Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଛଟ୍‌ ପୂଜା କରିବା ସମୟର ଅଘଟଣ : ଦୁଇ ମୃତ
ଆଜିର ଖବର

ଛଟ୍‌ ପୂଜା କରିବା ସମୟର ଅଘଟଣ : ଦୁଇ ମୃତ

November 3, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ବିହାରର ସମସ୍ତୀପୁରରେ ରବିବାର ଛଟ୍‌ ପୂଜା ଅବସରରେ ଏକ ବଡ଼ ଅଘଟଣ ଘଟିଯାଇଛି। ସମସ୍ତୀପୁରର ହସନପୁରଠାରେ ଛଟ୍‌ ପର୍ବ ଅବସରରେ ଏକ ପୋଖରୀରେ ମନ୍ଦିରର କାନ୍ଥ ଭୁଶୁଡ଼ି ପଡ଼ିଛି। ଏହି ଘଟଣାରେ ଦୁଇଜଣଙ୍କର ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁସାରେ ସମସ୍ତୀପୁରର ହସନପୁର ଥାନା ଅନ୍ତର୍ଗତ ବଡ଼ଗାଓଁ ଗ୍ରାମର ପୁରୁଣା କାଳୀ ମନ୍ଦିରର କାନ୍ଥ ଭୁଶୁଡି ପଡ଼ିବାରୁ ଦୁଇଜଣ ମୃତ୍ୟୁ ଘଟିଛି। ମୃତକଦ୍ବୟ  ହେଉଛନ୍ତି ୬୨ ବର୍ଷୀୟ ଶିନାଖତ୍‌ ଲୀଲା ଦେବୀ ଓ ବ ୬୦ ବର୍ଷୀୟ ବଚ୍ଚି ଦେବୀ। ଏହି ଅଘଟଣ ଘଟିବା ସମୟରେ ମହିଳାମାନେ ମନ୍ଦିର ପାର୍ଶ୍ବରେ ଥିବା ପୋଖରୀରେ ଛଟ୍‌ ପର୍ବ ପାଳନ କରୁଥିଲେ। କାନ୍ଥଟି ଭୁଶୁଡି ମହିଳାଙ୍କ ଉପରେ ପଡ଼ିଥିଲା। ଏହି ଅଘଟଣ ପରେ ଶ୍ରଦ୍ଧାଳୁ ମାନେ ଭୟଭୀତ ହୋଇ ଏଣେତେଣେ ଦୌଡ଼ିବା ଫଳରେ ୬ ଜଣ ମହିଳା ଗୁରତର ଆହତ ହୋଇନ୍ତି। ଘଟଣାସ୍ଥଳରେ ପୁଲିସ୍‌ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛି।

Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ସେପ୍ଟେମ୍ବର ୨୫ ତାରିଖ ଗୁରୁବାରରେ ସାତୋଟି ରାଶିର ବ୍ୟକ୍ତିମାନେ ସ୍ବାସ୍ଥ୍ୟ ପ୍ରତି ରୁହନ୍ତୁ ସାବଧାନ

September 25, 2025

‘ଭାରତ ସାମୁଦ୍ରିକ ସପ୍ତାହ ୨୦୨୫’ ପୂର୍ବରୁ ଭୁବନେଶ୍ବରରେ ରୋଡସୋ

September 24, 2025

ଦେଶରେ ଚିକିତ୍ସା ସ୍ନାତକୋତ୍ତର ଏବଂ ସ୍ନାତକ ଶିକ୍ଷା କ୍ଷମତାରେ ବ୍ୟାପକ ବିସ୍ତାରକୁ କ୍ୟାବିନେଟ ମଞ୍ଜୁରୀ

September 24, 2025

2277.397 କୋଟି ବ୍ୟୟବରାଦ ସହିତ ଡିଏସଆଇଆର ଯୋଜନାକୁ କ୍ୟାବିନେଟ ମଞ୍ଜୁରି

September 24, 2025
Latest News

ଆଜି ସେପ୍ଟେମ୍ବର ୨୫ ତାରିଖ ଗୁରୁବାରରେ ସାତୋଟି ରାଶିର ବ୍ୟକ୍ତିମାନେ ସ୍ବାସ୍ଥ୍ୟ ପ୍ରତି ରୁହନ୍ତୁ ସାବଧାନ

September 25, 2025

‘ଭାରତ ସାମୁଦ୍ରିକ ସପ୍ତାହ ୨୦୨୫’ ପୂର୍ବରୁ ଭୁବନେଶ୍ବରରେ ରୋଡସୋ

September 24, 2025

ଦେଶରେ ଚିକିତ୍ସା ସ୍ନାତକୋତ୍ତର ଏବଂ ସ୍ନାତକ ଶିକ୍ଷା କ୍ଷମତାରେ ବ୍ୟାପକ ବିସ୍ତାରକୁ କ୍ୟାବିନେଟ ମଞ୍ଜୁରୀ

September 24, 2025

2277.397 କୋଟି ବ୍ୟୟବରାଦ ସହିତ ଡିଏସଆଇଆର ଯୋଜନାକୁ କ୍ୟାବିନେଟ ମଞ୍ଜୁରି

September 24, 2025

ସାମୁଦ୍ରିକ କ୍ଷେତ୍ରକୁ ପୁନର୍ଜୀବିତ କରିବା ପାଇଁ 69,725 କୋଟିର ପ୍ୟାକେଜକୁ ଅନୁମୋଦନ

September 24, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.