Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭିଜିଲାନ୍ସ ଜାଲରେ ବିଡିଏ ଅଧିକାରୀ ଓ ପାଠ୍ୟପୁସ୍ତକ ପ୍ରକାଶନ ଓ ବିପଣନ ସଂସ୍ଥାର ସହକାରୀ ନିର୍ଦ୍ଦେଶକ
ଆଜିର ଖବର

ଭିଜିଲାନ୍ସ ଜାଲରେ ବିଡିଏ ଅଧିକାରୀ ଓ ପାଠ୍ୟପୁସ୍ତକ ପ୍ରକାଶନ ଓ ବିପଣନ ସଂସ୍ଥାର ସହକାରୀ ନିର୍ଦ୍ଦେଶକ

November 5, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭିଜିଲାନ୍ସ ଜାଲରେ ଧରାପଡିଛନ୍ତି ବିଡିଏ ଅଧିକାରୀ। ବିଡିଏ ଏନ୍‌ଫୋର୍ସମେଣ୍ଟ ଇନ୍ସପେକ୍ଟର ପୁରୁଷୋତ୍ତମ ଜେନା। ୧୫ ହଜାର ଟଙ୍କା ଲାଞ୍ଚ ନେଲାେବେଳେ ଭିଜିଲାନ୍ସ ଜାଲରେ ପଡ଼ିଲେ। ଜଣେ ଆବେଦନକାରୀଙ୍କ ସପକ୍ଷରେ ରିପୋର୍ଟ ଦେବା ପାଇଁ ଲାଞ୍ଚ ନେଉଥିଲେ। ସେହିପରି ପାଠ୍ୟପୁସ୍ତକ ପ୍ରକାଶନ ଓ ବିପଣନ ସଂସ୍ଥାର ସହକାରୀ ନିର୍ଦେଶକ ମଧ୍ୟ ଲାଞ୍ଚ ନେବାବେଳେ ଗିରଫ ହୋଇଛନ୍ତି ।  ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ପ୍ରସନ୍ନ ସେନାପତି  ଭିଜିଲାନ୍ସ ବିଭାଗ ଦ୍ବାରା ଧରାପଡିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ଅବହେଳିତ ମୂଳ ମାଧବ ପୀଠ ପ୍ରତି ବାଚସ୍ପତିଙ୍କ ଦୃଷ୍ଟି: ଅଞ୍ଚଳବାସୀଙ୍କ ମନରେ ନୂଆ ଆଶା

June 11, 2026

‘ଜଳ ସଞ୍ଚୟ, ଜନ ଭାଗିଦାରୀ’ ଦ୍ୱାରା ରାଜ୍ୟରେ ରିଚାର୍ଜ ହେଉଛି ଭୂତଳ ଜଳ

June 11, 2026

ରାଷ୍ଟ୍ରପତିଙ୍କ ମୟୂରଭଞ୍ଜ ଗସ୍ତ ପୂର୍ବରୁ ଡିଜିପିଙ୍କ ସୁରକ୍ଷା ସମୀକ୍ଷା

June 11, 2026

ରେଢ଼ାଖୋଲରେ ବ୍ଲକ୍ ସ୍ତରୀୟ ଲକ୍ଷପତି ଦିଦି କର୍ମଶାଳା

June 11, 2026
Latest News

ମୋଦୀଙ୍କ ପ୍ରଶଂସା, ମମତାଙ୍କ ପ୍ରତି ନିଷ୍ଠା: ଶତ୍ରୁଘ୍ନ ସିହ୍ନାଙ୍କ ରାଜନୈତିକ ସନ୍ଦେଶ କ’ଣ?

June 11, 2026

ଅବହେଳିତ ମୂଳ ମାଧବ ପୀଠ ପ୍ରତି ବାଚସ୍ପତିଙ୍କ ଦୃଷ୍ଟି: ଅଞ୍ଚଳବାସୀଙ୍କ ମନରେ ନୂଆ ଆଶା

June 11, 2026

‘ଜଳ ସଞ୍ଚୟ, ଜନ ଭାଗିଦାରୀ’ ଦ୍ୱାରା ରାଜ୍ୟରେ ରିଚାର୍ଜ ହେଉଛି ଭୂତଳ ଜଳ

June 11, 2026

ଶ୍ରୀନଗରର ଲାଲ ଚୌକରେ ପାକିସ୍ତାନ ବିରୋଧରେ ପ୍ରତିବାଦ: ପିଓକେ ପୁନଃ ଦଖଲ ପାଇଁ ଦାବି

June 11, 2026

ରାଷ୍ଟ୍ରପତିଙ୍କ ମୟୂରଭଞ୍ଜ ଗସ୍ତ ପୂର୍ବରୁ ଡିଜିପିଙ୍କ ସୁରକ୍ଷା ସମୀକ୍ଷା

June 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.