ଜଳେଶ୍ୱରରୁ ପୁଣି ଧରାପଡ଼ିଲା ବ୍ରାଉନସୁଗର। ପଶ୍ଚିମବଙ୍ଗରୁ ଜଳେଶ୍ୱର ଆସୁଥିବା ବେଳେ ପୁଲିସ ହାତରେ ଧରାପଡ଼ିଛି ଏହି ବ୍ରାଉନ୍ ସୁଗର। ଯାହାର ଓଜନ ୭୦ ଗ୍ରାମ ହେବ। ଆନୁମାନିକ ମୂଲ୍ୟ ୭ ଲକ୍ଷ ଟଙ୍କା ହେବ। ପୁଲିସ ଏହି ମାମଲାରେ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି। ତାଙ୍କର ଘର ପଶ୍ଚିମବଙ୍ଗର ବୋଲି ଜଣାପଡ଼ିଛି। ଏହା ପରେ ବାଲେଶ୍ୱର ପୁଲିସ ଖାନତଲାସି ଅଭିଯାନକୁ ଜୋରଦାର କରିଥିଲା। ଏହି ଅଭିଯାନରେ ଆଜି ଜଳେଶ୍ୱର ପୁଲିସ ଚଢ଼ଉ କରି ୭୦ ଗ୍ରାମ ବ୍ରାଉନ୍ ସୁଗର ଜବତ କରିଛି।

ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତ ୨୦୨୬ ବର୍ଷର କ୍ୟାଲେଣ୍ଡର ଓ ଡାଏରୀର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀDecember 19, 2025
ଖ୍ରୀଷ୍ଟମାସ ଏବଂ ନୂତନ ବର୍ଷରେ ଭିଡ଼ ପରିଚାଳନା ପାଇଁ ସ୍ୱତନ୍ତ୍ର ଟ୍ରେନ୍ ଆରମ୍ଭ କରିଛି ଭାରତୀୟ ରେଳDecember 19, 2025
ଫାଇନାଲରେ ହରିୟାଣାକୁ ୬୯ ରନରେ ପରାସ୍ତ କଲା ଝାଡ଼ଖଣ୍ଡ: ପ୍ରଥମ ଥର ଜିତିଲା ସୟଦ ମୁସ୍ତାକ ଅଲି ଟ୍ରଫିDecember 19, 2025