Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦୁର୍ନୀତି ଅଭିଯୋଗରେ ନିଲମ୍ବିତ ହେଲେ ରାୟଗଡ଼ାର ଡିଏଫ୍ଓ ଅଧିକାରୀ
ଆଜିର ଖବର

ଦୁର୍ନୀତି ଅଭିଯୋଗରେ ନିଲମ୍ବିତ ହେଲେ ରାୟଗଡ଼ାର ଡିଏଫ୍ଓ ଅଧିକାରୀ

November 2, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
two polling officer suspended in jajpur
two polling officer suspended in jajpur

ସମୀକ୍ଷା ବ୍ୟୁରୋ

ଦୁର୍ନୀତି ଓ ସରକାରୀ କୋଠା ନିର୍ମାଣରେ ଅନିୟମିତତା ଅଭିଯୋଗରେ ରାୟଗଡ଼ା ଡିଏଫ୍‌ଓ ଅଧିକାରୀଙ୍କୁ ନିଲମ୍ବିତ କରାଯାଇଛି। ରାଜ୍ୟ ସରକାର ଦୁର୍ନୀତିଗସ୍ତ ଅଧିକାରୀଙ୍କ ପ୍ରତି ବେଶ୍‌ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛନ୍ତି। ରାୟଗଡ଼ ବନଖଣ୍ଡର ଡିଏଫଓ ଦେବାର୍ଚ୍ଚନ ବେହେରାଙ୍କୁ ଚାକିରିରୁ ନିଲମ୍ବିତ କରାଯାଇଛି। ସମ୍ପୃକ୍ତ ଡିଏଫ୍‌ଓ ଅଧିକାରୀଙ୍କ ନାମରେ ଦୁର୍ନୀତି ଓ ଅନିମୟିତତା, ଯୌନ ନିର୍ଯାତନାର ଅଭିଯୋଗ ରହିଥିଲା। ସରକାରୀ କୋଠା, ବାମ୍ବୋ କଟେଜ୍‌ ନିର୍ମାଣରେ ଟଙ୍କା ହଡପ ଅଭିଯୋଗ, କାର୍ଯ୍ୟକ୍ଷେତ୍ରରେ ମହିଳାଙ୍କୁ ଯୌନ ଉତ୍ପୀଡନ ଆଦି ଅଭିଯୋଗ ରହିଥିଲା। ତାଙ୍କ ନାମରେ ରହିଥିବା ଏହି ସମସ୍ତ ଅଭିଯୋଗର ତଦନ୍ତ ଚାଲିଛି।

Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ସେପ୍ଟେମ୍ବର ୨୫ ତାରିଖ ଗୁରୁବାରରେ ସାତୋଟି ରାଶିର ବ୍ୟକ୍ତିମାନେ ସ୍ବାସ୍ଥ୍ୟ ପ୍ରତି ରୁହନ୍ତୁ ସାବଧାନ

September 25, 2025

‘ଭାରତ ସାମୁଦ୍ରିକ ସପ୍ତାହ ୨୦୨୫’ ପୂର୍ବରୁ ଭୁବନେଶ୍ବରରେ ରୋଡସୋ

September 24, 2025

ଦେଶରେ ଚିକିତ୍ସା ସ୍ନାତକୋତ୍ତର ଏବଂ ସ୍ନାତକ ଶିକ୍ଷା କ୍ଷମତାରେ ବ୍ୟାପକ ବିସ୍ତାରକୁ କ୍ୟାବିନେଟ ମଞ୍ଜୁରୀ

September 24, 2025

2277.397 କୋଟି ବ୍ୟୟବରାଦ ସହିତ ଡିଏସଆଇଆର ଯୋଜନାକୁ କ୍ୟାବିନେଟ ମଞ୍ଜୁରି

September 24, 2025
Latest News

ଆଜି ସେପ୍ଟେମ୍ବର ୨୫ ତାରିଖ ଗୁରୁବାରରେ ସାତୋଟି ରାଶିର ବ୍ୟକ୍ତିମାନେ ସ୍ବାସ୍ଥ୍ୟ ପ୍ରତି ରୁହନ୍ତୁ ସାବଧାନ

September 25, 2025

‘ଭାରତ ସାମୁଦ୍ରିକ ସପ୍ତାହ ୨୦୨୫’ ପୂର୍ବରୁ ଭୁବନେଶ୍ବରରେ ରୋଡସୋ

September 24, 2025

ଦେଶରେ ଚିକିତ୍ସା ସ୍ନାତକୋତ୍ତର ଏବଂ ସ୍ନାତକ ଶିକ୍ଷା କ୍ଷମତାରେ ବ୍ୟାପକ ବିସ୍ତାରକୁ କ୍ୟାବିନେଟ ମଞ୍ଜୁରୀ

September 24, 2025

2277.397 କୋଟି ବ୍ୟୟବରାଦ ସହିତ ଡିଏସଆଇଆର ଯୋଜନାକୁ କ୍ୟାବିନେଟ ମଞ୍ଜୁରି

September 24, 2025

ସାମୁଦ୍ରିକ କ୍ଷେତ୍ରକୁ ପୁନର୍ଜୀବିତ କରିବା ପାଇଁ 69,725 କୋଟିର ପ୍ୟାକେଜକୁ ଅନୁମୋଦନ

September 24, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.