026

୧୫ ଆଇପିଏସଙ୍କୁ ଜିଲ୍ଲା ନିରୀକ୍ଷଣ ଦାୟିତ୍ଵ

June 10, 2026

୨୩ ବର୍ଷ ପୁରୁଣା ନିୟମ ହଟିଲା: ସରକାରୀ ଚାକିରି ପ୍ରାର୍ଥୀଙ୍କୁ ବଡ଼ ରାହତ ଦେଲେ ମୋହନ ଯାଦବ

June 10, 2026
Latest News

ପ୍ରଧାନମନ୍ତ୍ରୀ ମୋଦୀ ଶାସନ କ୍ଷମତାରେ ରହିବାର ଏକ ରେକର୍ଡ କରିଥିବାରୁ ରାଜ୍ୟ ବିଜେପିର ବିଭିନ୍ନ କାର୍ଯ୍ୟକ୍ରମ

June 10, 2026

ଆଫଗାନ ଘର ଉପରେ ବୋମା ମାଡ଼ କଲା ପାକିସ୍ତାନୀ ସେନା: ୧୧ ଶିଶୁ ସମେତ ୧୩ ମୃତ

June 10, 2026

Kalinga Literary Festival: ସଫଳତାର ସହ ଶେଷ ହେଲା କାଠମାଣ୍ଡୁ କଳିଙ୍ଗ ସାହିତ୍ୟ ଉତ୍ସବ

June 10, 2026

ମହଙ୍ଗା ପଡିଲା ରୁଷ ସହିତ ବନ୍ଧୁତା!: ଭାରତୀୟ ଏବଂ ଚୀନ୍ ଉପରେ କଠୋର ପ୍ରତିବନ୍ଧକ ଲଗାଇଲା ଇୟୁ

June 10, 2026

ମମତା ବାନାର୍ଜୀଙ୍କୁ ଆଉ ଏକ ବଡ଼ ଝଟକା: ରାଜ୍ୟସଭାରୁ ଇସ୍ତଫା ଦେଲେ ସୁସ୍ମିତା ଦେବ

June 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.