Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଥାନାକୁ ମିଳିବ ଟଙ୍କା, ଥାନା ପାଇଁ ବାର୍ଷିକ ୧୭.୫ କୋଟି ଟଙ୍କାର ଅତିରକ୍ତି କଣ୍ଟିଜେନ୍ସି ଫଣ୍ଡକୁ ମିଳିଲା ମଞ୍ଜୁରୀ
ଆଜିର ଖବର

ଥାନାକୁ ମିଳିବ ଟଙ୍କା, ଥାନା ପାଇଁ ବାର୍ଷିକ ୧୭.୫ କୋଟି ଟଙ୍କାର ଅତିରକ୍ତି କଣ୍ଟିଜେନ୍ସି ଫଣ୍ଡକୁ ମିଳିଲା ମଞ୍ଜୁରୀ

October 28, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
No opposition no oppose to Naveen Patnaik;s 5th term
No opposition no oppose to Naveen Patnaik;s 5th term

ସମୀକ୍ଷା ବ୍ୟୁରୋ

‘ମୋ ସରକାର’ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ବିଭିନ୍ନ ଥାନାଗୁଡ଼ିକରେ ଜନସାଧାରଣ କିପରି ସେବା ପାଉଛନ୍ତି ସେ ସଂପର୍କରେ ନିୟମିତ ଜନସାଧାରଣଙ୍କ ମତାମତ ନେଉଛନ୍ତି । ଥାନାଗୁଡ଼ିକ ଯେପରି ଅଧିକ ଦକ୍ଷତା ସହ ଜନସାଧାରଣଙ୍କୁ ଉନ୍ନତ ସେବା ଯୋଗାଇ ଦେଇ ପାରିବେ ତାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ସମସ୍ତ ୫୮୭ଟି ଥାନା ପାଇଁ ବାର୍ଷିକ ୧୭.୫ କୋଟି ଟଙ୍କାର ଅତିରିକ୍ତ କଣ୍ଟିଜେନ୍ସି ଫଣ୍ଡ୍‌ ମଞ୍ଜୁର କରିଛନ୍ତି ।

ଏହି ଆଧାରରେ ଭୁବନେଶ୍ବର – କଟକ ପୋଲିସ୍‌ କମିଶନରେଟ୍‌ ଥିବା ସମସ୍ତ ୪୪ଟି ଥାନା ପାଇଁ ମାସିକ ୪୦ ହଜାର ଟଙ୍କା ଲେଖାଏ ୧୪୨ଟି ସହରାଞ୍ଚଳ ଥାନା ପାଇଁ ମାସିକ ୩୦ ହଜାର ଟଙ୍କା ଓ ୩୫୧ଟି ଗ୍ରାମାଞ୍ଚଳ ଥାନା ପାଇଁ ମାସିକ ୨୦ ହଜାର ଟଙ୍କା ଲେଖାଏଁ ମଞ୍ଜୁର କରାଯାଇଛି । ସେହିପରି ୪ଟି ମହିଳା ଥାନା, ୫ଟି ଟ୍ରାଫିକ୍‌ ଥାନା, ୧୫ଟି ରେଳବାଇ ଥାନା, ୪ଟି ସାଇବର ଥାନା, ଗୋଟିଏ ଅର୍ଥନୈତିକ ଅପରାଧ ଥାନା, ଗୋଟିଏ ଏସ୍‌ଟିଏଫ୍‌ ଥାନା, ଗୋଟିଏ ଏଚ୍‌ଆର୍‌ପିସି ଥାନା, ଗୋଟିଏ କ୍ରାଇମ୍‌ବ୍ରାଞ୍ଚ ଥାନା ନିମେନ୍ତ ପ୍ରତ୍ୟେକଙ୍କୁ ମାସିକ ୩୦ ହଜାର ଟଙ୍କା ଲେଖାଏ ମଞ୍ଜୁର କରାଯାଇଥିବାବେଳେ ରାଜ୍ୟର ଉପକୂଳରେ ଥିବା ୧୮ଟି ସାମୁଦ୍ରିକ ଥାନା ପାଇଁ ମାସିକ କୋଡ଼ିଏ ହଜାର ଟଙ୍କା ଲେଖାଏ ମଞ୍ଜୁର କରାଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଜଳ ଜୀବନ ମିଶନର ଅବଧି ବୃଦ୍ଧି ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ

March 10, 2026

‘ଭାରତ ସରକାର ଦାୟୀ ନୁହନ୍ତି’: ଗ୍ୟାସ ଯୋଗାଣ ଅଭାବ ଉପରେ କଂଗ୍ରେସ ସାଂସଦଙ୍କ ବିବୃତ୍ତି

March 10, 2026

ଇଣ୍ଡିଗୋର ସିଇଓ ପିଟର ଏଲବର୍ସଙ୍କ ଇସ୍ତଫା: ଜାଣନ୍ତୁ କ’ଣ କହିଲା ଏୟାରଲାଇନ୍ସ?

March 10, 2026

ଅପରେସନ ସାଇବର କବଚ: ୩୩୬ ଅଭିଯୁକ୍ତ ଗିରଫ

March 10, 2026
Latest News

ଜଳ ଜୀବନ ମିଶନର ଅବଧି ବୃଦ୍ଧି ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ

March 10, 2026

‘ଭାରତ ସରକାର ଦାୟୀ ନୁହନ୍ତି’: ଗ୍ୟାସ ଯୋଗାଣ ଅଭାବ ଉପରେ କଂଗ୍ରେସ ସାଂସଦଙ୍କ ବିବୃତ୍ତି

March 10, 2026

ଇଣ୍ଡିଗୋର ସିଇଓ ପିଟର ଏଲବର୍ସଙ୍କ ଇସ୍ତଫା: ଜାଣନ୍ତୁ କ’ଣ କହିଲା ଏୟାରଲାଇନ୍ସ?

March 10, 2026

ଅପରେସନ ସାଇବର କବଚ: ୩୩୬ ଅଭିଯୁକ୍ତ ଗିରଫ

March 10, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.