Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଇଏନ୍‌ଏକ୍ସ ମିଡିଆ ମାମଲା : କର୍ତ୍ତୀଙ୍କ ସମେତ 14 ଜଣଙ୍କ ନାମରେ ଚାର୍ଜସିଟ୍‌
ଆଜିର ଖବର

ଆଇଏନ୍‌ଏକ୍ସ ମିଡିଆ ମାମଲା : କର୍ତ୍ତୀଙ୍କ ସମେତ 14 ଜଣଙ୍କ ନାମରେ ଚାର୍ଜସିଟ୍‌

October 18, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସିବିଆଇ ପକ୍ଷରୁ ଆଇଏନଏକ୍ସ ମିଡିଆ ମାମଲାକୁ ନେଇ ଆଜି ଚାର୍ଜସିଟ୍‌ ଦାଖଲ କରାଯାଇଛି । ଏହି ମାମଲା କାରଣରୁ ପୂର୍ବତନ ଅର୍ଥମନ୍ତ୍ରୀ ପି ଚିଦାମ୍ବରମ୍‌ ଜେଲ୍‌ରେ ରହିଥିବା ବେଳେ ତାଙ୍କ ପୁଅ କର୍ତ୍ତୀ ଚିଦାମ୍ବରମଙ୍କ ନାମ ଚାର୍ଜସିଟ୍‌ରେ ରହିଛି । ଚିଦାମ୍ବରମ୍‌ ଏବଂ କର୍ତ୍ତିଙ୍କ ବ୍ୟତିତ ଅନ୍ୟ 13 ଜଣଙ୍କ ନାମ ଚାର୍ଜସିଟ୍‌ରେ ଉଲ୍ଲେଖ କରିଛି ସିବିଆଇ । ସେହିପରି ସିବିଆଇ ପକ୍ଷରୁ ଚିଦାମ୍ବରମଙ୍କ ଜାମିନ ଆବେଦନକୁ ବିରୋଧ କରାଯାଇଛି । ସଲଇସିଟର ଜେନେରାଲ ତୁଷାର ମେହେଟ୍ଟା କହିଛନ୍ତି, ଚିଦାମ୍ବରମ ବାହାରକୁ ଗଲେ ସାକ୍ଷୀଙ୍କୁ ପ୍ରଭାବିତ କରିବାର ସମ୍ଭାବନା ରହିଛି ବୋଲି ଯୁକ୍ତି କରିବା ପରେ କୋର୍ଟ ଚିଦାମ୍ବରମଙ୍କ ଜାମିନ ଆବେଦନ ଖାରଜ କରିଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ଖ୍ରୀଷ୍ଟମାସ ଏବଂ ନୂତନ ବର୍ଷରେ ଭିଡ଼ ପରିଚାଳନା ପାଇଁ ସ୍ୱତନ୍ତ୍ର ଟ୍ରେନ୍ ଆରମ୍ଭ କରିଛି ଭାରତୀୟ ରେଳ

December 19, 2025

ଫାଇନାଲରେ ହରିୟାଣାକୁ ୬୯ ରନରେ ପରାସ୍ତ କଲା ଝାଡ଼ଖଣ୍ଡ: ପ୍ରଥମ ଥର ଜିତିଲା ସୟଦ ମୁସ୍ତାକ ଅଲି ଟ୍ରଫି

December 19, 2025

କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କୁ ଭେଟିଲେ ଜୋହୋର ପ୍ରତିଷ୍ଠାତା ତଥା ବୈଜ୍ଞାନିକ ଶ୍ରୀଧର ଭେମ୍ବୁ

December 19, 2025

ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟର ସଂସଦୀୟ ପରାମର୍ଶଦାତା କମିଟି ବୈଠକରେ ଅଧ୍ୟକ୍ଷତା କଲେ କେନ୍ଦ୍ରମନ୍ତ୍ରୀ

December 19, 2025
Latest News

ଖ୍ରୀଷ୍ଟମାସ ଏବଂ ନୂତନ ବର୍ଷରେ ଭିଡ଼ ପରିଚାଳନା ପାଇଁ ସ୍ୱତନ୍ତ୍ର ଟ୍ରେନ୍ ଆରମ୍ଭ କରିଛି ଭାରତୀୟ ରେଳ

December 19, 2025

ଫାଇନାଲରେ ହରିୟାଣାକୁ ୬୯ ରନରେ ପରାସ୍ତ କଲା ଝାଡ଼ଖଣ୍ଡ: ପ୍ରଥମ ଥର ଜିତିଲା ସୟଦ ମୁସ୍ତାକ ଅଲି ଟ୍ରଫି

December 19, 2025

କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କୁ ଭେଟିଲେ ଜୋହୋର ପ୍ରତିଷ୍ଠାତା ତଥା ବୈଜ୍ଞାନିକ ଶ୍ରୀଧର ଭେମ୍ବୁ

December 19, 2025

ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟର ସଂସଦୀୟ ପରାମର୍ଶଦାତା କମିଟି ବୈଠକରେ ଅଧ୍ୟକ୍ଷତା କଲେ କେନ୍ଦ୍ରମନ୍ତ୍ରୀ

December 19, 2025

ଭୁବନେଶ୍ୱରରେ ଆରମ୍ଭ ହେଲା ଆଞ୍ଚଳିକ ଏଆଇ ପ୍ରଭାବ ସମ୍ମିଳନୀ

December 19, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.