Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ ପରେ ମନ୍ତ୍ରୀ ସୁଦାମ ମାର୍ଣ୍ଡି ଖାଇଲେ ଆହର କେନ୍ଦ୍ରର ଖାଦ୍ୟ ଓ ମଧ୍ୟାହ୍ନ ଭୋଜନ
ଆଜିର ଖବର

ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ ପରେ ମନ୍ତ୍ରୀ ସୁଦାମ ମାର୍ଣ୍ଡି ଖାଇଲେ ଆହର କେନ୍ଦ୍ରର ଖାଦ୍ୟ ଓ ମଧ୍ୟାହ୍ନ ଭୋଜନ

October 23, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ ପରେ ମନ୍ତ୍ରୀ ସୁଦାମ ମାର୍ଣ୍ଡି ଖାଇଲେ ଆହର କେନ୍ଦ୍ରର ଖାଦ୍ୟ, ଦେଖିଲେ ମଧ୍ୟାହ୍ନ ଭୋଜନ

ସମୀକ୍ଷା ବ୍ୟୁରୋ

ଭୁବନେଶ୍ୱର: ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁଦାମ ମାର୍ଣ୍ଡି ବାରଙ୍ଗ ତହସିଲ୍‌, ବାଙ୍କୀ ତହସିଲ୍‌, ମୁଣ୍ଡୁ ମୁହାଣ ନୋଡାଲ୍‌ ସ୍କୁଲ ଓ ବାଙ୍କୀସ୍ଥିତ ଆହାର କେନ୍ଦ୍ରକୁ ଅଚାନକ ପରିଦର୍ଶନ କରିଥିଲେ। ମୁଖ୍ୟମନ୍ତ୍ରୀ ସମସ୍ତ ମନ୍ତ୍ରୀମାନଙ୍କୁ ଅଚାନକ ପରିଦର୍ଶନ କରିବାକୁ ଦେଇଥିବା ନିର୍ଦ୍ଦେଶ ଅନୁଯାୟୀ ମନ୍ତ୍ରୀ ମାର୍ଣ୍ଡି କଟକ ଜିଲ୍ଲାର ବାରଙ୍ଗ ଓ ବାଙ୍କୀ ତହସିଲ୍‌ ପରିଦର୍ଶନ କରି ବିଭିନ୍ନ ସରକାରୀ ଯୋଜନାର କାର୍ଯ୍ୟକାରିତାର ସମୀକ୍ଷା କରିଥିଲେ। ବସୁନ୍ଧରା ଅନ୍ତର୍ଗତ ଘରଡିହ ପଟ୍ଟା ଆବଣ୍ଟନ, ମୁ୍ୟଟେସନ୍‌ କେସ୍‌ ଫଇସଲା, ବିଭିନ୍ନ ପ୍ରମାଣ ପତ୍ର ଯୋଗାଇ ଦେବା, ସରକାରୀ ଜମି ସୁରକ୍ଷା ଆଦି କାଯ୍ୟର ୫ ‘ଟି’ ଆଧାରରେ ସଂ ପାଦନ ଉ ପରେ ମନ୍ତ୍ରୀ ଗୁରୁତ୍ୱ ଆରୋ ପ କରିଥିଲେ। ତହସିଲ୍‌ଦାର ଓ ଅନ୍ୟ କର୍ମଚାରୀମାନଙ୍କୁ ମନ୍ତ୍ରୀ ମାର୍ଣ୍ଡି ନିଷ୍ଠା ଓ ସ୍ୱଚ୍ଛତାର ସହ କାଯ୍ୟ କରିବା ପାଇଁ କହିଥିଲେ।

ଏଥିସହିତ ସମୟାନୁବର୍ତ୍ତୀ ସେବା ପ୍ରଦାନ ପୂର୍ବକ ଓଡ଼ିଶା ଲୋକସେବା ଅଧିକାର ଆଇନ ତଥା ୫ ‘ଟି’ ମନ୍ତ୍ରର ସଠିକ୍‌ ପ୍ରଣୟନ କରିବା ପାଇଁ ପରାମର୍ଶ ଦେଇଥିଲେ। ସେହି ପରି ମନ୍ତ୍ରୀ ଶ୍ରୀ ମାର୍ଣ୍ଡି ମୁଣ୍ଡା ମୁହାଣ ନୋଡାଲ୍‌ ସ୍କୁଲକୁ ଅଚାନକ ପରିଦର୍ଶନ କରି ସେଠାରେ ପ୍ରଦାନ କରାଯାଉଥିବା ଶିକ୍ଷା ଓ ମଧ୍ୟାହ୍ନ ଭୋଜନର ମାନ ଉପରେ ଛାତ୍ରଛାତ୍ରୀମାନଙ୍କ ସହ ଆଲୋଚନା କରିଥିଲେ। ମଧ୍ୟାହ୍ନ ଭୋଜନର ଗୁଣବତ୍ତା ପରୀକ୍ଷା କରିବା ପାଇଁ ମନ୍ତ୍ରୀ ନିଜେ ଛାତ୍ରଛାତ୍ରୀଙ୍କ ପାଇଁ ଉଦ୍ଦିଷ୍ଟ ଖାଦ୍ୟ ଖାଇଥିଲେ। ପରେ ପରେ ବାଙ୍କୀର ଆହାର କେନ୍ଦ୍ରକୁ ମନ୍ତ୍ରୀ ଅଚାନକ ପରିଦର୍ଶନରେ ଯାଇ ସେଠାରେ ଖାଦ୍ୟ ଖାଇବା ସହ ଖାଦ୍ୟର ମାନ ପରୀକ୍ଷା କରିଥିଲେ। ସେଠାରେ ଖାଦ୍ୟ ଗ୍ରହଣ କରୁଥିବା ଲୋକମାନଙ୍କର ମତ ମଧ୍ୟ ଲୋଡ଼ିଥିଲେ। ଦାୟିତ୍ୱରେ ଥିବା ଅଧିକାରୀମାନଙ୍କୁ ଆହାର କେନ୍ଦ୍ରରେ ଏକ ସୁସ୍ଥ ପରିବେଶ ବଜାୟ ରଖିବାକୁ ମନ୍ତ୍ରୀ ମାର୍ଣ୍ଡି ପରାମର୍ଶ ଦେଇଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

ଟ୍ରମ୍ପଙ୍କୁ ଝଟକା!: ଆମେରିକାର ଅଣଦେଖା ପରେ ଭାରତୀୟଙ୍କ ପ୍ରେମରେ ଜର୍ମାନୀ, ଦେଲା ଚାକିରି ପ୍ରତିଶୃତି

September 24, 2025

ନବରାତ୍ରୀର ତୃତୀୟ ଦିନରେ ଦେବୀ ଚନ୍ଦ୍ରଘଣ୍ଟାଙ୍କୁ ପ୍ରାର୍ଥନା କଲେ ପ୍ରଧାନମନ୍ତ୍ରୀ

September 24, 2025

ନବରାତ୍ରିରେ ଲଗାତାର ତୃତୀୟ ଦିନ ପାଇଁ ଚମକୁଛି ସୁନା: ଜାଣନ୍ତୁ ଆଜିର ମୂଲ୍ୟ

September 24, 2025

ଏହି ଦଳ ବିରୁଦ୍ଧରେ ବଡ଼ କାର୍ଯ୍ୟାନୁଷ୍ଠାନ: କ୍ରିକେଟ୍ ବୋର୍ଡକୁ ନିଲମ୍ବିତ କଲା ICC

September 24, 2025
Latest News

ଏହି ଦିନ ଜମ୍ମୁ କାଶ୍ମୀର ଏବଂ ପଞ୍ଜାବରେ ରାଜ୍ୟସଭା ନିର୍ବାଚନ: ପଢନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

September 24, 2025

ଲଦାଖକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ଦାବି: ପୋଲିସ ସହ ସଂଘର୍ଷ, CRPF ଗାଡି ପୋଡ଼ିଲେ GEN-Z ଛାତ୍ର

September 24, 2025

ସରକାରୀ କର୍ମଚାରୀଙ୍କ ପାଇଁ ବଡ ଖବର: ଆଗୁଆ ଦରମା ଦେବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

September 24, 2025

ଟ୍ରମ୍ପଙ୍କୁ ଝଟକା!: ଆମେରିକାର ଅଣଦେଖା ପରେ ଭାରତୀୟଙ୍କ ପ୍ରେମରେ ଜର୍ମାନୀ, ଦେଲା ଚାକିରି ପ୍ରତିଶୃତି

September 24, 2025

ନବରାତ୍ରୀର ତୃତୀୟ ଦିନରେ ଦେବୀ ଚନ୍ଦ୍ରଘଣ୍ଟାଙ୍କୁ ପ୍ରାର୍ଥନା କଲେ ପ୍ରଧାନମନ୍ତ୍ରୀ

September 24, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.