Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜମ୍ମୁ କାଶ୍ମୀରର ଉପ ରାଜ୍ୟପାଳ ଭାବେ ଗିରିଶ ଚନ୍ଦ୍ର ମୁର୍ମୁ ଓ ଲଦାଖର ପ୍ରଥମ ଉପରାଜ୍ୟପାଳ ଭାବେ ରାଧାକୃଷ୍ଣ ମାଥୁର ଆଜି ନେବେ ଶପଥ
ଆଜିର ଖବର

ଜମ୍ମୁ କାଶ୍ମୀରର ଉପ ରାଜ୍ୟପାଳ ଭାବେ ଗିରିଶ ଚନ୍ଦ୍ର ମୁର୍ମୁ ଓ ଲଦାଖର ପ୍ରଥମ ଉପରାଜ୍ୟପାଳ ଭାବେ ରାଧାକୃଷ୍ଣ ମାଥୁର ଆଜି ନେବେ ଶପଥ

October 31, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଜମ୍ମୁ କାଶ୍ମୀର ଓ ଲଦାଖରେ ପ୍ରଥମ ଉପ ରାଜ୍ୟପାଳ ଙ୍କୁ ନିଯୁକ୍ତି ଦିଆଯାଇଛି। ଜମ୍ମୁ କଶ୍ମୀରରୁ ଅଲଗା ହୋଇଥିବା ଲଦାଖର ପ୍ରଥମ ଉପରାଜ୍ୟପାଳ ଭାବେ ରାଧାକୃଷ୍ଣ ମାଥୁର ଲଦାଖ ଓ ଜମ୍ମୁ କଶ୍ମୀରର ନୂଆ ଉପରାଜ୍ୟପାଳ ଭାବେ ଗିରିଶ ଚନ୍ଦ୍ର ମୁର୍ମୁ ଆଜି ଶପଥ ନେବେ । ସୂଚନାଯୋଗ୍ୟ ଜମ୍ମୁ କଶ୍ମୀରରୁ ଧାରା ୩୭୦ ଉଚ୍ଛେଦ ହେବା ସହ ଗତ ଅଗଷ୍ଟ ୫ରେ ରାଜ୍ୟରୁ ଲଦାଖ ଅଞ୍ଚଳକୁ ଅନ୍ୟ ଏକ କେନ୍ଦ୍ର ଶାସିତ ଅଞ୍ଚଳ କରିବାକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଥିଲେ । ଉଭୟ ଜମ୍ମୁ କଶ୍ମୀର ଓ ଲଦାଖ  କେନ୍ଦ୍ର ଶାସିତ ଅଞ୍ଚଳରେ ପରିଣତ ହୋଇଛି । କେବଳ ଏତିକି ପାର୍ଥକ୍ୟ ଯେ, ଜମ୍ମୁ କଶ୍ମୀରରେ ବିଧାନସଭା ରହିବ ଏବଂ ଲଦାଖ ବିନା ବିଧାନସଭାରେ କେନ୍ଦ୍ରଶାସିତ ଅଞ୍ଚଳ ଭାବେ ପରିଚୟ ପାଇଛି । ଲଦାଖ ତରଫରୁ କିଛି ବର୍ଷ ହେବ ଏହି ଦାବି ହୋଇ ଆସୁଥିଲା । ପ୍ରାଥମିକ ଅବସ୍ଥାରେ ଉଭୟ ରାଜ୍ୟ ପାଇଁ ଏକ ହାଇକୋର୍ଟ ରହିବ ।

Share. Facebook Twitter LinkedIn Email WhatsApp Copy Link

Related Posts

ଉଲୁଣ୍ଡାରେ ଅଘଟଣ: ଘରର କାନ୍ଥ ଭୁଶୁଡ଼ି ବୃଦ୍ଧଙ୍କ ମୃତ୍ୟୁ, ପତ୍ନୀ ଗୁରୁତର

August 2, 2026

ନାକଟିଦେଉଳରେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ ଅଭିଯୋଗ; ୮ ଜଣ ଅଟକ, ଗୁରୁତର ଆହତଙ୍କୁ ବୁର୍ଲା ସ୍ଥାନାନ୍ତର

August 2, 2026

ବିକଶିତ ଭାରତ ପାଇଁ ନିଶାମୁକ୍ତ ଯୁବ ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ

August 2, 2026

National Handloom Day: ବୟନ ବିଭାଗ ଅଗଷ୍ଟ ୫ ତାରିଖରୁ କରିବ ଭିନ୍ନ ଏକ ପ୍ରଦର୍ଶନୀ

August 2, 2026
Latest News

ପାକିସ୍ତାନରେ ଆତ୍ମଘାତୀ ବିସ୍ଫୋରଣ: ୧୪ ମୃତ

August 2, 2026

ଉଲୁଣ୍ଡାରେ ଅଘଟଣ: ଘରର କାନ୍ଥ ଭୁଶୁଡ଼ି ବୃଦ୍ଧଙ୍କ ମୃତ୍ୟୁ, ପତ୍ନୀ ଗୁରୁତର

August 2, 2026

ନାକଟିଦେଉଳରେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ ଅଭିଯୋଗ; ୮ ଜଣ ଅଟକ, ଗୁରୁତର ଆହତଙ୍କୁ ବୁର୍ଲା ସ୍ଥାନାନ୍ତର

August 2, 2026

ବିକଶିତ ଭାରତ ପାଇଁ ନିଶାମୁକ୍ତ ଯୁବ ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ

August 2, 2026

Nasha Mukt Yuva: ନିଶାମୁକ୍ତ ଯୁବ ସଂକଳ୍ପ ଅଭିଯାନ ଆରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦୀ

August 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.