Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭାରତର ମିଠେଇକୁ ଗ୍ରହଣ କଲା ନାହିଁ ପାକିସ୍ତାନ
ଆଜିର ଖବର

ଭାରତର ମିଠେଇକୁ ଗ୍ରହଣ କଲା ନାହିଁ ପାକିସ୍ତାନ

October 23, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭାରତ ଓ ପାକିସ୍ତାନ ସୀମାରେ ଉତ୍ତେଜନା ଦେଖାଯାଇଛି । ପାକିସ୍ତାନ ତରଫରୁ ଅସ୍ତ୍ରବିରତି ଉଲଂଘନ କରାଯାଇଛି । ଜବାବରେ ଭାରତୀୟ ସେନା ମଧ୍ୟ କାର୍ଯ୍ୟାନୁଷ୍ଠାନ ନେଇଛି । ପ୍ରତି ବର୍ଷ ଭଳି ସୀମାରେ ଉଭୟ ଭାରତ ଓ ପାକିସ୍ତାନ ମଧ୍ୟରେ ମିଠେଇ ଅଦଳ ବଦଳ ହୋଇଥାଏ କିନ୍ତୁ ଏଥର ହୋଇପାରିନାହିଁ ।  ପ୍ରୋଟୋକଲ ହିସାବରେ ପ୍ରତି ବର୍ଷ ଅହମଦାବାଦସ୍ଥିତ ଭାରତୀୟ ଉଚ୍ଚାୟୁକ୍ତ ଦୀପାବଳିରେ ସମସ୍ତ ମୁଖ୍ୟ କାର୍ଯ୍ୟାଳୟକୁ ମିଠେଇ ପଠାଇଥାଏ । ପାକିସ୍ତାନର ଆଇଏସଆଇ ପ୍ରଥମେ ପ୍ରୋଟୋକଲକୁ ସ୍ୱାଗତ କରିବାକୁ ଯାଇ ମିଠେଇ ଗ୍ରହଣ କରିଥିଲେ କିନ୍ତୁ ପରେ ଫେରାଇ ଦେଇଛି । ସୂଚନାଯୋଗ୍ୟ ଆଇଏସଆଇ ପାକିସ୍ତାନର ଗୁଇନ୍ଦା ସଂସ୍ଥା ଅଟେ ଏବଂ ପାକିସ୍ତାନର କ୍ଷମତା-ରଣନୀତିରେ ଏହାର ପ୍ରଭାବ ରହିଛି ।  କେବଳ ଇସଲାମାବାଦରେ ଆଇଏସ୍‌ଆଇ ବା ଅନ୍ୟ ଅଧିକାରୀ ନୁହଁନ୍ତି ବରଂ ପାକିସ୍ତାନୀ ରେଞ୍ଜର୍ସ ମଧ୍ୟ ଏଥର ଭାରତର ମିଠେଇକୁ ସ୍ୱୀକାର କରି ନାହାନ୍ତି । ଜମ୍ମୁ କଶ୍ମୀରରୁ ଧାରା ୩୭୦ ଉଚ୍ଛେଦ କରାଯିବା ପରେ ପାକିସ୍ତାନ ଭାରତ ବିରୋଧୀ ହୋଇଯାଇଛି । ପାକିସ୍ତାନ କ୍ରମାଗତ ଭାବେ ଭାରତ ବିରୋଧରେ ବୟାନ ବାଜି କରିବା ସହିତ ଭାରତ ବିରୋଧୀ କାର୍ଯ୍ୟ କରୁଛି।

Share. Facebook Twitter LinkedIn Email WhatsApp Copy Link

Related Posts

ବିବାଦୀୟ ଅଧ୍ୟାୟ ପାଇଁ ସାର୍ବଜନୀନ ଭାବରେ କ୍ଷମା ମାଗିଲା NCERT

March 10, 2026

ଟି-୨୦ ବିଶ୍ୱକପ୍ ଜିତିବା ପରେ କୀର୍ତ୍ତି ଆଜାଦଙ୍କ ଟିମ୍ ଇଣ୍ଡିଆକୁ କଟାକ୍ଷ: ଜୟ ଶାହଙ୍କୁ କଲେ ଟାର୍ଗେଟ

March 10, 2026

ପରବର୍ତ୍ତୀ ବିଶ୍ୱକପ୍ ଜିତିବା ପାଇଁ ପ୍ରସ୍ତୁତ ହେଉଛନ୍ତି ଗୌତମ ଗମ୍ଭୀର: ଜାଣନ୍ତୁ କ’ଣ କହିଲେ ମୁଖ୍ୟ ପ୍ରଶିକ୍ଷକ?

March 10, 2026

ଡାଇରିଆର ତ୍ୱରିତ ନିଦାନ ଲାଗି ବିକଶିତ ହେବ ସ୍ୱଦେଶୀ କିଟ୍

March 10, 2026
Latest News

ବିବାଦୀୟ ଅଧ୍ୟାୟ ପାଇଁ ସାର୍ବଜନୀନ ଭାବରେ କ୍ଷମା ମାଗିଲା NCERT

March 10, 2026

ଟି-୨୦ ବିଶ୍ୱକପ୍ ଜିତିବା ପରେ କୀର୍ତ୍ତି ଆଜାଦଙ୍କ ଟିମ୍ ଇଣ୍ଡିଆକୁ କଟାକ୍ଷ: ଜୟ ଶାହଙ୍କୁ କଲେ ଟାର୍ଗେଟ

March 10, 2026

ଗ୍ୟାସ୍ ଅଭାବ ହେଲେ କାହାକୁ ପ୍ରାଥମିକତା ଦେବେ ସରକାର?: ଦେଖନ୍ତୁ ତାଲିକା

March 10, 2026

ପରିବର୍ତ୍ତନଶୀଳ ବିଶ୍ୱ ବ୍ୟବସ୍ଥା: ଆନ୍ତର୍ଜାତୀୟ ରାଜନୀତିର ନୂଆ ପରିଦୃଶ୍ୟ

March 10, 2026

ପରବର୍ତ୍ତୀ ବିଶ୍ୱକପ୍ ଜିତିବା ପାଇଁ ପ୍ରସ୍ତୁତ ହେଉଛନ୍ତି ଗୌତମ ଗମ୍ଭୀର: ଜାଣନ୍ତୁ କ’ଣ କହିଲେ ମୁଖ୍ୟ ପ୍ରଶିକ୍ଷକ?

March 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.