Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କୋରାପୁଟ ଦଶମନ୍ତପୁର ବଦଳିକୁଡୁମା ଗାଁରେ ଅଭାବନୀୟ ଘଟଣା: ମାଆର ମୃତ୍ୟୁ ପରେ ୨ ଦିନ ହେଲା ଉପାସରେ ୩ ପିଲା
ଆଜିର ଖବର

କୋରାପୁଟ ଦଶମନ୍ତପୁର ବଦଳିକୁଡୁମା ଗାଁରେ ଅଭାବନୀୟ ଘଟଣା: ମାଆର ମୃତ୍ୟୁ ପରେ ୨ ଦିନ ହେଲା ଉପାସରେ ୩ ପିଲା

October 31, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

କୋରାପୁଟ ଜିଲ୍ଲା ଦଶମନ୍ତପୁର ବ୍ଲକ ମୁଖ୍ୟାଳୟ ପାଖ ବଦଳିକୁଡୁମ ଗାଁରେ ଅଭାବନୀୟ ଘଟଣା । ସ୍ୱାମୀଙ୍କ ମୃତ୍ୟୁ ପରେ ଜଣେ ମହିଳା ତାର ଗୋଟିଏ ଝିଅ ଓ ୨ପୁଅ ଅର୍ଥାତ ତିନୋଟି ଛୁଆକୁ ନେଇ ବଦଳିକୁଡୁମ ଗାଁରେ ରହୁଥିଲେ । ଗତକାଲି ତିନି ଛୁଆର ମା କାଠ ଆଣିବା ପାଇଁ ଜଙ୍ଗଲକୁ ଯାଇଥିଲେ । ସେଠାରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା । ଗତ୨ବର୍ଷ ପୂର୍ବରୁ ବାପାର ମୃତ୍ୟୁ ଘଟିଥିବା ବେଳେ ମାର ମୃତ୍ୟୁ ପରେ ଏହି ଛୁଆଗୁଡ଼ିକ ଅନାଥ ହୋଇଯାଇଛନ୍ତି । ୧୦ ବର୍ଷର ଝିଅ, ୫ବର୍ଷ ଓ ୩ ବର୍ଷ ବୟସର ପୁଅ ନିଃସହାୟ। ଗତକାଲି ମାଆଙ୍କର ଅସ୍ବାଭାବିକ ମୃତ୍ୟୁ ହୋଇଛି, ୨ ବର୍ଷ ତଳେ ବାପାଙ୍କୁ ବି ହରାଇଥିଲେ ୩ ପିଲା। ଗତକାଲି ମହିଳାଙ୍କ ମୃତ୍ୟୁ ପରେ ପଡ଼ୋଶୀ କିଛି ଏହି ତିନି ଛୁଆଙ୍କୁ କିଛି ଖାଇବାକୁ ଦେଇଥିଲେ । କିନ୍ତୁ ଆଜି କିଛି ଖାଇବାକୁ ଦେଲେ ନାହିଁ ।

Share. Facebook Twitter LinkedIn Email WhatsApp Copy Link

Related Posts

ରାଷ୍ଟ୍ରପତିଙ୍କ ମୟୂରଭଞ୍ଜ ଗସ୍ତ ପୂର୍ବରୁ ଡିଜିପିଙ୍କ ସୁରକ୍ଷା ସମୀକ୍ଷା

June 11, 2026

ରେଢ଼ାଖୋଲରେ ବ୍ଲକ୍ ସ୍ତରୀୟ ଲକ୍ଷପତି ଦିଦି କର୍ମଶାଳା

June 11, 2026

ବର୍ଷା ବିଗାଡ଼ିଲା ଟିମ୍ ଇଣ୍ଡିଆର ଖେଳ: ୪ ରନରେ ଜିତିଲା ଆଫଗାନିସ୍ତାନ

June 11, 2026

ଶ୍ରୀଲଙ୍କା ସିରିଜ ପାଇଁ ଟିମ୍ ଇଣ୍ଡିଆ: ରାହୁଲ ଦ୍ରାବିଡ ପୁଅଙ୍କୁ ମିଳିଲା ସୁଯୋଗ

June 11, 2026
Latest News

ରାଷ୍ଟ୍ରପତିଙ୍କ ମୟୂରଭଞ୍ଜ ଗସ୍ତ ପୂର୍ବରୁ ଡିଜିପିଙ୍କ ସୁରକ୍ଷା ସମୀକ୍ଷା

June 11, 2026

ରେଢ଼ାଖୋଲରେ ବ୍ଲକ୍ ସ୍ତରୀୟ ଲକ୍ଷପତି ଦିଦି କର୍ମଶାଳା

June 11, 2026

ବର୍ଷା ବିଗାଡ଼ିଲା ଟିମ୍ ଇଣ୍ଡିଆର ଖେଳ: ୪ ରନରେ ଜିତିଲା ଆଫଗାନିସ୍ତାନ

June 11, 2026

ଶ୍ରୀଲଙ୍କା ସିରିଜ ପାଇଁ ଟିମ୍ ଇଣ୍ଡିଆ: ରାହୁଲ ଦ୍ରାବିଡ ପୁଅଙ୍କୁ ମିଳିଲା ସୁଯୋଗ

June 11, 2026

ବିହାର ଏମଏଲସି ନିର୍ବାଚନ: ସମସ୍ତ ୧୦ ପ୍ରାର୍ଥୀ ନିର୍ବିରୋଧରେ ବିଜୟୀ

June 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.