Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କାଲିମେଳା ଜଳଭଣ୍ଡାରର ଦୁଇଟି ଗେଟ୍‌ ଖୋଲିଲା
ଆଜିର ଖବର

କାଲିମେଳା ଜଳଭଣ୍ଡାରର ଦୁଇଟି ଗେଟ୍‌ ଖୋଲିଲା

October 27, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ପ୍ରବଳ ବର୍ଷା କାରଣରୁ କାଲିମେଳା ଜଳଭଣ୍ଡାର ବିପଦ ସଙ୍କେତ ଛୁଇଁବା ପରେ ରବିବାର ଦିନ କାଲିମେଳାର ଦୁଇଟି ଗେଟ୍‌ ଖୋଲାଯାଇଛି । ଗତ 48 ଘଣ୍ଟା ମଧ୍ୟରେ ମାଲକାନଗିରିରେ ହାରାହାରି 166 ମିମି ବର୍ଷା ହୋଇଛି । ବର୍ଷା ଯୋଗୁଁ ମାଲକାନଗିରି – ମୋଟୁ ମଧ୍ୟରେ ସଡ଼କ ଯୋଗାଯୋଗ ବିଛିନ୍ନ ହୋଇଥିବା ବେଳେ ଆଜି ଦୁଇଟି ଗେଟ୍‌ ଖୋଲାଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଖୋର୍ଦ୍ଧା: ବିଶ୍ଵ ପର୍ଯ୍ୟଟନ ଦିବସ -୨୦୨୫ ଉପଲକ୍ଷେ କୁଇଜ୍ ପ୍ରତିଯୋଗିତା

September 24, 2025

ନାଚୁଣୀରେ ମହିଳାଙ୍କୁ ଜଘନ୍ୟ ହତ୍ୟାକାଣ୍ଡ ମାମଲା: ସ୍ଵାମୀଙ୍କୁ ଆଜୀବନ କାରାଦଣ୍ଡ

September 24, 2025

ରଙ୍କନିଧି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ନିଲମ୍ବିତ

September 24, 2025

ଆଜି ଭାରତ-ବାଂଲାଦେଶ ସୁପର-୪ ଲଢେଇ: ଜାଣନ୍ତୁ ପିଚ୍ ରିପୋର୍ଟ ଏବଂ ସମ୍ଭାବ୍ୟ ଖେଳାଳି

September 24, 2025
Latest News

ରେଳ କର୍ମଚାରୀଙ୍କୁ 78 ଦିନ ପାଇଁ ଉତ୍ପାଦକତା ଆଧାରିତ ବୋନସ: କ୍ୟାବିନେଟ୍ ରେ ଅନୁମୋଦନ

September 24, 2025

ସୁସ୍ଥ ନାରୀ ସଶକ୍ତ ପରିବାର ଅଭିଯାନ, ସ୍ୱାସ୍ଥ୍ୟ ଯାଞ୍ଚ କଲେ ୨୧୮ ପୁରୁଷ ଓ ମହିଳା

September 24, 2025

ଡ‌ଇଁଚା ବାପୁଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବୃକ୍ଷ ରୋପଣ

September 24, 2025

ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ସ୍ବେଚ୍ଛାକୃତ ରକ୍ତ ଦାନ ଶିବିର

September 24, 2025

ଖୋର୍ଦ୍ଧା: ବିଶ୍ଵ ପର୍ଯ୍ୟଟନ ଦିବସ -୨୦୨୫ ଉପଲକ୍ଷେ କୁଇଜ୍ ପ୍ରତିଯୋଗିତା

September 24, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.