Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଖୋଲିବ ୬ଟି ନୂଆ ଅତିରିକ୍ତ ଜିଲ୍ଲା ଓ ଦୌରାଜଜ୍ କୋର୍ଟ
ଆଜିର ଖବର

ରାଜ୍ୟରେ ଖୋଲିବ ୬ଟି ନୂଆ ଅତିରିକ୍ତ ଜିଲ୍ଲା ଓ ଦୌରାଜଜ୍ କୋର୍ଟ

November 14, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ରାଜ୍ୟରେ ଖୋଲିବ ୬ଟି ଅତିରିକ୍ତ ଜିଲ୍ଲା ଓ ଦୌରାଜଜ୍ କୋର୍ଟ । ୬ଟି ନୂଆ କୋର୍ଟ ଖୋଲିବାକୁ ହାଇକୋର୍ଟଙ୍କଠାରୁ ଅନୁମତି ମିଳିଛି ।  ରାଜ୍ୟରେ ଅନେକ ମାମଲାର ଶୁଣାଣୀ ହେବାକୁ ବର୍ଷ ବର୍ଷ ଲାଗି ଯାଉଛି । କୋର୍ଟ ଅଭାବ ଓ ଆଇନଜୀବୀଙ୍କ ଆନ୍ଦୋଳନ ମୁଖ୍ୟ ପ୍ରସଙ୍ଗ ରହିଛି । ଅଳ୍ପ ସଂଖ୍ୟକ କୋର୍ଟ ଥିବାରୁ କୋର୍ଟ ଗୁଡ଼ିକରେ ହଜାର ହଜାର ମାମଲା ଶୁଣାଣୀ ନ ହୋଇ ପଡ଼ିରହୁଛି । ହାଇକୋର୍ଟଙ୍କ ସୁପାରିସ କ୍ରମେ ହାଇଲେଭଲ କମିଟି ଦ୍ୱାରା ଏହି ନିଷ୍ପତ୍ତି ହୋଇଛି । ତେଣୁ ରାଜ୍ୟର ୬ଟି ସ୍ଥାନରେ ଅତିରିକ୍ତ ଜିଲ୍ଲା ଓ ଦୌରାଜଜ୍ କୋର୍ଟ ଖୋଲିବାକୁ ଆଜି ହାଇକୋର୍ଟ ପକ୍ଷରୁ ଅନୁମତି ମିଳିଛି ।  କଟକ, ଭଦ୍ରକ, ନୀଳଗିରି, ଉଦଳା, ପଟ୍ଟାମୁଣ୍ଡାଇ ଓ ଖରିଆରରେ ନୂଆ କୋର୍ଟ ଖୋଲିବ । ନୂଆ କୋର୍ଟ ଖୋଲିବା ନେଇ ଆଇନ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରକାଶ ପାଇଲା ୨୦୨୬ ଆଇପିଏଲ ର କାର୍ଯ୍ୟସୂଚୀ: ପ୍ରଥମ ଦିନରେ RCB ବିରୋଧରେ ଖେଳିବ ଏହି ଦଳ

March 11, 2026

ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବଡ଼ ଘୋଷଣା: ୮୧ ଦିନ ପାଇଁ କରିବେ ଉତ୍ତର ପ୍ରଦେଶ ପରିକ୍ରମା

March 11, 2026

ପଦ୍ମ ଧରିଲେ ରବୀନ୍ଦ୍ର ଜେନା: ଗତକାଲି ବିଜେଡ଼ି ରୁ ଦେଇଥିଲେ ଇସ୍ତଫା

March 11, 2026

ଲୋକସଭା ବାଚସ୍ପତି ଓମ ବିର୍ଲାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଖାରଜ: ବାଚନିକ ଭୋଟରେ ହେଲା ନିଷ୍ପତ୍ତି

March 11, 2026
Latest News

ପ୍ରକାଶ ପାଇଲା ୨୦୨୬ ଆଇପିଏଲ ର କାର୍ଯ୍ୟସୂଚୀ: ପ୍ରଥମ ଦିନରେ RCB ବିରୋଧରେ ଖେଳିବ ଏହି ଦଳ

March 11, 2026

ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବଡ଼ ଘୋଷଣା: ୮୧ ଦିନ ପାଇଁ କରିବେ ଉତ୍ତର ପ୍ରଦେଶ ପରିକ୍ରମା

March 11, 2026

କଂଗ୍ରେସକୁ ବାହୁଡ଼ିଲେ ନିମାପଡାର ବରିଷ୍ଠ ନେତା ସତ୍ୟବ୍ରତ ପାତ୍ର

March 11, 2026

ପଦ୍ମ ଧରିଲେ ରବୀନ୍ଦ୍ର ଜେନା: ଗତକାଲି ବିଜେଡ଼ି ରୁ ଦେଇଥିଲେ ଇସ୍ତଫା

March 11, 2026

ଲୋକସଭା ବାଚସ୍ପତି ଓମ ବିର୍ଲାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଖାରଜ: ବାଚନିକ ଭୋଟରେ ହେଲା ନିଷ୍ପତ୍ତି

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.