Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଲିମ୍‌କା ରେକର୍ଡ ବୁକ୍‌ରେ ସ୍ଥାନ ପାଇଲା ଜଗା-କାଳିଆଙ୍କ ଅସ୍ତ୍ରୋପଚାର
ଆଜିର ଖବର

ଲିମ୍‌କା ରେକର୍ଡ ବୁକ୍‌ରେ ସ୍ଥାନ ପାଇଲା ଜଗା-କାଳିଆଙ୍କ ଅସ୍ତ୍ରୋପଚାର

November 12, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ଭୁବନେଶ୍ବର- ଲିମ୍‌କା ରେକର୍ଡ ବୁକ୍‌ରେ ସ୍ଥାନ ପାଇଛି ବହୁ ଚର୍ଚ୍ଚିତ ଯୋଡ଼ା ମୁଣ୍ଡ ଜଗା-କାଳିଆଙ୍କ ଅସ୍ତ୍ରୋପଚାର। କନ୍ଧମାଳର  ମିଲୁପଡ଼ାର ଯୋଡ଼ାମୁଣ୍ଡ ଶିଶୁ ଜଗା-କାଳିଆଙ୍କୁ ଅଲଗା କରାଯାଇଥିଲା । ପ୍ରଥମ ସଫଳ କ୍ରାନିଓପାଗସ୍‌ ସର୍ଜରୀ ଭାବେ ଲିମିକ୍‌ ବୁକ୍‌ରେ ସ୍ଥାନିତ ହୋଇଛି। ବରିଷ୍ଠ ନ୍ୟୁରୋସର୍ଜନ ଡାକ୍ତର ଅଶୋକ ମହାପାତ୍ରଙ୍କ ନେତୃତ୍ୱରେ ୪୦ ଜଣିଆ ଡାକ୍ତର ଟିମ୍ ଉଭୟ ଶିଶୁଙ୍କୁ ଅଲଗା କରିବାକୁ ଅଗଷ୍ଟ ୨୯ରେ ବିରଳ ଅସ୍ତ୍ରୋପଚାରର ନିଷ୍ପତ୍ତି ନେଇଥିଲେ। ଏଭଳି ଅସ୍ତ୍ରୋପଚାରରେ ସଫଳତା ହାର ଖୁବ୍ କମ୍ ଥିବାରୁ ସମସ୍ତଙ୍କ ମନରେ ଆଶା ସହ ଥିଲା ଆଶଙ୍କା। ହେଲେ ଡାକ୍ତରୀ ଦଳର ୩୦ ଘଣ୍ଟାର ପରିଶ୍ରମ ପରେ ସଫଳ ହୋଇଥିଲା ପ୍ରଥମ ପର୍ଯ୍ୟାୟ ତଥା ସବୁଠୁ ଗୁରୁତ୍ୱପୂର୍ଣ୍ଣ ଅସ୍ତ୍ରୋପଚାର। ୨ଟି ଦେହକୁ ୨ଟି ଅଲଗା ଅଲଗା ମୁଣ୍ଡ ମିଳିଥିଲା। ଡାକ୍ତରୀ ଟିମକୁ ମିଳିଥିଲା ବଡ଼ ସଫଳତା। ରାଜ୍ୟ ସରକାର ଶିଶୁଙ୍କ ଚିକିତ୍ସାର ସମସ୍ତ ଭାର ନେଇଥିଲେ । ଦୁହିଁଙ୍କ ସ୍ବାସ୍ଥ୍ୟାବସ୍ଥାରେ ସୁଧାର ଆସିବା ପରେ ଏବେ କଟକର ବଡ଼ମେଡ଼ିକାଲ୍‌ରେ ଚିକିତ୍ସିତ ହେଉଛନ୍ତି । ଗତ ସେପ୍ଟେମ୍ବର ୭ରେ ସେମାନେ ଦିଲ୍ଲୀରୁ ଓଡ଼ିଶା ଫେରିଛନ୍ତି। ଏଠାରେ ରାଜ୍ୟ ସରକାରଙ୍କ ତରଫରୁ ଦୁହିଁଙ୍କ ଚିକିତ୍ସା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଅନ୍ତର୍ଜାତୀୟ ସମବାୟ ବର୍ଷ- ୨୦୨୫ ପାଳନର ଉଦଯାପନୀ ସମାରୋହ

December 21, 2025

ରାଜ୍ୟସ୍ତରୀୟ ସର୍ଗି ଫୁଲ୍ ମହୋତ୍ସବ ୨୦୨୫ ଉଦଯାପିତ

December 21, 2025

ଡିସେମ୍ବର ୨୧ ତାରିଖ ରାଶିଫଳ, ଆଜି ୪ ଟି ରାଶିର ବ୍ୟକ୍ତି ରୁହନ୍ତୁ ସତର୍କ, ହୋଇପାରେ ଧନହାନୀ

December 21, 2025

ହିଜାବ ବିବାଦ: ଶେଷ ଦିନରେ ମଧ୍ୟ ଯୋଗ ଦେଲେ ନାହିଁ ଡାକ୍ତର ନୁସରତ, ବଡ଼ ନିଷ୍ପତ୍ତି ନେଲେ ସରକାର

December 20, 2025
Latest News

ଅନ୍ତର୍ଜାତୀୟ ସମବାୟ ବର୍ଷ- ୨୦୨୫ ପାଳନର ଉଦଯାପନୀ ସମାରୋହ

December 21, 2025

ରାଜ୍ୟସ୍ତରୀୟ ସର୍ଗି ଫୁଲ୍ ମହୋତ୍ସବ ୨୦୨୫ ଉଦଯାପିତ

December 21, 2025

ଡିସେମ୍ବର ୨୧ ତାରିଖ ରାଶିଫଳ, ଆଜି ୪ ଟି ରାଶିର ବ୍ୟକ୍ତି ରୁହନ୍ତୁ ସତର୍କ, ହୋଇପାରେ ଧନହାନୀ

December 21, 2025

ଭାରତର ଭବିଷ୍ୟତ ଅଭିବୃଦ୍ଧିର ନେତୃତ୍ୱ ନେବ ଉତ୍ତର-ପୂର୍ବ: ପ୍ରଧାନମନ୍ତ୍ରୀ

December 20, 2025

ହିଜାବ ବିବାଦ: ଶେଷ ଦିନରେ ମଧ୍ୟ ଯୋଗ ଦେଲେ ନାହିଁ ଡାକ୍ତର ନୁସରତ, ବଡ଼ ନିଷ୍ପତ୍ତି ନେଲେ ସରକାର

December 20, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.