Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନିୟନ୍ତ୍ରଣ ରେଖାରେ ପାକ୍‌ର ଅସ୍ତ୍ରବିରତି ଉଲ୍ଲଂଘନ : ଯବାନ ଶହୀଦ
ଆଜିର ଖବର

ନିୟନ୍ତ୍ରଣ ରେଖାରେ ପାକ୍‌ର ଅସ୍ତ୍ରବିରତି ଉଲ୍ଲଂଘନ : ଯବାନ ଶହୀଦ

November 8, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
again ceasefire-violation in jammu and kashmir
again ceasefire-violation in jammu and kashmir

ନିୟନ୍ତ୍ରଣ ରେଖାରେ ପାକିସ୍ତାନ ପକ୍ଷରୁ ପୁନର୍ବାର ଅସ୍ତ୍ରବିରତି ଉଲ୍ଲଂଘନ କରାଯାଇଛି । ଏହି ଘଟଣାରେ ଜଣl ଯବାନ ଶହୀଦ ହୋଇଥିବା ବେଳେ ଜଣେ ସାଧାରଣ ନାଗରିକ ପ୍ରାଣ ହରାଇଛନ୍ତି । ପୁଞ୍ଚ ଜିଲ୍ଲାରେ କ୍ରିଷ୍ଣାଘାଟି ଅଞ୍ଚଳରେ ପାକିସ୍ତାନ ପକ୍ଷରୁ ଅଚାନକ ଗୁଳିମାଡ ଏବଂ ମୋର୍ଟାର ମାଡ କରାଯିବା କାରଣରୁ ଜଣେ ଯବାନ ଶହିଦ ହୋଇଥିବା ନେଇ ଶୁକ୍ରବାର ସେନା ପକ୍ଷରୁ ସ୍ପଷ୍ଟ କରାଯାଇଛି । ଶୁକ୍ରବାର ରାତି 2.30 ମିନିଟ୍‌ ସମୟରେ ଗୁଳିଚାଳନା କରାଯାଇଥିବା ଜଣାପଡିଛି । 2019 ରେ ବର୍ତ୍ତମାନ ସୁଦ୍ଧା 2000 ଥର ପାକିସ୍ତାନ ପକ୍ଷରୁ ଅସ୍ତ୍ରବିରତି ଉଲ୍ଲଂଘନ କରାଯାଇଥିବା ବେଳେ 21 ଜଣ ଯବାନ ଶହୀଦ ହୋଇଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

Rashifal: ଶ୍ରାବଣ ମାସର ପ୍ରଥମ ସୋମବାରରେ ଏହି ରାଶି ପ୍ରତି ମହାଦେବଙ୍କର ରହିଛି ଆର୍ଶିବାଦ

August 3, 2026

ପୁଅକୁ ବଞ୍ଚାଇବାକୁ ଯାଇ ମହାନଦୀରେ ଭାସିଗଲେ ବାପା

August 2, 2026

ଉଲୁଣ୍ଡାରେ ଅଘଟଣ: ଘରର କାନ୍ଥ ଭୁଶୁଡ଼ି ବୃଦ୍ଧଙ୍କ ମୃତ୍ୟୁ, ପତ୍ନୀ ଗୁରୁତର

August 2, 2026

ନାକଟିଦେଉଳରେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ ଅଭିଯୋଗ; ୮ ଜଣ ଅଟକ, ଗୁରୁତର ଆହତଙ୍କୁ ବୁର୍ଲା ସ୍ଥାନାନ୍ତର

August 2, 2026
Latest News

Rashifal: ଶ୍ରାବଣ ମାସର ପ୍ରଥମ ସୋମବାରରେ ଏହି ରାଶି ପ୍ରତି ମହାଦେବଙ୍କର ରହିଛି ଆର୍ଶିବାଦ

August 3, 2026

ପୁଅକୁ ବଞ୍ଚାଇବାକୁ ଯାଇ ମହାନଦୀରେ ଭାସିଗଲେ ବାପା

August 2, 2026

ପାକିସ୍ତାନରେ ଆତ୍ମଘାତୀ ବିସ୍ଫୋରଣ: ୧୪ ମୃତ

August 2, 2026

ଉଲୁଣ୍ଡାରେ ଅଘଟଣ: ଘରର କାନ୍ଥ ଭୁଶୁଡ଼ି ବୃଦ୍ଧଙ୍କ ମୃତ୍ୟୁ, ପତ୍ନୀ ଗୁରୁତର

August 2, 2026

ନାକଟିଦେଉଳରେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ ଅଭିଯୋଗ; ୮ ଜଣ ଅଟକ, ଗୁରୁତର ଆହତଙ୍କୁ ବୁର୍ଲା ସ୍ଥାନାନ୍ତର

August 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.