Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିବାଦରେ ମର୍ଦ୍ଦାନୀ-2 ଟ୍ରେଲର : କୋଟାର ନାମ ବ୍ୟବହାରକୁ ଲୋକସଭା ବାଚସ୍ପତିଙ୍କ ନାପସନ୍ଦ
ଆଜିର ଖବର

ବିବାଦରେ ମର୍ଦ୍ଦାନୀ-2 ଟ୍ରେଲର : କୋଟାର ନାମ ବ୍ୟବହାରକୁ ଲୋକସଭା ବାଚସ୍ପତିଙ୍କ ନାପସନ୍ଦ

November 16, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
BJP springs a surprise, likely to nominate greenhorn Om Birla as new LS Speaker
BJP springs a surprise, likely to nominate greenhorn Om Birla as new LS Speaker

ମର୍ଦ୍ଦାନୀ-2ର ଟ୍ରେଲର ଲଞ୍ଚ ପରେ ଏହାକୁ ନାପସନ୍ଦ କରିଛନ୍ତି ଲୋକସଭା ବାଚସ୍ପତି ଓମ୍‌ ବିର୍ଲା । ଫିଲ୍ମରେ କୋଟାରେ ବିଭିନ୍ନ ଯୁବତୀଙ୍କୁ ହତ୍ୟା କରୁଥିବା ଜଣା ସାଇକୋ ସିରିଏଲ୍‌ କିଲରକୁ ଏହି ଫିଲ୍ମରେ ଦେଖିବାକୁ ମିଳିଛି । କୋଟା ଇଞ୍ଜିନିୟରିଂ ଏବଂ ଆଇଆଇଟି କୋଚିଂ ପାଇଁ ପ୍ରତିଷ୍ଠା ହାସଲ କରିଥିବା ବେଳେ ଫିଲ୍ମରେ କୋଟାକୁ ନକରାତ୍ମକ ଢଙ୍ଗରେ ପ୍ରଦର୍ଶିତ କରାଯାଇଛି । ଏକ ସହରର ନାମ ମଳିନ କରିବା ଅତ୍ୟନ୍ତ ପରିତାପର ବିଷୟ ବୋଲି କୋଟାରୁ ସାଂସଦ ରହିଥିବା ଓମ୍‌ ବିର୍ଲା ପ୍ରକାଶ କରିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ସୋଆ ଆଇବିସିଏସ୍ ପକ୍ଷରୁ ବିଜିନେସ୍ ମେଳା ‘ମାର୍କ-ଆଇଟି’ ଅନୁଷ୍ଠିତ

March 11, 2026

ପ୍ରକାଶ ପାଇଲା ୨୦୨୬ ଆଇପିଏଲ ର କାର୍ଯ୍ୟସୂଚୀ: ପ୍ରଥମ ଦିନରେ RCB ବିରୋଧରେ ଖେଳିବ ଏହି ଦଳ

March 11, 2026

ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବଡ଼ ଘୋଷଣା: ୮୧ ଦିନ ପାଇଁ କରିବେ ଉତ୍ତର ପ୍ରଦେଶ ପରିକ୍ରମା

March 11, 2026

ପଦ୍ମ ଧରିଲେ ରବୀନ୍ଦ୍ର ଜେନା: ଗତକାଲି ବିଜେଡ଼ି ରୁ ଦେଇଥିଲେ ଇସ୍ତଫା

March 11, 2026
Latest News

ରାଜ୍ୟସଭା ନିର୍ବାଚନ ତାତି, ହୁଇପ ଜାରୀ କଲା ବିଜେଡି, ଭୁବନେଶ୍ବର ନ ଛାଡିବାକୁ ନିର୍ଦ୍ଦେଶ

March 11, 2026

ସୋଆ ଆଇବିସିଏସ୍ ପକ୍ଷରୁ ବିଜିନେସ୍ ମେଳା ‘ମାର୍କ-ଆଇଟି’ ଅନୁଷ୍ଠିତ

March 11, 2026

ପ୍ରକାଶ ପାଇଲା ୨୦୨୬ ଆଇପିଏଲ ର କାର୍ଯ୍ୟସୂଚୀ: ପ୍ରଥମ ଦିନରେ RCB ବିରୋଧରେ ଖେଳିବ ଏହି ଦଳ

March 11, 2026

ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବଡ଼ ଘୋଷଣା: ୮୧ ଦିନ ପାଇଁ କରିବେ ଉତ୍ତର ପ୍ରଦେଶ ପରିକ୍ରମା

March 11, 2026

କଂଗ୍ରେସକୁ ବାହୁଡ଼ିଲେ ନିମାପଡାର ବରିଷ୍ଠ ନେତା ସତ୍ୟବ୍ରତ ପାତ୍ର

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.