Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସାଓ୍ବନ୍ତଙ୍କ ଇସ୍ତଫାକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ : ଜାଭଡେକରଙ୍କୁ ଅତିରିକ୍ତ ଦାୟିତ୍ବ
ଆଜିର ଖବର

ସାଓ୍ବନ୍ତଙ୍କ ଇସ୍ତଫାକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ : ଜାଭଡେକରଙ୍କୁ ଅତିରିକ୍ତ ଦାୟିତ୍ବ

November 12, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
Javadekar hails cabinet's decision of restoring 200-point roster system
Javadekar hails cabinet's decision of restoring 200-point roster system

ଗତକାଲି କେନ୍ଦ୍ର କ୍ୟାବିନେଟ୍‌ରୁ ଇସ୍ତଫା ପ୍ରଦାନ କରିଥିବା ଶିବସେନା ନେତା ଅରବିନ୍ଦ ଗଣପତ ସାଓ୍ବନ୍ତଙ୍କ ଇସ୍ତଫାପତ୍ରକୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ମଞ୍ଜୁରୀ ପ୍ରଦାନ କରିଛନ୍ତି । ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ମଙ୍ଗଳବାର ଏ ନେଇ ସୂଚନା ପ୍ରଦାନ କରାଯାଇଛି । ଏହା ସହିତ ସାଓ୍ବନ୍ତଙ୍କ ସ୍ଥାନରେ କେନ୍ଦ୍ରମନ୍ତ୍ର ପ୍ରକାଶ ଜାଭଡେକରଙ୍କୁ ଅତିରିକ୍ତ ଦାୟିତ୍ବ ପ୍ରଦାନ କରାଯାଇଛି । ପରିବେଶ ମନ୍ତ୍ରାଳୟ ଦାୟିତ୍ବରେ ରହିଥିବା ଜାଭଡେକର ଅତିରିକ୍ତ ଭାବରେ ଭାଶିଶିଳ୍ବ ବିଭାଗର ଦାୟିତ୍ବ ସମ୍ଭାଳିବେ । ଉଲ୍ଲେଖଯୋଗ୍ୟ ଯେ, ସାଓ୍ବନ୍ତ ଏକମାତ୍ର ଶିବସେନା ସାଂସଦ ଭାବରେ କ୍ୟାବିନେଟ୍‌ ପାହ୍ୟା ହାସଲ କରିଥିଲେ । ମହାରାଷ୍ଟ୍ରରେ ସରକାର ଗଠନକୁ ନେଇ ଉଭୟ ଦଳ 30 ବର୍ଷର ସମ୍ପର୍କ ବିଛିନ୍ନ କରିବା ପରେ ସାଓ୍ବନ୍ତ ନିଜ ପଦବୀରୁ ଇସ୍ତଫା ପ୍ରଦାନ କରିଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ଯୋଗୁଁ ତୈଳ ମୂଲ୍ୟ ସ୍ଥିର ରହିଛି”: ଆମେରିକାର ରାଷ୍ଟ୍ରଦୂତଙ୍କ ବଡ ବିବୃତ୍ତି

March 11, 2026

ହାଇଦ୍ରାବାଦରୁ ଫୁକେଟ୍ ଯାଉଥିବା ଏୟାର ଇଣ୍ଡିଆ ବିମାନର ହାର୍ଡ ଲ୍ୟାଣ୍ଡିଂ: ଭାଙ୍ଗିଲା ନୋଜ୍ ଗିଅର୍

March 11, 2026

ସୂର୍ଯ୍ୟକୁମାର ଯାଦବଙ୍କ ପରେ କିଏ ହେବେ ଟିମ୍ ଇଣ୍ଡିଆର ନୂଆ ଟି-୨୦ ଅଧିନାୟକ?: ଜାଣନ୍ତୁ

March 11, 2026

ନିଶ୍ଚିତ ହେଲା କେବେ ମିଳିବ ପ୍ରଧାନମନ୍ତ୍ରୀ କିଷାନ ଯୋଜନାର ୨୨ ତମ କିସ୍ତି?: ଜାଣନ୍ତୁ…

March 11, 2026
Latest News

ଭାରତ ଯୋଗୁଁ ତୈଳ ମୂଲ୍ୟ ସ୍ଥିର ରହିଛି”: ଆମେରିକାର ରାଷ୍ଟ୍ରଦୂତଙ୍କ ବଡ ବିବୃତ୍ତି

March 11, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ସରକାରଙ୍କ ବଡ ନିଷ୍ପତ୍ତି: ୧୧,୬୮୨ଟି ନୂତନ MBBS ସିଟ୍ ଏବଂ ୪୩ଟି ନୂତନ ମେଡିକାଲ୍ କଲେଜକୁ ମଞ୍ଜୁରୀ

March 11, 2026

ହାଇଦ୍ରାବାଦରୁ ଫୁକେଟ୍ ଯାଉଥିବା ଏୟାର ଇଣ୍ଡିଆ ବିମାନର ହାର୍ଡ ଲ୍ୟାଣ୍ଡିଂ: ଭାଙ୍ଗିଲା ନୋଜ୍ ଗିଅର୍

March 11, 2026

ସୂର୍ଯ୍ୟକୁମାର ଯାଦବଙ୍କ ପରେ କିଏ ହେବେ ଟିମ୍ ଇଣ୍ଡିଆର ନୂଆ ଟି-୨୦ ଅଧିନାୟକ?: ଜାଣନ୍ତୁ

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.