Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଇକନ ଅଫ୍‌ ଗୋଲଡେନ୍‌ ଜୁବୁଲି ଆଓ୍ବାର୍ଡରେ ସମ୍ମାନିତ ହେବେ ସାଉଥ୍‌ ସୁପରଷ୍ଟାର ରଜନୀକାନ୍ତ
ଆଜିର ଖବର

ଆଇକନ ଅଫ୍‌ ଗୋଲଡେନ୍‌ ଜୁବୁଲି ଆଓ୍ବାର୍ଡରେ ସମ୍ମାନିତ ହେବେ ସାଉଥ୍‌ ସୁପରଷ୍ଟାର ରଜନୀକାନ୍ତ

November 2, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସାଉଥ୍‌ ସୁପରଷ୍ଟାର୍‌ ରଜନୀକାନ୍ତଙ୍କୁ ୫୦ତମ ଭାରତୀୟ ଅନ୍ତରାର୍ଷ୍ଟ୍ରୀୟ ଫିଲ୍ମ ମହୋତ୍ସବ (ଆଇଏଫଏଫଆଇ)ରେ ଆଇକନ ଅଫ୍‌ ଗୋଲଡେନ ଜୁବୁଲି ଆଓ୍ବାର୍ଡରେ ସମ୍ମାନିତ କରାଯିବ ବୋଲି ଘୋଷଣା କରାଯାଇଛି । ଶନିବାର ସୂଚନା ଓ ପ୍ରସାରଣ ମନ୍ତ୍ରୀ ପ୍ରକାଶ ଜାଭେଡ୍‌କର ଏହି ଘୋଷଣା କରିଛନ୍ତି। ଚଳିତ ଫିଲ୍ମ ମହୋତ୍ସବଟି ଗୋଆଠାରେ ଆସନ୍ତା ନଭେମ୍ବର ୨୦ରୁ ୨୮ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଭାରତୀୟ ସିନେମାରେ ରଜନୀକାନ୍ତଙ୍କ ଉତ୍କୃଷ୍ଟ ଯୋଗଦାନ ପାଇଁ ରଜନୀକାନ୍ତଙ୍କୁ ଏହି ବିଶେଷ ସମ୍ମାନରେ  ଆଇଏଫଏଫଆଇ ୨୦୧୯ରେ ସମ୍ମାନିତ କରାଯିବ।  ଜାବେଦକର ଟ୍ଵିଟ୍ କରିବା ପରେ ରଜନୀକାନ୍ତ ରିଟ୍ଵିଟ୍ କରି ଏଥିପାଇଁ ଭାରତ ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଭାରତୀୟ ଚଳଚ୍ଚିତ୍ର ଜଗତରେ ନିଜର ଏକ ନିଆରା ପରିଚୟ ସୃଷ୍ଟି କରିଛନ୍ତି ଏହି ଅଭିନେତା ଜଣକ। ଫିଲ୍ମ ଜଗତରେ ଉଲ୍ଲେଖନୀୟ ଅବଦାନ ପାଇଁ  ଭାରତ ସରକାରଙ୍କ ବେସାମରିକ ସମ୍ମାନ ‘ପଦ୍ମଭୂଷଣ’ ଓ ‘ପଦ୍ମବିଭୂଷଣ’ରେ ସମ୍ମାନିତ ହୋଇଛନ୍ତି ରଜୀନକାନ୍ତ।

Share. Facebook Twitter LinkedIn Email WhatsApp Copy Link

Related Posts

ରାଷ୍ଟ୍ରପତିଙ୍କ ମୟୂରଭଞ୍ଜ ଗସ୍ତ ପୂର୍ବରୁ ଡିଜିପିଙ୍କ ସୁରକ୍ଷା ସମୀକ୍ଷା

June 11, 2026

ରେଢ଼ାଖୋଲରେ ବ୍ଲକ୍ ସ୍ତରୀୟ ଲକ୍ଷପତି ଦିଦି କର୍ମଶାଳା

June 11, 2026

ବର୍ଷା ବିଗାଡ଼ିଲା ଟିମ୍ ଇଣ୍ଡିଆର ଖେଳ: ୪ ରନରେ ଜିତିଲା ଆଫଗାନିସ୍ତାନ

June 11, 2026

ଶ୍ରୀଲଙ୍କା ସିରିଜ ପାଇଁ ଟିମ୍ ଇଣ୍ଡିଆ: ରାହୁଲ ଦ୍ରାବିଡ ପୁଅଙ୍କୁ ମିଳିଲା ସୁଯୋଗ

June 11, 2026
Latest News

ଶ୍ରୀନଗରର ଲାଲ ଚୌକରେ ପାକିସ୍ତାନ ବିରୋଧରେ ପ୍ରତିବାଦ: ପିଓକେ ପୁନଃ ଦଖଲ ପାଇଁ ଦାବି

June 11, 2026

ରାଷ୍ଟ୍ରପତିଙ୍କ ମୟୂରଭଞ୍ଜ ଗସ୍ତ ପୂର୍ବରୁ ଡିଜିପିଙ୍କ ସୁରକ୍ଷା ସମୀକ୍ଷା

June 11, 2026

ରେଢ଼ାଖୋଲରେ ବ୍ଲକ୍ ସ୍ତରୀୟ ଲକ୍ଷପତି ଦିଦି କର୍ମଶାଳା

June 11, 2026

ବର୍ଷା ବିଗାଡ଼ିଲା ଟିମ୍ ଇଣ୍ଡିଆର ଖେଳ: ୪ ରନରେ ଜିତିଲା ଆଫଗାନିସ୍ତାନ

June 11, 2026

ଶ୍ରୀଲଙ୍କା ସିରିଜ ପାଇଁ ଟିମ୍ ଇଣ୍ଡିଆ: ରାହୁଲ ଦ୍ରାବିଡ ପୁଅଙ୍କୁ ମିଳିଲା ସୁଯୋଗ

June 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.