Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କାଳିଆ ଯୋଜନାକୁ ନେଇ ବିଜେପି ଭୟଭୀତ : ବିଜେଡି
ଆଜିର ଖବର

କାଳିଆ ଯୋଜନାକୁ ନେଇ ବିଜେପି ଭୟଭୀତ : ବିଜେଡି

October 30, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

କାଳିଆ ଯୋଜନାକୁ ନେଇ ବିଜେପି ଭୟଭୀତ ବୋଲି ମତ ଦେଇଛନ୍ତି ବିଜେଡି ମୁଖପାତ୍ର ଡ. ସସ୍ମିତ ପାତ୍ର । ଆଜି ବିଜେପି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ କରାଯାଇ ଦ୍ବିତୀୟ ପର୍ଯ୍ୟାୟ କାଳିଆ ଯୋଜନା ଅର୍ଥ କେବେ ପ୍ରଦାନ କରାଯିବ ବୋଲି ପ୍ରଶ୍ନ କରିବା ପରେ ବିଜେଡି ପକ୍ଷରୁ ପ୍ରତିକ୍ରିୟା ପ୍ରକାଶ ପାଇଛି । ବିଜେପି ରାଜ୍ୟରେ ଚାଷ ଏବଂ ଚାଷୀଙ୍କର ଉନ୍ନତି ଚାହୁଁନଥିବାରୁ ଏପରି ନକରାତ୍ମକ ମନ୍ତବ୍ୟ ପ୍ରଦାନ କରୁଛି ବୋଲି ସସ୍ମିତ ପ୍ରକାଶ କରିଛନ୍ତି । ବିଜେପି ପକ୍ଷରୁ ଏଭଳି ମତ ପ୍ରଦାନ କରାଯାଇ ଚାଷୀ ମାନଙ୍କୁ ବିଭ୍ରାନ୍ତ କରିବାକୁ ଚେଷ୍ଟା କରାଯାଉଛି ବୋଲି ସେ କହିଛନ୍ତି । ବିଭିନ୍ନ ଅନ୍ତର୍ଜାତୀୟ ଫୋରମ୍‌ ଠାରୁ ଆରମ୍ଭ କରି ପଞ୍ଚଦଶ ଅର୍ଥ କମିଶନଙ୍କ ପକ୍ଷରୁ ଏହି ଯୋଜନାକୁ ପ୍ରଶଂସା କରାଯାଇଥିବା ବେଳେ ରାଜନୈତିକ ଫାଇଦା ପାଇଁ ବିଜେପି ପକ୍ଷରୁ ନକରାତ୍ମକ ମନ୍ତବ୍ୟ ପ୍ରଦାନ କରାଯାଉଛି । ବିଜେପିର ଏହି ରାଜନୈତିକ ହୀନମନ୍ୟତା ଆଦୌ ସଫଳ ହେବ ନାହିଁ ଏବଂ ଚାଷୀମାନେ ଏହାର ଉଚିତ୍‌ ଜବାବ ଦେବେ ବୋଲି ଡକ୍ଟର ପାତ୍ର କହିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ନିଖୋଜ ବ୍ୟକ୍ତିଙ୍କର ମୃତଦେହ ଉଦ୍ଧାର

December 20, 2025

ଦିଲ୍ଲୀ ବିମାନବନ୍ଦରରେ ଯାତ୍ରୀଙ୍କୁ ଆକ୍ରମଣ ଅଭିଯୋଗ: ପାଇଲଟଙ୍କ ଉପରେ କାର୍ଯ୍ୟାନୁଷ୍ଠାନ

December 20, 2025

ହାତୀ ସହିତ ଧକ୍କା ହେଲା ରାଜଧାନୀ ଏକ୍ସପ୍ରେସ ଟ୍ରେନ: ଇଞ୍ଜିନ ସମେତ ଟି କୋଚ୍ ଲାଇନଚ୍ୟୁତ , ୮ଟି ହାତୀ ମୃତ

December 20, 2025

ପରୀ ଫିଲ୍ମର ପ୍ରଚାର ଓ ପ୍ରସାର ପାଇଁ ଯାଜପୁରରେ ଟିମ୍

December 20, 2025
Latest News

ନିଖୋଜ ବ୍ୟକ୍ତିଙ୍କର ମୃତଦେହ ଉଦ୍ଧାର

December 20, 2025

ଦିଲ୍ଲୀ ବିମାନବନ୍ଦରରେ ଯାତ୍ରୀଙ୍କୁ ଆକ୍ରମଣ ଅଭିଯୋଗ: ପାଇଲଟଙ୍କ ଉପରେ କାର୍ଯ୍ୟାନୁଷ୍ଠାନ

December 20, 2025

ହାତୀ ସହିତ ଧକ୍କା ହେଲା ରାଜଧାନୀ ଏକ୍ସପ୍ରେସ ଟ୍ରେନ: ଇଞ୍ଜିନ ସମେତ ଟି କୋଚ୍ ଲାଇନଚ୍ୟୁତ , ୮ଟି ହାତୀ ମୃତ

December 20, 2025

ଆଜି ଚୂଡ଼ାନ୍ତ ହେବ ଭାରତର ଟି-୨୦ ବିଶ୍ୱକପ୍ ଦଳ: ଏହି ପାଞ୍ଚଟି ପ୍ରମୁଖ ପ୍ରସଙ୍ଗ ଉପରେ ରହିବ ନଜର

December 20, 2025

ପରୀ ଫିଲ୍ମର ପ୍ରଚାର ଓ ପ୍ରସାର ପାଇଁ ଯାଜପୁରରେ ଟିମ୍

December 20, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.