Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମହାରାଷ୍ଟ୍ରରେ ରାଜନୈତିକ ଅସ୍ଥିରତା ଜାରି ରହିବ : ସଞ୍ଜୟ ନିରୁପମ
ଆଜିର ଖବର

ମହାରାଷ୍ଟ୍ରରେ ରାଜନୈତିକ ଅସ୍ଥିରତା ଜାରି ରହିବ : ସଞ୍ଜୟ ନିରୁପମ

November 11, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ମହାରାଷ୍ଟ୍ରରେ ରାଜନୈତିକ ଅସ୍ଥିରତା ଥମିବାର ନାମ ନେଉନାହିଁ । ବିଜେପି-ଶିବସେନା ମେଣ୍ଟ ସମ୍ଭାବନା ଶେଷ ହେବା ପରେ ଏନ୍‌ସିପି ଏବଂ କଂଗ୍ରେସ ସହିତ ଶିବସେନା ମେଣ୍ଟ ସମ୍ଭାବନା ସୃଷ୍ଟି ହୋଇଛି । ଏନ୍‌ସିପି ଏବଂ କଂଗ୍ରେସ ସହିତ ମେଣ୍ଟ ନେଇ ଶିବସେନା ପକ୍ଷରୁ ସ୍ପଷ୍ଟ କରାଯାଇଥିବା ବେଳେ ଏହାକୁ ନେଇ କଂଗ୍ରେସ ନେତା ସଞ୍ଜୟ ନିରୁପମ ଦଳକୁ ଚେତାବନୀ ଦେଇଛନ୍ତି । ମହାରାଷ୍ଟ୍ରରେ କେଉଁ ଦଳ ସରକାର ଗଠନ କରୁଛି ତାହା ଗୁରୁତ୍ବପୂର୍ଣ୍ଣ ନୁହେଁ, ମାତ୍ର ବର୍ତ୍ତମାନର ପରସ୍ଥିତିକୁ ଧ୍ୟାନରେ ରଖିଲେ ରାଜନୈତିକ ଅସ୍ଥିରତା ଜାରି ରହିବ ବୋଲି ନିରୁପମ କହିଛନ୍ତି । ଏହା ସହିତ ନିରୁପମ କହିଛନ୍ତି, ବର୍ତ୍ତମାନର ପରସ୍ଥିତି ଜାରି ରହିଲେ 2020 ସୁଦ୍ଧା ନିର୍ବାଚନ ଅନୁଷ୍ଠିତ ହୋଇପାରେ । ଶିବସେନା ସହିତ ମେଣ୍ଟ ଉଭୟ ଏନ୍‌ସିପି ଏବଂ କଂଗ୍ରେସ ପାଇଁ କ୍ଷତିକାରକ ସାବ୍ୟସ୍ତ ହେବ ବୋଲି ପୂର୍ବତନ ଶିବସେନା ସଦସ୍ୟ ନିରୁପମ ଟ୍ବିଟ୍ କରିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ଡିସେମ୍ବର ୨୧ ତାରିଖ ରାଶିଫଳ, ଆଜି ୪ ଟି ରାଶିର ବ୍ୟକ୍ତି ରୁହନ୍ତୁ ସତର୍କ, ହୋଇପାରେ ଧନହାନୀ

December 21, 2025

ହିଜାବ ବିବାଦ: ଶେଷ ଦିନରେ ମଧ୍ୟ ଯୋଗ ଦେଲେ ନାହିଁ ଡାକ୍ତର ନୁସରତ, ବଡ଼ ନିଷ୍ପତ୍ତି ନେଲେ ସରକାର

December 20, 2025

ଡିସେମ୍ବର ୨୬ରୁ ଏକ ଘଣ୍ଟା ବନ୍ଦ ରହିବ ବହିର୍ବିଭାଗ: ଆନ୍ଦୋଳନ ଚେତାବନୀ ଦେଲେ ଡାକ୍ତର

December 20, 2025

ବାଲୁଗାଁ ରେଳ ଷ୍ଟେସନ ପରାମର୍ଶଦାତା କମିଟି ବୈଠକ, ଯାତ୍ରୀ ସମସ୍ୟା ଉପରେ ଗୁରୁତ୍ଵ

December 20, 2025
Latest News

ଡିସେମ୍ବର ୨୧ ତାରିଖ ରାଶିଫଳ, ଆଜି ୪ ଟି ରାଶିର ବ୍ୟକ୍ତି ରୁହନ୍ତୁ ସତର୍କ, ହୋଇପାରେ ଧନହାନୀ

December 21, 2025

ଭାରତର ଭବିଷ୍ୟତ ଅଭିବୃଦ୍ଧିର ନେତୃତ୍ୱ ନେବ ଉତ୍ତର-ପୂର୍ବ: ପ୍ରଧାନମନ୍ତ୍ରୀ

December 20, 2025

ହିଜାବ ବିବାଦ: ଶେଷ ଦିନରେ ମଧ୍ୟ ଯୋଗ ଦେଲେ ନାହିଁ ଡାକ୍ତର ନୁସରତ, ବଡ଼ ନିଷ୍ପତ୍ତି ନେଲେ ସରକାର

December 20, 2025

ମୋଦୀଙ୍କ ଅଭୂତପୂର୍ବ କୂଟନୀତି: ସର୍ବୋଚ୍ଚ ନାଗରିକ ସମ୍ମାନରେ ସମ୍ମାନିତ କଲେ ୫ ଟି ଗଲ୍ଫ ଦେଶ

December 20, 2025

ଡିସେମ୍ବର ୨୬ରୁ ଏକ ଘଣ୍ଟା ବନ୍ଦ ରହିବ ବହିର୍ବିଭାଗ: ଆନ୍ଦୋଳନ ଚେତାବନୀ ଦେଲେ ଡାକ୍ତର

December 20, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.