Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦିଲ୍ଲୀ ପରେ ୟୁପିରେ ଲାଗୁ ହେବ ଅଡ୍‌-ଇଭିନ୍‌ ଫର୍ମୂଲା
ଆଜିର ଖବର

ଦିଲ୍ଲୀ ପରେ ୟୁପିରେ ଲାଗୁ ହେବ ଅଡ୍‌-ଇଭିନ୍‌ ଫର୍ମୂଲା

November 4, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଦେଶରେ ବାୟୁ ପ୍ରଦୂଷଣ ଏବେ ମୁଣ୍ଡବ୍ୟଥାର କାରଣ ପାଲଟିଛି। ଦିଲ୍ଲୀ, ପଞ୍ଜାବ, ହରିୟାଣା ଓ ଉତ୍ତରପ୍ରଦେଶରେ ବିଷାକ୍ତ ଧୂଆଁ ଯୋଗୁ ଲୋକମାନଙ୍କୁ ନିଃଶ୍ୱାସ ନେବାରେ କଷ୍ଟ ଅନୁଭବ ହେବା ସହ ଘରୁ ବାହାରିବା କଷ୍ଟକର ବ୍ୟାପାର ହୋଇପଡ଼ିଛି। ଏଥିପାଇଁ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଦିଲ୍ଲୀ ଭଳି ଉତ୍ତରପ୍ରଦେଶରେ ମଧ୍ୟ ଅଡ୍‌ ଇଭିନ୍‌ ନମ୍ବର ପ୍ରଚଳନ ପାଇଁ ଯୋଜନା କରୁଥିବା ଜଣାପଡ଼ିଛି। ଯୋଗୀ ସରକାରଙ୍କ ଜଙ୍ଗଲ ଓ ପରିବେଶ ବିଭାଗ ବାୟୁ ପ୍ରଦୂଷଣକୁ ରୋକିବା ଲାଗି ରାଜ୍ୟରେ ଅଡ୍‌ ଇଭିନ୍‌ ଫର୍ମୁଲାକୁ ଲାଗୁ କରିବାକୁ ପରିବହନ ଓ ପୋଲିସ ବିଭାଗକୁ ଦାୟିତ୍ୱ ଦେଇଛନ୍ତି। ଏନେଇ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଦାରା ସିଂହ କହିଛନ୍ତି, ପ୍ରଦୂଷଣ ରୋକିବାକୁ ଉଦ୍ୟମ ଜାରି ରହିଛି। ଏହାକୁ କିଛି ମାତ୍ରାରେ କମ୍‌ କରିବା ପାଇଁ ନିର୍ମାଣ କାର୍ଯ୍ୟ ଉପରେ କଟକଣା ଲଗାଯିବା ସହ ଅନ୍ୟ ଉପାୟ ମଧ୍ୟ କରାଯାଉଛି ବୋଲି ସେ କହିଛନ୍ତି। ତେବେ ସୋମବାର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଅଡ୍‌ ଇଭିନ୍‌ ଫର୍ମୁଲାକୁ ନେଇ ଚର୍ଚ୍ଚା ହୋଇଥିଲା। ଯଦି ଗୋଟିଏ କି ଦୁଇ ଦିନରେ ବାୟୁ ପ୍ରଦୂଷଣ ନ କମେ ତେବେ ଏହି ନିୟମକୁ ଲାଗୁ କରାଯିବ ବୋଲି ଆଦିତ୍ୟନାଥ କହିଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ମାଲ ପରିବହନ କ୍ଷମତା ବଢ଼ାଇବାକୁ ରଣନୈତିକ ରେଳ କରିଡରରେ ୩୧୮ କୋଟିର ପ୍ରକଳ୍ପ

March 11, 2026

ସ୍କୁଲ–କଲେଜରେ ଏଭିଜିସି କଣ୍ଟେଣ୍ଟ କ୍ରିଏଟର୍ ଲ୍ୟାବ୍ ପାଇଁ ରୋଡମ୍ୟାପ୍ ଉପରେ ଆଲୋଚନା

March 11, 2026

ମା’ ତାରାତାରିଣୀଙ୍କ ପ୍ରସିଦ୍ଧ ଚୈତ୍ର ପର୍ବ ଆରମ୍ଭ

March 11, 2026

ରାଜ୍ୟରେ ରନ୍ଧନ ଗ୍ୟାସ ଏବଂ ପେଟ୍ରୋଲ ଓ ଡିଜେଲର ଉପଲବ୍ଧତା ସଂପର୍କରେ ସମୀକ୍ଷା କଲେ ଅନୁ ଗର୍ଗ

March 11, 2026
Latest News

ମାଲ ପରିବହନ କ୍ଷମତା ବଢ଼ାଇବାକୁ ରଣନୈତିକ ରେଳ କରିଡରରେ ୩୧୮ କୋଟିର ପ୍ରକଳ୍ପ

March 11, 2026

ସ୍କୁଲ–କଲେଜରେ ଏଭିଜିସି କଣ୍ଟେଣ୍ଟ କ୍ରିଏଟର୍ ଲ୍ୟାବ୍ ପାଇଁ ରୋଡମ୍ୟାପ୍ ଉପରେ ଆଲୋଚନା

March 11, 2026

ମା’ ତାରାତାରିଣୀଙ୍କ ପ୍ରସିଦ୍ଧ ଚୈତ୍ର ପର୍ବ ଆରମ୍ଭ

March 11, 2026

ରାଜ୍ୟରେ ରନ୍ଧନ ଗ୍ୟାସ ଏବଂ ପେଟ୍ରୋଲ ଓ ଡିଜେଲର ଉପଲବ୍ଧତା ସଂପର୍କରେ ସମୀକ୍ଷା କଲେ ଅନୁ ଗର୍ଗ

March 11, 2026

ଆଜି ମାର୍ଚ୍ଚ ୧୧ ତାରିଖ ବୁଧବାର ଦିନ ଏହି ଆଠଟି ରାଶି ପାଇଁ ଦିନଟି ରହିଛି ଖୁସିମୟ

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.