Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଉପ ମୁଖ୍ୟମନ୍ତ୍ରୀ ପଦରେ ଶିବସେନା ସନ୍ତୁଷ୍ଟ ହେବା ଉଚିତ୍‌ : ରାମଦାସ ଅଠାଓ୍ବଲେ
ଆଜିର ଖବର

ଉପ ମୁଖ୍ୟମନ୍ତ୍ରୀ ପଦରେ ଶିବସେନା ସନ୍ତୁଷ୍ଟ ହେବା ଉଚିତ୍‌ : ରାମଦାସ ଅଠାଓ୍ବଲେ

October 28, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ମହାରାଷ୍ଟ୍ରରେ ବିଜେପି ଏବଂ ଶିବସେନା ମଧ୍ୟରେ ମୁଖ୍ୟମନ୍ତ୍ରୀ ଆସନକୁ ନେଇ ବିବାଦ ଲାଗି ରହିଥିବା ବେଳେ କେନ୍ଦ୍ରମନ୍ତ୍ରୀ ରାମଦାସ ଅଠାଓ୍ବଲେ ଏହାକୁ ନେଇ ନିଜର ମତ ପ୍ରକାଶ କରିଛନ୍ତି । ଶିବସେନା ଉପ ମୁଖ୍ୟମନ୍ତ୍ରୀ ପଦବୀକୁ ନେଇ ସନ୍ତୁଷ୍ଟ ରହିବା ଉଚିତ୍‌ ବୋଲି ରିଭଲ୍ୟୁସନାରୀ ପାର୍ଟି ଅଫ୍‌ ଇଣ୍ଡିଆ ମୁଖ୍ୟ ରାମଦାସ ଅଠାଓ୍ବଲେ ପ୍ରକାଶ କରିଛନ୍ତି । ଭାରତୀୟ ଜନତା ପାର୍ଟି ଅଢେଇ ବର୍ଷୀୟ ମୁଖ୍ୟମନ୍ତ୍ରୀ ସର୍ତ୍ତରେ ଆଦୌ ରାଜି ହେବ ନାହିଁ ତେଣୁ ଶିବସେନା ଆଦିତ୍ୟ ଠାକ୍‌ରେଙ୍କ ଉପ ମୁଖ୍ୟମନ୍ତ୍ରୀତ୍ବରେ ସନ୍ତୁଷ୍ଟ ରହିବା ଉଚିତ୍‌ । ଏହା ସହିତ କେନ୍ଦ୍ରମନ୍ତ୍ରୀ ଅଠାଓ୍ବଲେ କହିଛନ୍ତି ବିଜେପି-ଶିବସେନା ମେଣ୍ଟ ସପକ୍ଷରେ ଜନାଦେଶ ମିଳିଛି ତେଣୁ ବିବାଦ ପରିତ୍ୟାଗ କରି ଉଭୟ ଦଳ ସରକାର ଗଠନ କରିବା ଉଚିତ୍‌ ବୋଲି ଅଠାଓ୍ବଲେ ମତ ଦେଇଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ଜଳ ଜୀବନ ମିଶନର ଅବଧି ବୃଦ୍ଧି ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ

March 10, 2026

‘ଭାରତ ସରକାର ଦାୟୀ ନୁହନ୍ତି’: ଗ୍ୟାସ ଯୋଗାଣ ଅଭାବ ଉପରେ କଂଗ୍ରେସ ସାଂସଦଙ୍କ ବିବୃତ୍ତି

March 10, 2026

ଇଣ୍ଡିଗୋର ସିଇଓ ପିଟର ଏଲବର୍ସଙ୍କ ଇସ୍ତଫା: ଜାଣନ୍ତୁ କ’ଣ କହିଲା ଏୟାରଲାଇନ୍ସ?

March 10, 2026

ଅପରେସନ ସାଇବର କବଚ: ୩୩୬ ଅଭିଯୁକ୍ତ ଗିରଫ

March 10, 2026
Latest News

ଜଳ ଜୀବନ ମିଶନର ଅବଧି ବୃଦ୍ଧି ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ

March 10, 2026

‘ଭାରତ ସରକାର ଦାୟୀ ନୁହନ୍ତି’: ଗ୍ୟାସ ଯୋଗାଣ ଅଭାବ ଉପରେ କଂଗ୍ରେସ ସାଂସଦଙ୍କ ବିବୃତ୍ତି

March 10, 2026

ଇଣ୍ଡିଗୋର ସିଇଓ ପିଟର ଏଲବର୍ସଙ୍କ ଇସ୍ତଫା: ଜାଣନ୍ତୁ କ’ଣ କହିଲା ଏୟାରଲାଇନ୍ସ?

March 10, 2026

ଅପରେସନ ସାଇବର କବଚ: ୩୩୬ ଅଭିଯୁକ୍ତ ଗିରଫ

March 10, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.