Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଡାକ୍ତରଖାନାରେ ନିଆଁ : ଜଣେ ଶିଶୁ ମୃତ
ଆଜିର ଖବର

ଡାକ୍ତରଖାନାରେ ନିଆଁ : ଜଣେ ଶିଶୁ ମୃତ

October 21, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ହାଇଦ୍ରାବାଦର ଏଲବି ନଗରର ଏକ ଡାକ୍ତରଖାନାରେ ନିଆଁ ଲାଗିଛି । ସଟ୍‌ଶର୍କିଟ୍‌ କାରଣରୁ ଏହି ନିଆଁ ଲାଗିଥିବାବେଳେ  ଏହି ନିଆଁ ଘେରରେ ଆସିଛନ୍ତି ଡର୍ଜନରୁ ଅଧିକ ଶିଶୁ । ଏହି ଦୁର୍ଘଟଣାରେ ଜଣେ ଶିଶୁର ମୃତ୍ୟୁ ହୋଇଥିବାବେଳେ ୪ଜଣ ଆହତ ହୋଇଛନ୍ତି । ଘଟଣାସ୍ଥଳରେ ଦମକଳ ବିଭାଗ ପହଞ୍ଚି ନିଆଁକୁ ଆୟତ୍ତ କରିନେଇଛନ୍ତି । ମିଳିଥିବା ସୂଚନା ଅନୁସାରେ- ଡାକ୍ତରଖାନାର ଆଇସିୟୁ ୟୁନିଟରେ ପ୍ରଥମେ ଶର୍ଟସର୍କିଟ୍‌ କାରଣରୁ ନିଆଁ ଲାଗିଯାଇଥିଲା । ଏଥିରେ ୯ମାସର ଏକ ଶିଶୁର ମୃତ୍ୟୁ ହୋଇଛି । ଅନ୍ୟ ୪ ଆହତଙ୍କ ମଧ୍ୟରୁ ଦୁଇଜଣଙ୍କର ଅବସ୍ଥା ସଂକଟାପନ୍ନ ରହିଛି ।  ଏହି ଦୁର୍ଘଟଣାରେ ସମୟରେ  ଏହି ଡାକ୍ତରଖାନାରେ ମୋଟ ୪୨ ଜଣ ଶିଶୁ ରହିଥିଲେ । ଆହତଙ୍କୁ ହସ୍ପିଟାଲ୍‌ରେ ଚିକିତ୍ସା କରାଯାଉଛି । ନିଆଁ ଲାଗିବା ପରେ ସ୍ଥାନୀୟ ଲୋକଙ୍କ ସହ ଶିଶୁଙ୍କ ଅଭିଭାବକମାନେ ଅସନ୍ତୋଷ ପ୍ରକାଶ କରି ଡାକ୍ତରଖାନାରେ ବାହାରେ ବିରୋଧ ପ୍ରଦର୍ଶନ କରିଛନ୍ତି । ଘଟଣାସ୍ଥଳରେ ପୋଲିସ୍‌ ଟିମ୍‌ ପହଞ୍ଚି ଲୋକଙ୍କୁ ବୁଝାଶୁଝା କରିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ନବରାତ୍ରୀର ତୃତୀୟ ଦିନରେ ଦେବୀ ଚନ୍ଦ୍ରଘଣ୍ଟାଙ୍କୁ ପ୍ରାର୍ଥନା କଲେ ପ୍ରଧାନମନ୍ତ୍ରୀ

September 24, 2025

ନବରାତ୍ରିରେ ଲଗାତାର ତୃତୀୟ ଦିନ ପାଇଁ ଚମକୁଛି ସୁନା: ଜାଣନ୍ତୁ ଆଜିର ମୂଲ୍ୟ

September 24, 2025

ଏହି ଦଳ ବିରୁଦ୍ଧରେ ବଡ଼ କାର୍ଯ୍ୟାନୁଷ୍ଠାନ: କ୍ରିକେଟ୍ ବୋର୍ଡକୁ ନିଲମ୍ବିତ କଲା ICC

September 24, 2025

ବିଶ୍ୱ ଦକ୍ଷତା କେନ୍ଦ୍ରଠାରେ ଉତ୍କର୍ଷ କେନ୍ଦ୍ର ଉଦଘାଟିତ ଓ ଉତ୍ତୀର୍ଣ୍ଣ ଉତ୍ସବ ଅନୁଷ୍ଠିତ

September 24, 2025
Latest News

ନବରାତ୍ରୀର ତୃତୀୟ ଦିନରେ ଦେବୀ ଚନ୍ଦ୍ରଘଣ୍ଟାଙ୍କୁ ପ୍ରାର୍ଥନା କଲେ ପ୍ରଧାନମନ୍ତ୍ରୀ

September 24, 2025

ନବରାତ୍ରିରେ ଲଗାତାର ତୃତୀୟ ଦିନ ପାଇଁ ଚମକୁଛି ସୁନା: ଜାଣନ୍ତୁ ଆଜିର ମୂଲ୍ୟ

September 24, 2025

୧୫ ଛାତ୍ରୀଙ୍କୁ ଅସାଦଚରଣ ଅଭିଯୁକ୍ତ ସ୍ୱାମୀ ଚୈତନ୍ୟାନନ୍ଦ ସରସ୍ୱତୀ ଫେରାର୍

September 24, 2025

ଏହି ଦଳ ବିରୁଦ୍ଧରେ ବଡ଼ କାର୍ଯ୍ୟାନୁଷ୍ଠାନ: କ୍ରିକେଟ୍ ବୋର୍ଡକୁ ନିଲମ୍ବିତ କଲା ICC

September 24, 2025

‘କାଶ୍ମୀରକୁ ଭୁଲିଯାଅ, ଖାଲି କର ପିଓକେ’: ପାକିସ୍ତାନକୁ UNHRCରେ ଭାରତର କଡା ଜବାବ

September 24, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.